ରାଜ୍ୟରେ ଖୋଲିବ ୬ ନୂଆ କୋର୍ଟ: କଟକରେ ୪, ଭଦ୍ରକରେ ୨ରେ ପହଞ୍ଚିବ କୋର୍ଟ ସଂଖ୍ୟା

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଆଉ ୬ଟି ନୂଆ କୋର୍ଟ ଖୋଲିବ। ହାଇକୋର୍ଟଙ୍କ ସୁପାରିସ ଆଧାରରେ ରାଜ୍ୟ ସରକାର ଚଳିତବର୍ଷଠାରୁ ଏହି କୋର୍ଟ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ବିଭାଗୀୟ ମନ୍ତ୍ରୀ ପ୍ରତାପ ଜେନା ଗୁରୁବାର ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ ଜେନା କହିଛନ୍ତି ଯେ, କଟକ, ଭଦ୍ରକ, ନୀଳଗିରି, ଉଦଳା, ପଟ୍ଟାମୁଣ୍ଡେଇ ଏବଂ ଖଡିଆଳରେ ଗୋଟିଏ ଲେଖାଏ ଅତିରିକ୍ତ ଜିଲା ଓ ସେସନ୍‌ ଜଜ୍‌ କୋର୍ଟ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ଏହି ଜିଲା ଓ ସେସନ କୋର୍ଟ ଖୋଲିବା ଦ୍ୱାରା କଟକରେ କୋର୍ଟ ସଂଖ୍ୟା ୪ ହେବ। ଏହାସହ ଭଦ୍ରକରେ ଆଉ ଗୋଟିଏ ନୂଆ କୋର୍ଟ ଖୋଲିଲେ ଜିଲାରେ କୋର୍ଟ ସଂଖ୍ୟା ୨ରେ ପହଞ୍ଚିବ ବୋଲି ମନ୍ତ୍ରୀ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ମହିଳାଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୮।୬: ରାଜ୍ୟ କ୍ୟାବିନେଟ୍‌ରେ ସୋମବାର ୧୦ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ୫ ବିଭାଗର ୧୦ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। ଲୋକସେବା ଭବନର…

ଫେରାର୍‌ ହେବାକୁ ଚେଷ୍ଟା କରୁଥିବାବେଳେ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ, ଜବତ ହେଲା…

ଆନନ୍ଦପୁର/ହାଟଡିହୀ,୮l୬(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ବିଦେଶୀ ମଦ ରଖିବା ଏବଂ ବିକ୍ରି କରିବା ଅଭିଯୋଗରେ ସୋମବାର ପୁରୁଣାଘାଟି ଗ୍ରାମର ସନାତନ ହୋଙ୍କ…

ଇରାନ-ଇସ୍ରାଏଲ ମହାଯୁଦ୍ଧ ଆରମ୍ଭ! ବାଜିଲା ସାଇରନ, ୨୪ ଘଣ୍ଟାରେ ବଦଳିଗଲା ମଧ୍ୟପ୍ରାଚ୍ୟର ଚିତ୍ର

ତେହରାନ, ୮।୬: ପଶ୍ଚିମ ଇରାନରେ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ସମସ୍ତ ବିମାନବନ୍ଦରକୁ ବନ୍ଦ କରିଦିଆଯାଇଛି। ସମସ୍ତ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ସମ୍ଭବ ଯେକୌଣସି ଉପାୟରେ ଇରାନ ଛାଡ଼ିବାକୁ…

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ…

ଜଣକ ପରେ ଜଣେ ୨୦ ଏମ୍‌ପି ଛାଡ଼ିଲେ ସାଥ୍‌, ତଥାପି ‘ଦିଦି’ଙ୍କ ସହ ପାହାଡ଼ ଭଳି ଛିଡ଼ା ହେଲେ ଏହି ୨ ବିହାରୀ ବାବୁ! ଜାଣନ୍ତୁ ସେମାନେ କିଏ…

କୋଲକାତା, ୮।୬: ପଶ୍ଚିମବଙ୍ଗ ରାଜନୀତିରେ ଏହି ସମୟରେ ମମତା ବାନାର୍ଜୀ ଏବଂ ଟିଏମସି (TMC) ଉପରେ ଏକ ବଡ଼ ପ୍ରକମ୍ପନ ସୃଷ୍ଟି ହୋଇଛି। ଏହି ପ୍ରକମ୍ପନ ତୃଣମୂଳ…

ଚୋରାଚାଲାଣ କରୁଥିଲେ ଗଞ୍ଜେଇ, ପୋଲିସକୁ ଦେଖି ଭୟରେ ବାଇକ ସହ ଗଞ୍ଜେଇ ଛାଡି ଫେରାର୍‌ ମାରିଲେ ୨ ମାଫିଆ

ଡୁଙ୍ଗୁରିପାଲି, ୮।୬ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ସୋମବାର ସକାଳେ ପାଟ୍ରୋଲିଂ କରୁଥିବାବେଳେ ଶୁଖା-କର୍ଲାଯୁରୀ ରାସ୍ତାର ମହୁଲପାଲି ଛକରେ ଏକ ବାଇକ…

ଭବାନୀପାଟଣାରେ ଯୁବକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ବୁର୍ଲାରେ ଭର୍ତ୍ତିି

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶବରପଡ଼ାରେ ରବିବାର ରାତିରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଯୁବକଙ୍କ ନାମ ଶିବ ପ୍ରସାଦ ନାଏକ (୨୫)ବୋଲି ଜଣାପଡିଛି।…

ସପ୍ତାହେ ବିତିଲା ସରପଞ୍ଚଙ୍କ ଧାରଣା: ଦେଲେ ଚେତାବନୀ, ଯଦି ରାଜ୍ୟ ସରକାର ଭତ୍ତା ଟଙ୍କା ପ୍ରଦାନ ନ କରନ୍ତି…

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅଧୀନ ୨୫ ପଞ୍ଚାୟତ ଏବଂ ଦିଗପହଣ୍ଡି ଏନଏସି ଅଧୀନ ୧୦ ୱାର୍ଡର ୭୧୫ ହିତାଧିକାରୀଙ୍କୁ ଇନ୍ଦିରା ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri