ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଦିନ ୧୨ଟା ୧୫ ମିନିଟ୍‌ରେ ଲୋକସେବା ଭବନରେ ଏହା ଅନୁଷ୍ଠିତ ହେବ। ବିଧାନସଭା ଶୀତ ଅଧିବେଶନ ଜାରି ରହିଥିବାରୁ କେଉଁ ନିର୍ଦ୍ଦିଷ୍ଟ ପ୍ରସ୍ତାବ ଗୃହୀତ ହେବ, ସେ ନେଇ କୌଣସି ସୂଚନା ମିଳିନାହିଁ।


All Right Reserved By Dharitri.Com

ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବାଲିଅନ୍ତା ବିଇଓ ଅଫିସ୍‌ ଗସ୍ତ: ଅନୁପସ୍ଥିତ କର୍ମଚାରୀଙ୍କ ଦିନକ ଦରମା ବନ୍ଦ

ଭୁବନେଶ୍ୱର(ବ୍ୟୁରୋ)/ବାଳକାଟୀ(ଡି.ଏନ.ଏ),୧୯।୯: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ବାଲିଅନ୍ତା ବ୍ଲକ୍‌ ଶିକ୍ଷା ଅଧିକାରୀ (ବିଇଓ)ଙ୍କ ବାଳକାଟୀସ୍ଥିତ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନ କରିଥିଲେ।...

ପହଞ୍ଚତ୍ଲା ରଥ ଦଉଡ଼ି

ପୁରୀ ଅଫିସ, ୭ା୬: ଆସନ୍ତା ଜୁଲାଇ ୪ ତାରିଖରେ ରଥଯାତ୍ରା। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରଶାସନିକ ପ୍ରସ୍ତୁତି। ରଥଖଳାରେ ତିନିରଥ ନିର୍ମାଣ କାମ ଆଗେଇ ଚାଲିଥିବାବେଳେ...

ଆକ୍ସନ ମୋଡ୍‌ରେ ଗଣଶିକ୍ଷା ମନ୍ତ୍ରୀ: ବାଲିଅନ୍ତା ବିଇଓ ଅଫିସ, ସ୍କୁଲକୁ ଅଚାନକ ଗସ୍ତ; ଅନୁପସ୍ଥିତ କର୍ମଚାରୀଙ୍କ ଗୋଟିଏ ଦିନର ଦରମା ବନ୍ଦ

ବାଳକାଟି,୧୮।୯(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିରେ ଗଣଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସମୀର ଦାସ। ଏହା ପରଠାରୁ ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ...

ଅଦରକାରୀ, ପୁରୁଣା ସାମଗ୍ରୀରେ ବାଇକ୍‌ ତିଆରି କଲେ ନବମ ଶ୍ରେଣୀ ଛାତ୍ର

ଆନନ୍ଦପୁର : ଜଣେ ନବମ ଶ୍ରେଣୀ ଛାତ୍ର ନିଜସ୍ବ ଜ୍ଞାନକୌଶଳ ବଳରେ ତିଆରି କରିଛନ୍ତି ଏକ ବାଇକ୍‌। ଏହି ବାଇକ୍‌କୁ ନେଇ ସମଗ୍ର କେନ୍ଦୁଝର ଜିଲା...

ନିଜେ ଟ୍ୟୁଶନ କରି ପଢ଼ା ଖର୍ଚ୍ଚ ତୁଲାଉଥିଲେ

କଟକ ଅଫିସ,୨୨ା୬: ଆମର ସମସ୍ତ ସ୍ବପ୍ନ ପୂରଣ ହେବ, ଯଦି ଆମେ ସେ ସ୍ବପ୍ନ ପଛରେ ସବୁବେଳେ ଧାଇଁବା… ଆମେରିକୀୟ ଉଦ୍ୟୋଗୀ, ସିନେ ପ୍ରଯୋଜକ ତଥା...

୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ସଫା ହେଲା କ୍ୟାପିଟାଲ ହସ୍ପିଟାଲ

ଭୁବନେଶ୍ୱର, ୧୮ା୧୦(ବ୍ୟୁରୋ): ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ହେବାପରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ଉପରେ ଗୁରୁତ୍ୱ ବଢ଼ିଯାଇଛି। ବିଶେଷକରି ହସ୍ପିଟାଲ ଓ ଥାନାକୁ ଯାଉଥିବା ଲୋକଙ୍କୁ ଉନ୍ନତ...

ବୃଦ୍ଧି ପାଉଛି ବେଆଇନ ନିଶା କାରବାର: ପୁଣି ପାଟଣାଗଡ଼ ଅଞ୍ଚଳରୁ ୨ହଜାର ବୋତଲ କଫ୍‌ ସିରପ୍‌ ଜବତ

ପାଟଣାଗଡ଼, ୪।୧୨(ଡି.ଏନ.ଏ.): ଗତ ୨ ତାରିଖରେ ପାଟଣାଗଡ଼ ପୋଲିସ ୧୬ ହଜାର କଫ୍‌ ସିରପ୍‌ ଜବତ କରିଥିବା ବେଳେ ବୁଧବାର ପୁଣି ପାଟଣାଗଡ ଅବକାରୀ ବିଭାଗ...

୨୦ ହଜାର ଲାଞ୍ଚ: ସହକାରୀ ନିର୍ଦ୍ଦେଶକ ଗିରଫ: ଘରୁ ବାହାରିଲା ୧୮ ଲକ୍ଷ ୩୦ ହଜାର ଟଙ୍କା

କଟକ ଅଫିସ, ୬।୧୧:ଓଡ଼ିଶା ଟେକ୍ସଟ୍‌ ବୁକ ପ୍ରଡକ୍ସନ ଆଣ୍ଡ ମାର୍କେଟିଂର ସହକାରୀ ନିର୍ଦ୍ଦେଶକ ପ୍ରସନ୍ନ କୁମାର ସେନାପତିଙ୍କୁ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛି। ୨୦ହଜାର ଟଙ୍କା...

Leave a comment

Your email address will not be published. Required fields are marked *