ଧାମରାରେ କେନ୍ଦ୍ରୀୟ ପ୍ରତିନିଧି ଦଳ

ଚାନ୍ଦବାଲି,୧୫।୧୧(ଡି.ଏନ୍‌.ଏ.): ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ପ୍ରଭାବରେ ଭଦ୍ରକ ଜିଲାର ଉପକୂଳବର୍ତ୍ତୀ ଅଞ୍ଚଳ ଚାନ୍ଦବାଲି ଓ ଧାମରାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଏ ନେଇ କ୍ଷୟକ୍ଷତିର ଆକଳନ ଲାଗି ୮ ଜଣିଆ କେନ୍ଦ୍ରୀୟ ଟିମ୍‌ ଗୁରୁବାର ଧାମରା ଗସ୍ତ କରିଥିଲେ। ରାତିରେ ଧାମରାରେ ରହି ଶୁକ୍ରବାର ସକାଳୁ ସେମାନେ ଦୁଇଟି ଦଳରେ ବିଭକ୍ତ ହୋଇ ଗୋଟିଏ ଦଳ ଧାମରାର ଦୋସିଙ୍ଗା ଗ୍ରାମପଞ୍ଚାୟତର କେତେକ ଅଞ୍ଚଳ ପରିଦର୍ଶନ କରିଛନ୍ତି । ଅନ୍ୟ ଏକ ଦଳ ବାସୁଦେବପୁର ବ୍ଲକ ଗସ୍ତ କରିଛନ୍ତି । ଏହି ପରିଦର୍ଶନ ସମୟରେ ସେମାନେ ସ୍ଥାନୀୟ ଲୋକ ଓ ପ୍ରଶାସନିକ ଅଧିକାରୀଙ୍କ ସହିତ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଛନ୍ତି । ମଧ୍ୟାହ୍ନରେ ସେମାନେ କେନ୍ଦ୍ରାପଡ଼ା ଜିଲା ଗସ୍ତରେ ଯାଇଛନ୍ତି ।

ଚାଲିଛି ବୁଲବୁଲ୍ କ୍ଷୟକ୍ଷତି ଆକଳନ

ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ ରାଜ୍ୟର ୬ଟି ଜିଲାରେ ବ୍ୟାପକ କ୍ଷତି ହୋଇଥିବା ଜଣାପଡିଛି। ବାତ୍ୟାରେ ରାଜ୍ୟରେ କ୍ଷୟକ୍ଷତି ଆକଳନ ସକାଶେ କେନ୍ଦ୍ର ସରକାରଙ୍କ ଆନ୍ତଃ-ମନ୍ତ୍ରଣାଳୟ ଟିମ୍‌ ଓଡିଶା ଗସ୍ତରେ ଆସି କ୍ଷୟକ୍ଷତି ଆକଳନ କରୁଛନ୍ତି ।#CycloneBulbul #CentralTeam #DharitriLive #InterMinisterialCentralTeam #Bulbul #Cyclone #Bhadrak #Jagatsinghpur #Kendrapara #Balasore #Dharitri #Odisha

Dharitri ಅವರಿಂದ ಈ ದಿನದಂದು ಪೋಸ್ಟ್ ಮಾಡಲಾಗಿದೆ ಶುಕ್ರವಾರ, ನವೆಂಬರ್ 15, 2019


All Right Reserved By Dharitri.Com

ରାଜନଗର ୨୯ ପଞ୍ଚାୟତରେ କରୋନା ସଚେତନତା ବୈଠକ

ରାଜନଗର,୧୯।୩(ଡି.ଏନ୍‌.ଏ.): ଏବେ ସାରା ବିଶ୍ୱରେ କରୋନା ଭୂତାଣୁ ସଂକ୍ରମଣର ଭୟ। ଏଥିରୁ ନିଜକୁ ରକ୍ଷା କରିବା ଲାଗି ତଥା ସଂକ୍ରମିତଙ୍କଠାରୁ ଦୂରେଇ ରହିବା ପାଇଁ ଗୁରୁବାର...

ପୋଖରୀରେ ବୁଡ଼ି ୨ ଶିଶୁ ମୃତ

ଢେଙ୍କାନାଳ ଅଫିସ, ୯।୧୦-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟାବଣିଆ ଥାନା ଅନ୍ତର୍ଗତ ଇଟାପ ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ିଯାଇ ୨ଜଣ ଶିଶୁଙ୍କ...

୯ ବର୍ଷ ହେବ ମିଳିନି ଦରମା:ଅନଶନରେ ବସିଲେ ଆକାଉଣ୍ଟାଣ୍ଟ

ଅନୁଗୋଳ ଅଫିସ, ୨୬।୧୧ଷଷ୍ଠ ଓ ସପ୍ତମ ବେତନ କମିଶନଙ୍କ ସୁପାରିଶ ମୁତାବକ ବେତନ ନ ପାଇବା ପ୍ରତିବାଦରେ ଅନୁଗୋଳ ଜିଲା ଯୋଗାଣ ବିଭାଗ କାର୍ଯ୍ୟାଳୟ ପରିସରରେ...

୮ଦଫା ନେଇ ଦାବିପତ୍ର ଦେଲେ

କେନ୍ଦୁଝର, ୧୯ା୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଭାରତୀୟ ଜନତା ପାର୍ଟି ତରଫରୁ ୮ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମଙ୍ଗଳବାର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ବିଶେଷ କରି ଲକ୍‌ଡାଉନ୍‌...

ଜିଲାସ୍ତରୀୟ ପଲ୍‌ସ ପୋଲିଓ କାର୍ଯ୍ୟକ୍ରମ: ୩୫୨୫୮୦ ଶିଶୁଙ୍କୁ ଦିଆଯିବ ପୋଲିଓ ବୁନ୍ଦା

ବ୍ରହ୍ମପୁର,୧୯।୧: ଜିଲାସ୍ତରୀୟ ପଲସ ପୋଲିଓ କାର୍ଯ୍ୟକ୍ରମ ରବିବାର ଶୁଭାରମ୍ଭ ହୋଇଯାଇଛି। ସିଟି ହସ୍ପିଟାଲ ପରିସରରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ(ସିଡିଏମ୍‌ପିଏଚଓ) ଡା. ବିଜୟ...

କରୋନା ଭାଇରସ୍‌ରୁ ରକ୍ଷା ପାଇଁ ତାରାତାରିଣୀ ପୀଠରେ ପୂଜାର୍ଚ୍ଚନା

ପୁରୁଷୋତ୍ତମପୁର,୨୧।୩(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ଦେଖା ଦେଇଥିବା ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ଥିବାବେଳେ ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ...

ଭଦ୍ରକରେ ପହଞ୍ଚିଲା ତୃତୀୟ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌

ଭଦ୍ରକ ଅଫିସ,୧୩ା୫: ଭଦ୍ରକ ଷ୍ଟେଶନରେ ବୁଧବାର ତୃତୀୟ ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ପହଞ୍ଚିଛି। ଏଥିରେ ସମୁଦାୟ ବିଭିନ୍ନ ଜିଲାର ୧୮୪ ଜଣ ଓହ୍ଲାଇଛନ୍ତି। ଭଦ୍ରକର ୫୧,...

ଆବାସ ଅଧାରେ ଥାଇ ହଡ଼ପ ହେଉଛି ଅର୍ଥ

ଦଶମନ୍ତପୁର,୧୯।୪(ଡି.ଏନ୍‌.ଏ.): ଆବାସ ଯୋଜନାରେ ଦୁର୍ନୀତିର ଗନ୍ତାଘର ସାଜିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ। କେଉଁଠି ପୁନାଦିରେ କାମ ରହି ମଧ୍ୟ ଶେଷ ବିଲ୍‌ ଉଠାଯାଇ ଥିବାବେଳେ...

Leave a comment

Your email address will not be published. Required fields are marked *