ଆମ୍ରି ପକ୍ଷରୁ ସ୍ବାସ୍ଥ୍ୟ ପରୀକ୍ଷା ଶିବିର

ଭୁବନେଶ୍ୱର,୧୬-୧୧(ବ୍ୟୁରୋ): ଆମ୍ରି ହସ୍ପିଟାଲସ୍‌ ଭୁବନେଶ୍ୱର ପକ୍ଷରୁ ସ୍ଥାନୀୟ ଡଟ୍‌ କମ୍‌ ପରିସରରେ ଏକ ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫୦ରୁ ଉର୍ଦ୍ଧ୍ୱ ସାମ୍ବାଦିକ ନିଜର ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। କ୍ୟାମ୍ପରେ ରକ୍ତଚାପ, ରକ୍ତ ସର୍କରା, ଇସିଜି, ଦାନ୍ତ, ଆଖି ପରୀକ୍ଷା କରାଯିବା ସହ ଡାଏଟ ସମ୍ପର୍କରେ ପରାମର୍ଶ ଦିଆଯାଇଥିଲା। ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ ମଧୁମେହ ଆଶଙ୍କା ବଢି ବଢି ଚାଲିଥିବା ଆମ୍ରିର ବରିଷ୍ଠ ଡାକ୍ତର ରିତେଶ ଅଗ୍ରଓ୍ବାଲ କହିଛନ୍ତି। ଲୋକମାନେ ଏଥିପ୍ରତି ସଚେତନ ହେବା ସହ ସ୍ବାସ୍ଥ୍ୟକର ଜୀବନଯାପନ ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ନିୟମିତ ସ୍ବାସ୍ଥ୍ୟପ୍ରଦ ଖାଦ୍ୟ ଗ୍ରହଣ ସହ ବ୍ୟାୟାମ କରିବା ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। ଏଭଳି କ୍ୟାମ୍ପ ଆୟୋଜନ ଦ୍ୱାରା ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯିବ ବୋଲି ହସ୍ପିଟାଲ ପକ୍ଷରୁ କୁହାଯାଇଛି।


All Right Reserved By Dharitri.Com

ପିଏଫ୍‌ ଆକାଉଣ୍ଟରେ ମିଳିବ ୮.୬୫% ସୁଧ

ନୂଆଦିଲ୍ଲୀ,୩୧-୮: ଚାକିରିରତ କର୍ମଚାରୀଙ୍କ ପାଇଁ ଖୁସୀଖବର। ଭବିଷ୍ୟନିଧି ଆକାଉଣ୍ଟ(ପିଏଫ ଆକାଉଣ୍ଟ)ରେ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ୮.୬୫% ସୁଧ ହାର ମିଳିବ। କେନ୍ଦ୍ର ଶ୍ରମ ମନ୍ତ୍ରୀ...

ମାନହାନୀ ମାମଲାରେ ରତନ ଟାଟାଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୩-୭: ବମ୍ବେ ହାଇକୋର୍ଟ ସୋମବାର ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟା, ବର୍ତ୍ତମାନର ଅଧ୍ୟକ୍ଷ ଏନ୍‌.ଚନ୍ଦ୍ରଶେଖରନ ଏବଂ ଅନ୍ୟ ୮ଜଣଙ୍କ ବିରୋଧରେ ଚାଲିଥିବା ଅପରାଧିକ...

ଆମେରିକା-ଇରାନ ଯୁଦ୍ଧ ଲାଗିଲେ; ଅଶୋଧିତ ତେଲ ଦରରେ ଲାଗିବ ନିଆଁ

ନୂଆଦିଲ୍ଲୀ,୨୧-୬: ଇରାନ ବିରୋଧରେ ଆମେରିକାର କଟକଣା ଜାରି ପରେ ତେହରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଆମେରିକାର ଏକ ସାମରିକ ଡ୍ରୋନକୁ...

ଟେଲିକମ ସେକ୍ଟର ପାଇଁ ରିଲିଫ୍‌ ପ୍ୟାକେଜ ସପକ୍ଷରେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୯-୬: ସଙ୍କଟଗ୍ରସ୍ତ ଟେଲିକମ୍‌ ସେକ୍ଟରକୁ ଉଦ୍ଧାର କରିବା ଲାଗି ବଜେଟରେ ଲାଇସେନ୍ସ ଫି ହ୍ରାସ ସହ ଏକ ସିରିଜ ରିଲିଫ୍‌ ପ୍ୟାକେଜ ପ୍ରଦାନ କରାଯିବାର ଆବଶ୍ୟକତା...

ରାଜ୍ୟରେ ସ୍ଥାପନ ହେବ ୧୮ ଇ-ଯାନଚାର୍ଜିଂ ଷ୍ଟେଶନ

ନୂଆଦିଲ୍ଲୀ,୪-୧: ଦେଶର ୨୪ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ୬୨ ସହରରେ ଇ-ଯାନ ଲାଗି ୨୬୩୬ ଚାର୍ଜିଂ ଷ୍ଟେଶନ ସ୍ଥାପନ କରାଯିବ। ଓଡିଶାରେ ଏହି...

ୟୁନିୟନ ବ୍ୟାଙ୍କ ଅଧିକାରୀ ସଂଘ ପକ୍ଷରୁ ରିଲିଫ ପାଣ୍ଠିକୁ ସହାୟତା

ଭୁବନେଶ୍ୱର,୮-୮: ଅଲ୍‌ ଇଣ୍ଡିଆ ୟୁନିୟନ ବ୍ୟାଙ୍କ ଅଫିସର୍ସ ଫେଡେରେଶନ (ଏଆଇୟୁବିଓଏଫ୍‌) ପକ୍ଷରୁ ଫନୀ ପ୍ରଭାବିତଙ୍କ ଲାଗି ୩.୬ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି।...

ବିତ୍ତୀୟ ନିଅଣ୍ଟ ୭୮% ଟପିଲା

ନୂଆଦିଲ୍ଲୀ,୧-୧୦: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ଦେଶର ବିତ୍ତୀୟ ନିଅଣ୍ଟ ପରିମାଣ ଅଗଷ୍ଟ ମାସ ଶେଷ ସୁଦ୍ଧା ବଜେଟ ଧାର୍ଯ୍ୟ ଲକ୍ଷ୍ୟର ୭୮.୭% ଟପି ୫.୫୪...

ସର୍ବଶ୍ରେଷ୍ଠ ସିଇଓ ତାଲିକାରେ ମିତ୍ତଲ,ମୁକେଶ

ନୂଆଦିଲ୍ଲୀ,୩୦-୭: ବିଶ୍ୱର ସର୍ବଶ୍ରେଷ୍ଠ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ତାଲିକାରେ ଦେଶର ସବୁଠାରୁ ଧନୀ ବ୍ୟକ୍ତି ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ମୁଖ୍ୟ ମୁକେଶ ଅମ୍ବାନୀ, ଇଣ୍ଡିଆନ ଅଏଲ...

Leave a comment

Your email address will not be published. Required fields are marked *