ଭଙ୍ଗା ହେଲା ସ୍ମିତାରାଣୀ ବ୍ୟବହାର କରୁଥିବା ଲକର୍‌: କାଗଜପତ୍ର ଯାଞ୍ଚ କରୁଛନ୍ତି ଅଧିକାରୀ

ଧର୍ମଶାଳା, ୧୬।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି କ୍ରମରେ ଶନିବାର ବ୍ଲକ ପରିସରରେ ସେ ବ୍ୟବହାର କରୁଥିବା ଲକର୍‌କୁ ଭଙ୍ଗାଯାଇଛି। ମାଜିଷ୍ଟ୍ରେଟ୍‌ ତଥା ତହସିଲଦାର ସରୋଜ କୁମାର ପଣ୍ଡା, ଥାନାଧିକାରୀ ସରୋଜ କୁମାର ସାହୁ, ବିଡିଓ ହେମନ୍ତ କୁମାର ସ୍ବାଇଁଙ୍କ ଉପସ୍ଥିତିରେ ଆଲମିରାକୁ ଭଙ୍ଗାଯାଇ କାଗଜପତ୍ର ଯାଞ୍ଚ କରାଯାଇଛି। ଏଥିସହ ପାସ୍‌ବୁକ୍‌କୁ ନୂତନ ଭାବେ ଯୋଗଦେଇଥିବା ପିଇଓ ନିରଞ୍ଜନ ରଥଙ୍କୁ ହସ୍ତାନ୍ତର କରାଯାଇଛି। ସେହିଭଳି ତାଙ୍କ ସରକାରୀ କ୍ୱାର୍ଟର୍ସକୁ ଅଧିକାରୀମାନେ ଯାଇ କାଗଜପତ୍ର ଯାଞ୍ଚ କରୁଥିବା ସୂଚନା ମିଳିଛି।

ପ୍ରକାଶଯୋଗ୍ୟ, ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁକୁ ନେଇ ବିଧାନସଭାରେ ତୁମ୍ବୀତୋଫାନ ଚାଲିଛି। ଉଭୟ ଭାଜପା ଏବଂ କଂଗ୍ରେସ ଏହାର ସିବିଆଇ ତଦନ୍ତ ଦାବି କରୁଛନ୍ତି। ସେ ଜଣେ ସରକାରୀ କର୍ମଚାରୀ ହୋଇଥିବା ସତ୍ତ୍ୱେ ସରକାର ଘଟଣାକୁ ନେଇ କାହିଁକି ଚୁପ୍‌ ବୋଲି ବିରୋଧୀ ସରକାରଙ୍କୁ ପ୍ରଶ୍ନ କରୁଛନ୍ତି।


All Right Reserved By Dharitri.Com

ରାଜଧାନୀରେ ଅସହାୟ ରୋଗୀଙ୍କ ହୀନସ୍ତା: ପରିସ୍ରାନଳୀ ଧରି ୩ ବର୍ଷ ହସ୍ପିଟାଲ ବାହାରେ ବ୍ରଜବନ୍ଧୁ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ‘ମୋ ସରକାର’ରେ ସାମିଲ ହୋଇଛି ସ୍ବାସ୍ଥ୍ୟ ବିଭାଗ। ଚିକିତ୍ସା କ୍ଷେତ୍ରରେ ଅବହେଳା ଅଭିଯୋଗ ଆସିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ସରକାର। ହେଲେ ଅସହାୟ ଓ...

ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ଇ-ଅଭିଯୋଗ ଦରଖାସ୍ତ: ୭ ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଅନିବାର୍ଯ୍ୟ

ଛତ୍ରପୁର,୫ା୧(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଇ-ଅଭିଯୋଗ ଦରଖାସ୍ତଗୁଡିକ ତଦାରଖ ପାଇଁ ଗଞ୍ଜାମ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଆସିଥାଏ। ସମ୍ପୃକ୍ତ ବିଭାଗଗୁଡିକ ଉକ୍ତ ଅଭିଯୋଗର ଉପଯୁକ୍ତ ତଦନ୍ତ କରି...

ଆଇଆର୍‌ଡିଏ ଅଧିକାରୀ ପରିଚୟ; ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ, ବଢୁଛି ସାଇବର କ୍ରାଇମ୍‌

ଗୋପାଳପୁର,୭ା୧୧-ଆଇଆର୍‌ଡିଏ (ଇନ୍‌ସ୍ୟୁରାନ୍ସ ରେଗୁଲେଟାରି ଆଣ୍ଡ ଡେଭଲପ୍‌ମେଣ୍ଟ ଅଥରିଟି)ର ଅଧିକାରୀ ପରିଚୟ ଦେଇ ଅନ୍‌ଲାଇନ୍‌ରେ ଗଞ୍ଜାମ ଜିଲା ଗୋପାଳପୁର ଥାନା ଡୁରା ଗ୍ରାମର ଜଣେ ବ୍ୟକ୍ତିଙ୍କଠାରୁ ୧୭...

କଏଦୀଙ୍କୁ ବଣ୍ଟାଯିବ ସାନିଟାଇଜର, ମାସ୍କ

ଭୁବନେଶ୍ୱର,୧୭।୩ (ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ କଏଦୀମାନଙ୍କୁ ଭିଡିଓ କନ୍‌ଫରେନ୍ସରେ ହାଜର କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ମୁଖ୍ୟ...

ସମୁଦ୍ରକୁ ମାଛ ଧରିବାକୁ ଯାଇ ଧୀବର ମୃତ

ପଦ୍ମପୁର, ୧୭ା୧୧(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅଢୁଆଁ ଗ୍ରାମର ଜଣେ ବ୍ୟକ୍ତି ସମୁଦ୍ରକୁ ମାଛ ଧରିବାକୁ ଯାଇ ଅସୁସ୍ଥ ହୋଇ ପରେ ମୃତ୍ୟୁମୁଖରେ...

ଜାଗରରେ ଅଘଟଣ: ଦୀପରୁ ନିଆଁ ଲାଗି ମହିଳା ଆହତ

ଆନନ୍ଦପୁର,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ଦେଓଗାଁର କୁଶଳେଶ୍ୱର ମହାଦେବଙ୍କ ମନ୍ଦିରରେ ଶୁକ୍ରବାର ଜାଗରରେ ଅଘଟଣ ଘଟିଛି । ଆନନ୍ଦପୁରର ଏହି ପ୍ରାଚୀନ ଶୈବପୀଠରେ...

ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ବରଗଡ଼ ଅଫିସ, ୧୬।୧୧: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ସକାଳୁ ବରଗଡ଼ ଉଠା ଜଳସେଚନ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ...

ହାତ ଧୋଇଲା ପରେ ଗାଁକୁ ପ୍ରବେଶ ଅନୁମତି

ବଲାଙ୍ଗୀର ଅଫିସ/ଟିକ୍ରାପଡା, ୨୭ା୩ (ଡି.ଏନ୍‌.ଏ.): କରୋନା ମହାମାରୀକୁ ନେଇ ଗାଁ  ଗାଁରେ ଏବେ ଆତଙ୍କ ସ୍ଥିତି । କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କୌଣସି...

Leave a comment

Your email address will not be published. Required fields are marked *