ରାଜଧାନୀରେ ହୁ ହୁ ହୋଇ ମାଡ଼ୁଛି କରୋନା: ଆଜି ୧୪ଶହ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ୧୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୯୩ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୩୩ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪୬୯କୁ ବୃଦ୍ଧି ପାଇଛି। ସେଥିରୁ ୮୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୫୧ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି ୧୧ଜଣଙ୍କ ମୃତ୍ୟୁ ଘଟିଥିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri