Posted inଖେଳ

ଜାପାନ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ: ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୧୭।୧୧ (ସ୍ପୋଟର୍‌ସ ବ୍ୟୁରୋ)- ଟୋକିଓରେ ଚାଲିଥିବା ଜାପାନ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ଫାଇନାଲରେ ଓଡ଼ିଶାର ପ୍ରମୋଦ ଭଗତ ପ୍ରବେଶ କରିଛନ୍ତି। ସେମିଫାଇନାଲ ମ୍ୟାଚ୍‌ରେ ପ୍ରମୋଦ ୨୧-୭, ୨୧-୧୭ ସିଧାସଳଖ ଗେମ୍‌ରେ ଇଣ୍ଡୋନେସିଆର ମମନ ନୁର୍‌ଜାମନଙ୍କୁ ପରାସ୍ତ କରିଛନ୍ତି। ରବିବାର ଅନୁଷ୍ଠିତ ହେବାକୁ ଥିବା ଫାଇନାଲରେ ପ୍ରମୋଦଙ୍କ ମୁକାବିଲା ଇଂଲଣ୍ଡର ଡାନିଏଲ୍‌ ବେଥେଲଙ୍କ ସହ ହେବ। ଏଥିପୂର୍ବରୁ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍‌କୁ ମଧ୍ୟ ପ୍ରମୋଦ ଏକପାଖିଆ ଭାବେ ଜିତିନେଇଥିଲେ। ଏଥିରେ ସେ ୨୧-୧୭, ୨୧-୧୭ ଗେମ୍‌ରେ ସାଥୀ ଭାରତୀୟ ଖେଳାଳି ବିକ୍ରମ କୁମାରଙ୍କୁ ହରାଇ ଅନ୍ତିମ-୪ରେ ପ୍ରବେଶ କରିଥିଲେ।


All Right Reserved By Dharitri.Com

Posted inଖେଳ View All

ଭାରତରେ ଆୟୋଜନ ହେବ ୨୦୨୩ ହକି ବିଶ୍ୱକପ୍‌

ଲାଓସେନ,୯।୧୧(ପି.ଟି.)- କ୍ରମାଗତ ଦ୍ୱିତୀୟଥର ପାଇଁ ଭାରତ ହକି ବିଶ୍ୱକପ୍‌ ଆୟୋଜନ କରିବା ନିଶ୍ଚିତ ହୋଇଛି। ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ବିଶ୍ୱକପ୍‌ର ଆଗାମୀ ୨୦୨୩ ସଂସ୍କରଣକୁ...

ଜାତୀୟ ସିନିୟର ୫-ଏ-ସାଇଡ୍‌ ହକି: ହରିୟାଣା, କର୍ନାଟକ ଚାମ୍ପିୟନ

କାନ୍‌ପୁର, ୨୮।୯- ସ୍ଥାନୀୟ ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଶୁକ୍ରବାର ଶେଷ ହୋଇଥିବା ୫-ଏ-ସାଇଡ୍‌ ହକି ଟୁର୍ନାମେଣ୍ଟର ମହିଳା ବିଭାଗରେ ହରିୟାଣା ଓ ପୁରୁଷରେ କର୍ନାଟକ ଚାମ୍ପିୟନ...

ଚତୁଃରାଷ୍ଟ୍ରୀୟ ମହିଳା ହକି: ସ୍କଟ୍‌ଲାଣ୍ଡକୁ ହରାଇଲା ଭାରତ

ଡବ୍‌ଲିନ୍‌, ୩ା୬ (ପି.ଟି.)-ଏଠାରେ ଚାଲିଥିବା ୨୧ବର୍ଷରୁ କମ୍‌ କ୍ୟାଣ୍ଟର ଫିଜରଲାଡ୍‌ ଚତୁଃରାଷ୍ଟ୍ରୀୟ ମହିଳା ହକି ପ୍ରତିଯୋଗିତାରେ ଭାରତୀୟ ମହିଳା ହକି ଦଳ ସୋମବାର ମ୍ୟାଚ୍‌ରେ ସ୍କଟଲାଣ୍ଡକୁ...

ହିଜାବ ପରିହିତା ଫୁଟ୍‌ବଲରଙ୍କୁ ସାହାଯ୍ୟ କଲେ ପ୍ରତିପକ୍ଷ ଖେଳାଳି

ପ୍ୟାରିସ,୨୦।୧୦- ନିକଟରେ ଏକ ମହିଳା ଫୁଟବଲ ମ୍ୟାଚ୍‌ରେ ଘଟିଥିବା ଘଟଣା ସୋସିଆଲ ମିଡିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଧୁ ପାଲଟିଛି। ଜୋର୍ଡାନର ଶାବାବ ଅଲ ଓର୍ଡନ କ୍ଲବ...

ଦ୍ରୁତତମ ଓପନର ରୋହିତ

ରାଜକୋଟ,୧୭।୧- ଭାରତୀୟ ଓପନର ରୋହିତ ଶର୍ମା ଶୁକ୍ରବାର ଦ୍ରୁତତମ ଓପନର ଭାବେ ୭ ହଜାର ରନ୍‌ ପୂରଣ କରିଛନ୍ତି। ହାସିମ ଆମଲା, ସଚିନ ତେନ୍ଦୁଲକରଙ୍କ ଭଳି...

ସୋହିନୀଙ୍କୁ ଟାଇଟଲ

ଭୁବନେଶ୍ୱର, ୨୪।୫(କ୍ରୀଡ଼ା ପ୍ରତିନିଧି): ମୁମ୍ବାଇଠାରେ ଶୁକ୍ରବାର ଏମଏସଏଲଟିଏ(ମହାରାଷ୍ଟ୍ର ରାଜ୍ୟ ଲନ୍‌ ଟେନିସ ଆସୋସିଏଶନ)-ୟୋନେକ୍ସ ସନ୍‌ରାଇଜ୍‌ ସୁପର ସିରିଜ ଟେନିସ ଟୁର୍ନାମେଣ୍ଟ ଶେଷ ହୋଇଛି। ଏହାର ୧୨...

ବିରାଟ କୋହଲି ସମେତ ୨୦ ଖେଳାଳିଙ୍କୁ ଭାଇ କଲେ ଏହି ଯୁବତୀ

ବେଙ୍ଗାଲୁରୁ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ର ୧୩ତମ ସଂସ୍କରଣ ଆରମ୍ଭ ହେବା ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଦଳ ପ୍ରଥମଥର ପାଇଁ ଜଣେ ଯୁବତୀଙ୍କୁ ସର୍ପୋଟିଂ...

ସିରିଜ୍‌ ଜିତିବା ପାଇଁ ଭାରତକୁ ଦରକାର ୩୧୬ ରନ୍‌

ଭୁବନେଶ୍ୱର,୨୨।୧୨- କଟକସ୍ଥ ଐତିହାସିକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ଆଗରେ ଓ୍ବେଷ୍ଟଇଣ୍ଡିଜ ୩୧୬ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ପୂର୍ବରୁ...

Leave a comment

Your email address will not be published. Required fields are marked *