ବଲାଙ୍ଗୀର ରେଳ ଷ୍ଟେଶନରେ ପହଞ୍ଚିଲେ ୧୨୬୩ ପ୍ରବାସୀ

ବଲାଙ୍ଗୀର ଅଫିସ,୨୮ା୬-ସ୍ବତନ୍ତ୍ର ଟ୍ରେନ ଯୋଗେ ତିରୁପତିରୁ ବଲାଙ୍ଗୀର ରେଳ ଷ୍ଟେସନରେ ରବିବାର ୧୨୬୩ ପ୍ରବାସୀ ଶ୍ରମିକ ପହଞ୍ଚିଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ସେଠାରେ ପୂର୍ବରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା।
ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁଯାୟୀ, ବଲାଙ୍ଗୀର ଜିଲାର ୫୭୧ ଜଣ ଶ୍ରମିକ, ବରଗଡ ଜିଲାର ୨୨, କଲାହାଣ୍ଡି ଜିଲାର ୧୫୦, ନବରଙ୍ଗପୁର ଜିଲାର ଜଣେ, ନୂଆଁପଡା ଜିଲାର ୫୧୭ ଓ ସମ୍ବଲପୁର ଜିଲାର ୨ ଜଣ ଶ୍ରମିକ ଓହ୍ଲାଇଛନ୍ତି। ବଲାଙ୍ଗୀର ରେଳଷ୍ଟେଶନରୁ ଉକ୍ତ ଶ୍ରମିକମାନଙ୍କୁ ବସ୍‌ ଯୋଗେ ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ଅଭିମୁଖେ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୈତ୍ର ଯାତ୍ରାକୁ ନେଇ ଝଲସୁଛି ତାରାତାରିଣୀ ମନ୍ଦିର: ଫଟୋ ଶେୟାର କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୦ା୩(ଡିଏନଏ)-ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଯାଇଛି। ଏଥିପାଇଁ ସୋମବାର ରାତିରୁ ମନ୍ଦିରକୁ ଆଲୋକ ମାଳାରେ ସଜେଇ ଦିଆଯାଇଥିଲା। ଏହି ଭକ୍ତିମୟ ପରିବେଶର...

କଷ୍ଟମ ବିଭାଗ ଅଧିକାରୀଙ୍କ ନାମରେ ଅଭିଯୋଗ

ଭୁବନେଶ୍ୱର, ୧୮ା୪ (ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଜଣେ କଷ୍ଟମ ଅଧିକାରୀ ସୁନା ଯାଞ୍ଚବେଳେ ଧମକ ଦେଇ ୫ ହଜାର ଟଙ୍କା ନେଇଥିବା ଅଭିଯୋଗ...

୫-ଟି ସଚିବ ପାଣ୍ଡିଆନଙ୍କ କେନ୍ଦ୍ରାପଡ଼ା ଜିଲା ଗସ୍ତ: ମାର୍ଚ୍ଚ ୨୦ ସୁଦ୍ଧା ଶାମଗୁଡ଼ିଆ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ ଶେଷ କରିବାକୁ ନିର୍ଦ୍ଦେଶ

କେନ୍ଦ୍ରାପଡା ଅଫିସ, ୧୫ା୧୦: ୨୦୨୦ ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ସହର ନିକଟ ଶାମଗୁଡିଆଠାରେ ନିର୍ମାଣାଧୀନ ଶିଶୁ ଓ ମାତୃମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ରର ତଳ ମହଲା ନିର୍ମାଣ...

ଦୁର୍ଦ୍ଦିନରେ ଗଞ୍ଜାମର କିଆ ଫୁଲ ଚାଷୀ: ଗଛରେ ନଷ୍ଟ ହେଉଛି ଫୁଲ, ଜିଲାପାଳ ଦୃଷ୍ଟି ଦେବାକୁ ଦାବି

ଛତ୍ରପୁର, ୧୨।୪(ଡି.ଏନ୍‌.ଏ.)- ବିଶ୍ୱ ବିଖ୍ୟାତ ଗଞ୍ଜାମ ଜ଼ିଲାର କିଆ ଶିଳ୍ପ କରୋନା ପରିପ୍ରେକ୍ଷୀରେ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଚାଷୀମାନେ ଗଛରୁ କିଆ ଫୁଲ ତୋଳିପାରୁନାହାନ୍ତି। ଫଳରେ...

ସ୍ବାଧୀନତା ଦିବସ ପାଇଁ ରେଳ ଷ୍ଟେଶନରେ ବଢ଼ିଲା ସୁରକ୍ଷା: ଯାତ୍ରୀଙ୍କ ଲଗେଜ୍‌, ଟ୍ରେନ୍‌ ବଗି ଯାଞ୍ଚ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଇଁ ମଙ୍ଗଳବାର ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ରେଳ ସୁରକ୍ଷା ବଳ ଓ ସ୍ପେଶାଲ...

ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଶୀର୍ବାଦ

କଟକ ଅଫିସ,୧୫ା୧୦: ଅର୍ଥତତ୍ତ୍ବ(ଏଟି) ଚିଟ୍‌ଫଣ୍ଡ ମାମଲାରେ ସିବିଆଇ ଦ୍ୱାରା ଗିରଫ ହୋଇଥିବା ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଜାମିନ ପାଇଁ ସୋମବାର...

ଭାଇ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ମୃତଦେହ ଧରି ଥାନାରେ ଆତ୍ମସମର୍ପଣ

ଜଗନ୍ନାଥ ପ୍ରସାଦ,୨୧।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳ ପଟାଧର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି...

ବିଜୟାନନ୍ଦ ସମବାୟ ଚିନିକଳ :ତୃତୀୟ ଟେଣ୍ଡରକୁ ଅପେକ୍ଷା

  ବଲାଙ୍ଗୀର ଅଫିସ, ୧୭ା୩ ବଲାଙ୍ଗୀର ଜିଲାର ଏକମାତ୍ର କୃଷିଭିତ୍ତିିକ ଶିଳ୍ପ ଦେଓଗଁା ବ୍ଲକ ସାଗରପାଲିସ୍ଥିତ ବିଜୟାନନ୍ଦ ଚିନିକଳ ଦୀର୍ଘ ୬ ବର୍ଷ ହେଲା ବନ୍ଦ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *