ବୋଲିଭିଆରେ ରାଜନୈତିକ ସଙ୍କଟ: ନିର୍ବାଚନରେ ଅନିୟମିତତା ଅଭିଯୋଗ; ବିକ୍ଷୋଭରେ ୨୩ ମୃତ ୭ଶହରୁ ଅଧିକ ଆହତ

ସାଣ୍ଟିଆଗୋ,୧୭।୧୧: ବୋଲିଭିଆରେ ହୋଇଥିବା ନିର୍ବାଚନରେ ଅନିୟମିତତା ଅଭିଯୋଗ ଅଣାଯାଇଛି। ଏହାକୁ ନେଇ ବିକ୍ଷୋଭ ଜାରି ରହିଛି। ଏଥିରେ ୨୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭ଶହରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏହାକୁ ନେଇ ଆମେରିକା ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ବିକ୍ଷୋଭକାରୀଙ୍କ ମୃତ୍ୟୁ ପୋଲିସ ଗୁଳିରେ ହୋଇଥିବା କୁହାଯାଉଛି।


All Right Reserved By Dharitri.Com

ଅମୀର ଶେଖଙ୍କ ପାଇଁ କାର ଚଳାଇ ଟ୍ରୋଲ ହେଲେ ଇମ୍ରାନ: ଲୋକେ କହିଲେ, ସବୁଠାରୁ ଦାମୀ ଡ୍ରାଇଭର

ଇସ୍‌ଲାମାବାଦ,୨୪।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ପୁଣି ଥରେ ସୋସିଆଲ ମିଡିଆରେ ସମାଲୋଚନାର ଶୀକାର ହୋଇଛନ୍ତି। ଇମ୍ରାନ ଖାଁ କତରର ଅମୀର ଶେଖ ତମିମ ବିନ...

ଭାରତ-ଆମେରିକା ମିଳିତ ସମରାଭ୍ୟାସ ‘ବଜ୍ର ପ୍ରହାର’: ଚିନ୍ତାରେ ପାକିସ୍ତାନ

ଓ୍ବାଶିଂଟନ,୧୩।୧୦: ଭାରତ-ଆମେରିକା ମିଳିତ ସମରାଭ୍ୟାସ ‘ବଜ୍ର ପ୍ରହାର’ ରବିବାରଠାରୁ ଆରମ୍ଭ ହେଉଛି। ଆମେରିକା ସିଟଲେର ଲୁଇସ୍‌ ମ୍ୟାକ୍‌କର୍ଡ ମିଲିଟାରୀ ବେସ୍‌ଠାରେ ଏହା ଅକ୍ଟୋବର ୨୮ ପର୍ଯ୍ୟନ୍ତ...

ଏଲଓସି ଆକ୍ସନ ପରେ ପାକିସ୍ତାନ ଛାନିଆ: ଇମ୍ରାନ ଡକାଇଲେ ବୈଠକ

ଇସଲମାବାଦ୍‌, ୪।୮: ନିୟନ୍ତ୍ରଣ ରେଖା (ଏଲଓସି)ରେ ପାକିସ୍ତାନ ବର୍ଡର ଆକ୍ସନ ଟିମ (ବିଏଟି)ର ଏକ ଅନୁପ୍ରବେଶ ଯୋଜନାକୁ ଭାରତୀୟ ସେନା ପଣ୍ଡ କରିଛି। ସେନା କହିବା...

କୁଇନ୍ସ ୟୁନିଭର୍ସିଟି ଚାନ୍‌ସେଲର ହେଲେ ହିଲାରୀ

ଓ୍ବାଶିଂଶନ/ଲଣ୍ଡନ,୩ା୧(ପି.ଟି.):ଆମେରିକାର ପୂର୍ବତନ ପରରାଷ୍ଟ୍ର ସଚିବ ହିଲାରୀ ରୋଡ୍‌ହାମ୍‌ କ୍ଲିଣ୍ଟନଙ୍କୁ ବ୍ରିଟେନର କୁଇନ୍ସ ୟୁନିଭର୍ସିଟିର ପ୍ରଥମ ମହିଳା ଚାନ୍‌ସେଲର ଭାବେ ନିଯୁକ୍ତି ମିଳିଛି। ୨୦୧୮ରେ ଉକ୍ତ ବିଶ୍ୱବିଦ୍ୟାଳୟରୁ...

ନୂଆ ସରକାରଙ୍କୁ ପରାମର୍ଶ ଦେଲେ ଋଷି କପୁର

ନ୍ୟୁୟର୍କ,୨୯।୫: ଲୋକ ସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ନେଇ ବଲିଉଡ୍‌ ଅଭିନେତା ଋଷି କପୁର ନିଜର ମତ ରଖିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି...

ଝିଅମାନେ ପିଲାଦିନେ ସକ୍ରିୟ ରହିଲେ ଯୁବାବସ୍ଥାରେ ଫୁସଫୁସ ସୁସ୍ଥ ରହେ

ମାଦ୍ରିଦ: ପିଲାବେଳେ ଝିଅମାନେ ସକ୍ରିୟ ରହିଲେ ଯୁବାବସ୍ଥାରେ ପୁଅମାନଙ୍କ ତୁଳନାରେ ସେମାନଙ୍କ ଫୁସଫୁସ ସୁସ୍ଥ ରହେ ବୋଲି ଏକ ଗବେଷଣାରୁ ଜଣାପଡିଛି । ଏ ସମ୍ବନ୍ଧିତ...

ପୋମ୍ପିଓଙ୍କୁ ଭେଟିଲେ ଜୟଶଙ୍କର: କଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷ ଆବଶ୍ୟକତା ନାହିଁ

ବ୍ୟାଙ୍କ୍‌କ, ୨।୮: ଭାରତର ବୈଦେଶିକ ମନ୍ତ୍ରୀ ଏ.ସ. ଜୟଶଙ୍କର ଆମେରିକା ବୈଦେଶିକ ମନ୍ତ୍ରୀ ମାଇକ୍‌ ପୋମ୍ପିଓଙ୍କୁ ଭେଟିଛନ୍ତି। ଶୁକ୍ରବାର ସକାଳୁ ବ୍ୟାଙ୍କ୍‌କରେ ଉଭୟ ରାଷ୍ଟ୍ର ପ୍ରତିନିଧି...

ଇଣ୍ଡୋନେସିଆ ବସ୍‌ ଦୁର୍ଘଟଣା: ୨୪ ମୃତ

ଜାକର୍ତ୍ତା,୨୪।୧୨: ଇଣ୍ଡୋନେସିଆର ଦକ୍ଷିଣ ସୁମାତ୍ରା ଅଞ୍ଚଳରେ ସୋମବାର ରାତିରେ ଏକ ବସ୍‌ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଅତିକମ୍‌ରେ ୨୪ ଜଣଙ୍କ ମୃତ୍ୟୁ ହେବା ସହ...

Leave a comment

Your email address will not be published. Required fields are marked *