ଧାନ କିଣାବିକାକୁ ନେଇ ଜିଲାପାଳ ଅଫିସ ସମ୍ମୁଖରେ ପ୍ରତିବାଦ: ଚାଷୀ, ପୋଲିସ ମୁଁହାମୁହିଁ 

ସମ୍ବଲପୁର,୧୮।୧୧(ବ୍ୟୁରୋ): ଧାନ ସଂଗ୍ରହ ତୃତୀୟ ଦିନରେ ସମ୍ବଲପୁର ଜିଲାରେ ଅଚଳ ବ୍ୟବସ୍ଥା ଜାରି ରହିଛି। ରାଜ୍ୟ ସରକାରଙ୍କ ଟୋକନ୍‌ ବ୍ୟବସ୍ଥା ଓ ଧାନକିଣା ନୀତିକୁ ନେଇ ଚାଷୀମାନେ ବିରୋଧ କରିଛନ୍ତି। ଏହି ନିୟମକୁ ପରିବର୍ତ୍ତନ କରିବା ପାଇଁ ସୋମବାର ଅପରାହ୍ନ ପର୍ଯ୍ୟନ୍ତ ଚାଷୀମାନେ ସମୟ ଦେଇଥିଲେ। ଏଥିରେ ବ୍ୟତିକ୍ରମ ହେବାରୁ ସେମାନେ ଜିଲାପାଳ ଅଫିସ ସମ୍ମୁଖରେ ଧାନ ଗାଡ଼ି ରଖି ପ୍ରତିବାଦ କରିଛନ୍ତି। ଜିଲାପାଳ ଅଫିସ ସମ୍ମୁଖକୁ ଧାନଗାଡ଼ି ପ୍ରବେଶ କରୁଥିବା ସମୟରେ ଚାଷୀ ଓ ପୋଲିସ ମଧ୍ୟରେ ମୁଁହାମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ପ୍ରଶାସନ ପକ୍ଷରୁ ଉପଜିିଲାପାଳ ଅନିରୁଦ୍ଧ ପ୍ରଧାନ ଚାଷୀଙ୍କ ସହ ଆଲୋଚନା କରି ଅଧଘଣ୍ଟା ସମୟ ମାଗିଛନ୍ତି। ଯଦି ଏହାର ସମାଧାନ ନ ହୁଏ ତେବେ ଚାଷୀମାନେ ଜିଲାପାଳଙ୍କ ଅଫିସକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାରେ ଧାନଗାଡ଼ି ରଖି ବନ୍ଦ କରିବାକୁ ଚେତାବନୀ ଦେଇଛନ୍ତି।


All Right Reserved By Dharitri.Com

ପିଇଲା ପାଏନ୍‌ ଲାଗି ଜହଗଁଜ୍‌ ଛାତ୍ରୀଛାତ୍ର

ବିନିକା,୧୩।୨(ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ପଁଚେତ୍‌ ପିତାଇପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଲୟରେ ପିଇଲା ପାଏନ୍‌ ସମସିଆ ଲାଗିରହିଛେ। ଇ ଘଟନାକେ ନେଇ...

ଅଟୋ-ବାଇକ ମୁହାଁମୁହିଁ ଧକ୍କା : ବାଇକ୍‌ଚାଳକ ଗୁରୁତର

ପାଟଣା,୧୭ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥ ପାଟଣା – କରଞ୍ଜିଆ ରାସ୍ତାର ସରସ୍ବତୀପଡ଼ା ଛକ ନିକଟରେ ଏକ ଅଟୋ...

କୟଳପଡ଼ାରେ ହାତୀ, ଲୋକେ ଭୟଭୀତ

ଚୌଦ୍ୱାର,୧୨ା୧(ଡି.ଏନ୍‌.ଏ.): ଦୀର୍ଘଦିନ ଧରି ଚୌଦ୍ୱାର ଓ ଏହାର ଆଖପାଖ ଅଞ୍ଚଳରେ ପ୍ରାୟ ୨୨ଟି ହାତୀ ଉପଦ୍ରବ ଚଳାଇଥିଲେ। କିଛିଦିନର ନୀରବତା ପରେ ପୁଣି ଶୁକ୍ରବାର ବିଳମ୍ବିତ...

ବେଆଇନ ଗଛକଟାକୁ ଗ୍ରାମବାସୀଙ୍କ ବିରୋଧ: ଜଙ୍ଗଲ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ

କାମାକ୍ଷାନଗର, ୯ା୧୧(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ବୀରାଶାଳ ଫରେଷ୍ଟ ସେକ୍ସନ ଅଧୀନ ହରିଡ଼ାପଦାରେ ବେଆଇନ ଗଛକଟାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର...

ଦ୍ୱନ୍ଦ୍ୱରେ ଚାଷୀ

ଧାନ ଉତ୍ପାଦନରେ ବଳକା ଜିଲା ସୁବର୍ଣ୍ଣପୁର। ଆଧୁନିକ ଉପାୟରେ ଚାଷ କରି ସ୍ଥାନୀୟ କୁଶଳୀ ଚାଷୀ ଅଧିକ ଉତ୍ପାଦନ କରୁଛନ୍ତି। ବାହାର ଜିଲା ଓ ରାଜ୍ୟକୁ...

ପାରାଦୀପ ନଗର କଂଗ୍ରେସର ସମୀକ୍ଷା ବୈଠକ

ପାରାଦୀପ,୯ା୧୨(ସ୍ବ.ପ୍ର.): ସ୍ଥାନୀୟ ବିଜୟଚନ୍ଦ୍ରପୁରଠାରେ ଥିବା କଂଗ୍ରେସ କାର୍ଯ୍ୟାଳୟ ପରିସରେ ରବିବାର ସନ୍ଧ୍ୟାରେ ପାରାଦୀପ ନଗର କଂଗ୍ରେସ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ...

କାଳିଆ-କିଷାନ ମିଶ୍ରଣ ପ୍ରସଙ୍ଗରେ ନିରଞ୍ଜନଙ୍କ କଟାକ୍ଷ: ଅର୍ଥାଭାବରୁ ଭାଜପାର ଶରଣ ପଶିଛନ୍ତି

ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜ୍ୟ ସରକାର ପିଏମ୍‌ କିଷାନ ନିଧି ଯୋଜନାରେ କାଳିଆ ଯୋଜନାକୁ ସାମିଲ କରିବାକୁ ଯାଉଛନ୍ତି। ଏହାକୁ ନେଇ ଉଭୟ ଭାଜପା ଓ କଂଗ୍ରେସ ପକ୍ଷରୁ...

ଶିଶୁର ବିକାଶରେ ହିଁ ଦେଶର ବିକାଶ ସମ୍ଭବ

ଫୁଲବାଣୀ ଅଫିସ, ୧୩ା୫-କନ୍ଧମାଳ ଜିଲା ବନ୍ଧଗଡଠାରେ ଶିଶୁ ସୁରକ୍ଷା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ଅଶୋକ କୁମାର...

Leave a comment

Your email address will not be published. Required fields are marked *