Posted inଫୁରସତ

୧୨୭ ଘଣ୍ଟା ନାଚି ବିଶ୍ୱ ରେକର୍ଡ

ପୁଣେ: ନିକଟରେ ଜଣେ ୧୬ ବର୍ଷୀୟା ଯୁବତୀ ୧୨୭ ଘଣ୍ଟା ନାଚି ବିଶ୍ୱ ରେକର୍ଡ କରିଛନ୍ତି। ସେ ୫ ଦିନ ତାଙ୍କ କଲେଜ ଅଡିଟୋରିୟମ୍‌ରେ ନାଚି ଏହି ସଫଳତା ହାସଲ କରିଛନ୍ତି। ପଶ୍ଚିମ ମହାରାଷ୍ଟ୍ର ଲତୁର ଜିଲାର ୧୬ ବର୍ଷୀୟା ସୃଷ୍ଟି ସୁଧୀର ଜଗତାପ ଜଣିକିଆ ଡ୍ୟାନ୍ସ ମାରାଥନରେ ନାଚିଛନ୍ତି। ଗିନିଜ୍‌ ୱାଲର୍‌ଡ ରେକର୍ଡ ମୁତାବକ, ସୃଷ୍ଟି ମେ’ ୨୯ରୁ ନାଚିବା ଆରମ୍ଭ କରି ଜୁନ୍‌ ୩ରେ ଶେଷ କରିଥିଲେ। ସେ ଭାରତୀୟ ସଂସ୍କୃତିକୁ ଅଧିକ ଆଦୃତ କରିବାକୁ କଥକ ନୃତ୍ୟ ପରିବେଷଣ କରୁଥିଲେ। ଭାରତୀୟ ନୃତ୍ୟ କରିବା ତାଙ୍କ ସ୍ବପ୍ନ ଥିବା ସେ ଗିନିଜ୍‌ ୱାଲର୍‌ଡ ରେକର୍ଡକୁ କହିଛନ୍ତି। ସେ କିଛି ମାସ ହେବ ଏଥିପାଇଁ ଅଧିକ ପରିଶ୍ରମ କରୁଥିଲେ। ସେ ପ୍ରତିଦିନ ୪ ଘଣ୍ଟା ଧ୍ୟାନ, ୬ ଘଣ୍ଟା ନାଚ ଅଭ୍ୟାସ କରିବା ସହ ୩ ଘଣ୍ଟା ଅନ୍ୟ ବ୍ୟାୟାମ କରୁଥିଲେ। ସେ ରାତି ୧୦ଟାରେ ଶୋଇ ରାତି ୩ଟାରୁ ଉଠୁଥିଲେ। ସେ ଏହି ମାରାଥନରେ ପ୍ରତି ଘଣ୍ଟାରେ ତାଙ୍କୁ ୫ ମିନିଟ୍‌ର ବ୍ରେକ୍‌ ମିଳୁଥିଲା। ଏହା ପୂର୍ବରୁ ନେପାଳର ବନ୍ଦନା ନେପାଲ ୧୨୬ ଘଣ୍ଟା ନାଚି ୨୦୧୮ରେ ଏହି ରେକର୍ଡ ତାଙ୍କ ନାମରେ କରିଥିଲେ। ସୃଷ୍ଟି ତାଙ୍କ ରେକର୍ଡକୁ ଭାଙ୍ଗି ନୂଆ ରେକର୍ଡ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri