ଘରେ ପଶି ଟଙ୍କା ଚୋରି: ଧରାପଡିଲେ ନାବାଳକ

ଯୋଡ଼ା, ୧୮।୧୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କୁଟୁଗାଁ ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଟଙ୍କା ଚୋରି କରିଥିବା ଅଭିଯୋଗରେ ଜଣେ ନାବାଳକ ପୋଲିସ ହାତରେ ଧରାପଡିଛନ୍ତି।
ସୂଚନାନୁଯାୟୀ, ଗତ ୧୬ ତାରିଖ ଶନିବାର ଅପରାହ୍ନରେ ଉକ୍ତ ଗ୍ରାମର ଗୌତମ ବେହେରାଙ୍କ ଘରେ କେହି ନ ଥିବା ବେଳେ ନାବାଳକ ଜଣକ ତାଲା ଭାଙ୍ଗି ଘରେ ପଶି ୮ ହଜାର ଟଙ୍କା ଚୋରିକରି ନେଇଥିଲେ । ଏ ନେଇ ବାମେବାରୀ ଥାନାରେ ଅଭିଯୋଗ ହେବା ପରେ ସୋମବାର ନାବାଳକଙ୍କୁ ଧରିଥିବା ପୋଲିସ ସୂଚନା ଦେଇଛି ।


All Right Reserved By Dharitri.Com

ବାହ୍ୟଜଗତରୁ ବିଚ୍ଛିନ୍ନ କଳମଗଢ଼ିଆପାହି ଗାଁ

ବାହାନଗା, ୭ା୧୦(ଅରୂପ କୁମାର ଦାସ)-ସମୁଦ୍ର ଉପକୂଳ ଅଞ୍ଚଳରେ କିଭଳି ଦୁର୍ଗମ, ଅବହେଳିତ ଗାଁ ଗଣ୍ଡା ରହିଛି ତାହାର ଏକ ନଜିର କଳମଗଢିଆପାହି ଗାଁ। ବାଲେଶ୍ୱର ଜିଲା...

ନକଲି ବନ୍ଧୁକ ଜବତ,୩ ଅଭିଯୁକ୍ତ ଗିରଫ

ବାଙ୍ଗିରିପୋଷି,୨୧ା୧୦(ଡି.ଏନ୍‌.ଏ.): ବାଙ୍ଗିରିପୋଷି ଥାନା ପୋଲିସ ରବିବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଏକ ନକଲି ବନ୍ଧୁକ ଜବତ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ୩...

ସ୍ବପ୍ନ ଦେଇଛି ଜିଇବାର ସାହାରା:ନିଆରା ବ୍ୟକ୍ତିତ୍ୱ ଚନ୍ଦ୍ରଶେଖର

ସିମୁଳିଆ, ୯।୭(ଡି.ଏନ.ଏ.)-ବିଭିନ୍ନ ଅଞ୍ଚଳରେ ଖାଦ୍ୟରୁଚିରେ ଭିନ୍ନତା ପରିଲକ୍ଷିତ ହୁଏ। କେଉର୍ଁଠି ଘୁଗୁନି ଓ ଆଳୁଦମ ତ ଆଉ କେଉଁଠି ଦହିବରା ଭଳି ନାନା ଖାଦ୍ୟର ଅଧିକ...

ଜାରକା ବଜାରର ବାଇପାସ୍‌ ରାସ୍ତା କୃତ୍ରିମ ବନ୍ୟା

ଧର୍ମଶାଳା,୮ା୮(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜାରକା ବଜାର ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେଥିବା ଡ୍ରେନ୍‌ ସଫା ନ ହୋଇ ପଡିରହିଛି। ଏବେ...

ସ୍ନେହର ଲୁହରେ ଭିଜିଲା ହବିଷିଆଳି ଆଶ୍ରୟସ୍ଥଳୀ

ପୁରୀ ଅଫିସ,୧୨ା୧୧: ସରିଯାଇଛି ଧର୍ମ ମାସ କାର୍ତ୍ତିକ। ଏହି ପୁଣ୍ୟ ମାସର ପୂର୍ଣ୍ଣମୀ ତିଥିରେ ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ପବିତ୍ର ମହୋଦଧିରେ ଡଙ୍ଗା...

ବେଆଇନ ମାଙ୍କଡା ପଥର ଖନନ ଚାଲିଛି; ଅଭିଯୋଗ କଲେ କୁଳଙ୍ଗ ଗ୍ରାମବାସୀ

ତେଲକୋଇ, ୭।୧୧(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନରେ ରାଇସୁଆଁ ପଞ୍ଚାୟତର କୁଳଙ୍ଗ ଗ୍ରାମର ଖେସରା ଜଙ୍ଗଲ ମଧ୍ୟରେ ଚାଲିଛି ବେଆଇନ ଭାବେ ମାଙ୍କଡା ପଥର ଖନନ। ମାଙ୍କଡା ପଥର...

ବର୍ଷେ ପରେ ଦୂର ହୋଇନି ସୁଜାତାନଗରବାସୀଙ୍କ ଦୁଃଖ

ପୁରୀ ଅଫିସ, ୧୦ା୮: ସାମାନ୍ୟ ବର୍ଷା ହେଲେ ପୁରୀ ପୌରସଂସ୍ଥା ୧ ନଂ. ୱାର୍ଡର ମାଟିତୋଟା ଏବଂ ସୁଜାତାନଗର ଅଞ୍ଚଳବାସୀଙ୍କ ଦୁଃଖ ବଢିଯାଏ। ଜଳବନ୍ଦୀ ଜୀବନ...

ଲଘୁଚାପ ବର୍ଷା: ଜୀବନଯାତ୍ରା ବ୍ୟାହତ, ଜମିରେ ଲୋଟିଛି ଧାନ ଫସଲ

ନୟାଗଡ଼ ଅଫିସ,୨୫ା୧୦: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ହେଲା ସାରା ରାଜ୍ୟରେ ବର୍ଷା ଲାଗିରହିଛି। ନୟାଗଡ଼ ଜିଲାରେ ଏହି ବର୍ଷା ପ୍ରଭାବରେ ସାଧାରଣ ଜନଜୀବନ...

Leave a comment

Your email address will not be published. Required fields are marked *