ଶାନ୍ତିସ୍ତୂପରେ କମଲ ହାସନ

ପୁରୁଣା ଭୁବନେଶ୍ୱର,୧୯ା୧୧(ଡି.ଏନ.ଏ.): କନ୍ନଡ ଫିଲ୍ମ ସୁପରଷ୍ଟାର ତଥା ରାଜନେତା କମଲ ହାସନ ସୋମବାର ଅପରାହ୍ନରେ ହଠାତ୍‌ ଶାନ୍ତିସ୍ତୂପ ଧଉଳି ବୁଲିବାକୁ ଆସିଥିଲେ। ପ୍ରଥମେ ସେ ଅଶୋକଙ୍କ ଶିଳାଲିପି ବୁଲିବା ଦେଖିବା ସହ ଏହାର ଐତିହାସିକ କଥାବସ୍ତୁ ପଚାରି ବୁଝିଥିଲେ। କଳିଙ୍ଗ ଓ ମଗଧର ଯୁଦ୍ଧ ତଥା ଚଣ୍ଡାଶୋକରୁ ଧର୍ମାଶୋକରେ ପରିଣତ ହୋଇଥିବା ଅଶୋକଙ୍କ ବିଷୟରେ ଅନେକ କିଛି ସେ ଜାଣିବାକୁ ପାଇଥିଲେ। ଅତୀତର ଲିଖିତ ଶିଳାଲିପି ଏବଂ ମୁକସାଖୀ ପାହାଡର ବିଭିନ୍ନ ସ୍ଥାନ ପରିଦର୍ଶନ କରିଥିଲେ। ଶେଷରେ ଶାନ୍ତିସ୍ତୂପରେ ଭଗବାନ ବୁଦ୍ଧଙ୍କ ଦର୍ଶନ କରିବା ସହ ଚର୍ତୁଃପାର୍ଶ୍ୱ କାରୁକାର୍ଯ୍ୟ ବୁଲି ଦେଖିଥିଲେ। ଏହି ଅବସରରେ ପର୍ଯ୍ୟଟନ ବିଭାଗ ସଚିବ ବିଶାଲ କୁମାର ଦେବ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ଓଟିଡିସିର ପରିଚାଳନା ନିର୍ଦ୍ଦେଶକ ହେମକାନ୍ତ ସି, ସ୍ଥାନୀୟ ଟ୍ୟୁରିଷ୍ଟ ଅଫିସର ଅଜୟ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


All Right Reserved By Dharitri.Com

ସମସ୍ତ ଭାରତୀୟ ଭାଷାରେ ଲକ୍ଷ୍ମଣ ନାୟକଙ୍କ ଜୀବନୀ ପ୍ରକାଶ କରାଯାଉ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଶହୀଦ ଲକ୍ଷ୍ମଣ ନାୟକ ଥିଲେ ସରଳତା, ନିର୍ଭୀକତା ଓ ସଂଗ୍ରାମର ପ୍ରତୀକ। ଜନଜାତି ଅସ୍ମିତା ଓ ସ୍ବାଭିମାନର ସେ ଥିଲେ ପରିଚୟ। ମହାତ୍ମା ଗାନ୍ଧୀଙ୍କ...

ଯୋଡ଼ାରେ କେନ୍ଦ୍ରୀୟ ଶ୍ରମ ମଙ୍ଗଳ କମିଶନର

ଯୋଡ଼ା ୧୮।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ସହରରେ ୧୯୭୮ ମସିହାରେ କେନ୍ଦ୍ର ସରକାରଙ୍କ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ସ୍ଥାପନ ହୋଇଥିବା ୫୦ ଶଯ୍ୟା ବିଶିଷ୍ଟ ଯୋଡା...

ବିନା ଦୋଷରେ ଜେଲ କାଟିଲେ ବାପପୁଅ

ବାରିପଦା ଅଫିସ/ ରାଇରଙ୍ଗପୁର, ୨୯।୭(ଡି.ଏନ୍‌.ଏ.) ମୟୂରଭଞ୍ଜ ଜିଲା ବାଦାମପାହାଡ ଥାନା ପୋଲିସ ୩ ମାସ ତଳେ ମୃତ ଘୋଷଣା କରିଥିବା ରାଇମଣି ନାଏକ ନାମ୍ନୀ ଜଣେ...

ଆରମ୍ଭ ହେଲା ବିଧାନସଭା ବଜେଟ ଅଧିବେଶନ: ଅଭିଭାଷଣ ରଖିଲେ ରାଜ୍ୟପାଳ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ରଖିଛନ୍ତି। ପ୍ରଥମେ ଦିବଂଗତ...

ଟାଟାଷ୍ଟିଲ କାର୍ଯ୍ୟାଳୟରେ ଜମିହରା ଗ୍ରାମବାସୀଙ୍କ ଦାବି ନେଇ ଆଲୋଚନା: ପ୍ରଶାସନ ନ ଆସିବାରୁ ହେଲାନି ସମାଧାନ

ଯୋଡ଼ା, ୭।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଟାଟାଷ୍ଟିଲ କମ୍ପାନୀର ଯୋଡା ଇଷ୍ଟ ଲୁହାପଥର ଖଣି ସମ୍ମୁଖରେ ଯୋଡା ଭୂୟଁା ବସ୍ତିର ଜମିହରା ମାନେ ବିଭିନ୍ନ ଦାବି ନେଇ ଜୁଲାଇ...

ସୁନ୍ଦରଗଡ଼ରେ ଆଉ ୪ ପଜିଟିଭ୍‌ ଚିହ୍ନଟ: ୩୭ରେ ପହଞ୍ଚିଲା ମୋଟ କରୋନା ଆକ୍ରାନ୍ତ ସଂଖ୍ୟା

ସୁନ୍ଦରଗଡ଼,୨୪।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୪ଜଣ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ପୁରୁଷ ଏବଂ ଜଣେ ମହିଳା ରହିଛନ୍ତି। ସେମାନଙ୍କ ମଧ୍ୟରେ...

ବିଏମ୍‌ସିର ଦୁଇ ଟ୍ରକ୍‌କୁ ୩୩ ହଜାର ଜରିମାନା

ଭୁବନେଶ୍ୱର,୪।୩(ବ୍ୟୁରୋ): ସୋମବାର ସିଆର୍‌ପିଏଫ୍‌ ଛକରେ ଯାଞ୍ଚ୍‌ବେଳେ ଘରୋଇ ଶିକ୍ଷାନୁଷ୍ଠାନର ଦୁଇ ବସ୍‌କୁ ଜବତ କରାଯିବା ସହ ୫୨ ହଜାର ୫ଶହ ଟଙ୍କା ଜରିମାନା କରିଥିଲା ଆର୍‌ଟିଓ।...

ଆମେରିକାର ଉଦାହରଣ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଶା ସରକାରଙ୍କ ପାଇଁ ଅର୍ଥନୀତି ନୁହେଁ ମଣିଷ ଜୀବନ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୯।୪(ବ୍ୟୁରୋ): ଓଡ଼ିଶାର ଜନସାଧାରଣ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ସହଯୋଗ ଏବଂ ସମର୍ଥନ ଜଣାଇଛନ୍ତି। ହେଲେ ପରିସ୍ଥିତିର ମୁକାବିଲା ପାଇଁ ଏହାହିଁ ଏକମାତ୍ର ବାଟ। ଗତ ମାର୍ଚ୍ଚ...

Leave a comment

Your email address will not be published. Required fields are marked *