CORONAVIRUS UPDATE: ରାଜ୍ୟରୁ ଆଜି ୩,୮୬୧ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨ବୃଦ୍ଧି

ଭୁବନେଶ୍ୱର,୭ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୩,୮୬୧ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୨୭,୮୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨୭୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୫୮୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୭୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୮୬ ଏବଂ ଯାଜପୁରରୁ ୨୮୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୧୨୦, ବାଲେଶ୍ୱର ୧୦୫, ବରଗଡ଼ ୧୭୬, ଭଦ୍ରକ ୭୪, ବଲାଙ୍ଗୀର ୭୫, ବୌଦ୍ଧ ୨୨, ଦେବଗଡ଼ ୧୨, ଢେଙ୍କାନାଳ ୭୪, ଗଜପତି ୧୪, ଗଞ୍ଜାମ ୯୧, ଜଗତସିଂହପୁର ୮୬, ଝାରସୁଗୁଡ଼ା ୧୯୯, କଳାହାଣ୍ଡି ୨୮, କନ୍ଧମାଳ ୨୫, କେନ୍ଦ୍ରାପଡ଼ା ୮୩, କେନ୍ଦୁଝର ୬୬, କୋରାପୁଟ ୮୬, ମାଲକାନଗିରି ୩୩, ମୟୂରଭଞ୍ଜ ୧୨୨, ନବରଙ୍ଗପୁର ୪୪, ନୟାଗଡ଼ ୫୭, ନୂଆପଡ଼ା ୪୮, ପୁରୀ ୨୦୦ , ରାୟଗଡ଼ା ୧୫୩, ସମ୍ବଲପୁର ୭୭ , ସୋନପୁର ୧୧୭ ଏବଂ ସୁନ୍ଦରଗଡ଼ରୁ ୯୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨ରେ ପହଞ୍ଚିଥିବା ବେଳେ ୯୬,୩୬୪ ଜଣ ସୁସ୍ଥ ହୋଇଛନ୍ତି। ୩୦,୯୧୯ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?