ଆଜି ରାଜ୍ୟରୁ ୧୨୮ ଆକାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ୨୨ ଶିଶୁ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୬୧୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୩ ଜଣ ଚିହ୍ନଟ ହୋଇଥିବା ବେଳେ ୫୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨୨ ଜଣ ଶିଶୁ ବି ଅଛନ୍ତି।

ଆଜି ଝାରସୁଗୁଡ଼ା ସର୍ବାଧିକ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଜପତି ୧୯ ଏବଂ ଖୋର୍ଦ୍ଧାରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୪, ବାଲେଶ୍ୱର ୮, କଟକ ୪, ଯାଜପୁର ୨, କଳାହାଣ୍ଡି ୨, କନ୍ଧମାଳ ୧, କେନ୍ଦ୍ରାପଡ଼ା ୮, କୋରାପୁଟ ୭, ମୟୂରଭଞ୍ଜ ୮, ନବରଙ୍ଗପୁର ୫, ନୟାଗଡ଼ ୧, ନୂଆପଡ଼ା ୩, ପୁରୀ ୧, ସମ୍ବଲପୁରରୁ ୧୧ ଏବଂ ସୁନ୍ଦରଗଡ଼ରୁ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୬୧୫ରେ ପହଞ୍ଚିଥିବା ବେଳେ ୧୨,୭୪,୭୫୬ ଜଣ ସୁସ୍ଥ ହୋଇଛନ୍ତି। ୧୭୧୫ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୯,୦୯୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଜ୍‌ମା ଦାନ ପାଇଁ ଉତ୍ସାହିତ କର

ଅନୁଗୋଳ ଅଫିସ୍‌, ୨୯।୭ କରୋନାରୁ ସୁସ୍ଥ ହୋଇଥିବା ଅନୁଗୋଳ ଜିଲାର ଲୋକମାନେ କିପରି ପ୍ଲାଜମା ଦାନ ପାଇଁ ଆଗେଇ ଆସିବେ ସେ ସମ୍ପର୍କରେ ସଚେତନତା ସୃଷ୍ଟି...

୨ ହାତୀଙ୍କ ମୃତଦେହ ଠାବ: କାଟି ନେଲେ ଦାନ୍ତ ଓ ଶୁଣ୍ଢ

ଯୋଡା/କେନ୍ଦୁଝର,୧୪।୬(ଡି.ଏନ.ଏ.)(ସ୍ବ.ପ୍ର)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ଫରେଷ୍ଟ ସେକ୍ସନ ଅଧିନସ୍ଥ ବୈତରଣୀ ରିଜର୍ଭ ଫରେଷ୍ଟରେ ରବିବାର ଦୁଇଟି ହାତୀଙ୍କ ମୃତଦେହ ଠାବ କରାଯାଇଛି। ମୃତହାତୀଙ୍କ ମଧ୍ୟରେ...

ଘରେ ପହଞ୍ଚିବ ଡିଏଲ୍‌ସି

ଭୁବନେଶ୍ୱର, ୧୧ା୧୧(ବ୍ୟୁରୋ): ପେନ୍‌ସନ୍‌ ଉପଭୋକ୍ତାଙ୍କ ଜୀବନ ପ୍ରମାଣ ତଥା ଡିଜିଟାଲ ଲାଇଫ୍‌ ସାର୍ଟିଫିକେଟ୍‌ (ଡିଏଲ୍‌ସି)କୁ ଏଣିକି ଇଣ୍ଡିଆ ପୋଷ୍ଟ ପେମେଣ୍ଟ ବ୍ୟାଙ୍କ୍‌ ଘରେ ଘରେ ପହଞ୍ଚାଇବ।...

ରାଜଭବନରେ ଚାକିରି ପାଇଁ ଲାଞ୍ଚ

ପୁରୀ ଅଫିସ,୨୯।୧୦: ପୁରୀ ରାଜଭବନରେ ଚତୁର୍ଥଶ୍ରେଣୀ କର୍ମଚାରୀ ପଦବୀରେ ଚାକିରି କରାଇଦେବା ପାଇଁ ଦେଢ଼ ଲକ୍ଷ ଟଙ୍କା ଲାଞ୍ଚ ମଗାଯାଉଥିବାର ଏକ ଭିଡିଓ ସୋସିଆଲ୍‌ ମିଡିଆରେ...

ସୁସ୍ଥ ଅଛନ୍ତି କରୋନା ଆକ୍ରାନ୍ତ ଡାକ୍ତର, ଗୁଜବରେ କରନ୍ତୁ ନାହିଁ ବିଶ୍ୱାସ

କଟକ ଅଫିସ,୨୮।୫- ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଡାକ୍ତରଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଅଛି। ବର୍ତ୍ତମାନ ସେ କଟକ ସ୍ଥିତ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।...

ପ୍ରତିବର୍ଷ ମରୁଛନ୍ତି ୨୦ ବୟସ୍କ ହାତୀ

ଭୁବନେଶ୍ୱର, ୬।୮(ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଉଛି ହାତୀ ଶିକାର। ଏଥିସହ ଦୁର୍ଘଟଣା ଓ ରୋଗରେ ମଧ୍ୟ ବହୁ ହାତୀଙ୍କ ମୃତ୍ୟୁ ଘଟୁଛି। ବିଶେଷକରି ବୟସ୍କ ପ୍ରଜନନକ୍ଷମ...

ସାମାଜିକ ଦୂରତ୍ୱ ପାଳନର ଚମତ୍କାର ଚିତ୍ର ଦେଉଛି ଗାଁ

ପାପଡ଼ାହାଣ୍ଡି,୫।୪(ଡି.ଏନ୍.ଏ.): କରୋନାକୁ ନେଇ ଗାଁଠୁ ସହର ସବୁଠି ସଚେତନତା ଜାରି ରଖିଛି ପୋଲିସ ଓ ପ୍ରଶାସନ। ସହରରେ ସମସ୍ତେ ଉଚ୍ଚଶିକ୍ଷିତ ଥାଇ ମଧ୍ୟ କେତେକ ବ୍ୟକ୍ତି...

ଚାଇନାରେ ପୁଣି କରୋନା ମହାମାରୀ ଯୋଗୁ ବଢ଼ିଲା ଚିନ୍ତା…

ବେଜିଂ,୨୯।୫ : ପୁଣିଥରେ ଚାଇନାରେ କରୋନା ମହାମାରୀ ସଂକ୍ରମଣ ମାମଲାରେ ବୃଦ୍ଧି ଘଟିଛି। ପ୍ରକାଶ ଥାଉକି, ସଂକ୍ରମଣ ମାମଲା ବୃଦ୍ଧି ଏବଂ ଲକଡାଉନ ବିରୋଧରେ ଜନସାଧାରଣଙ୍କ...

Advertisement
Archives

Model This Week