ଆଜି ରାଜ୍ୟରୁ ୧୨୮ ଆକାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ୨୨ ଶିଶୁ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୬୧୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୩ ଜଣ ଚିହ୍ନଟ ହୋଇଥିବା ବେଳେ ୫୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨୨ ଜଣ ଶିଶୁ ବି ଅଛନ୍ତି।

ଆଜି ଝାରସୁଗୁଡ଼ା ସର୍ବାଧିକ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଜପତି ୧୯ ଏବଂ ଖୋର୍ଦ୍ଧାରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୪, ବାଲେଶ୍ୱର ୮, କଟକ ୪, ଯାଜପୁର ୨, କଳାହାଣ୍ଡି ୨, କନ୍ଧମାଳ ୧, କେନ୍ଦ୍ରାପଡ଼ା ୮, କୋରାପୁଟ ୭, ମୟୂରଭଞ୍ଜ ୮, ନବରଙ୍ଗପୁର ୫, ନୟାଗଡ଼ ୧, ନୂଆପଡ଼ା ୩, ପୁରୀ ୧, ସମ୍ବଲପୁରରୁ ୧୧ ଏବଂ ସୁନ୍ଦରଗଡ଼ରୁ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୬୧୫ରେ ପହଞ୍ଚିଥିବା ବେଳେ ୧୨,୭୪,୭୫୬ ଜଣ ସୁସ୍ଥ ହୋଇଛନ୍ତି। ୧୭୧୫ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୯,୦୯୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟଶ୍‌ଓ୍ବନ୍ତ ସିହ୍ନା ଅଟକ

ନୂଆଦିଲ୍ଲୀ,୧୯।୫: ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶାକୁ ବିରୋଧ କରି ଦିଲ୍ଲୀର ରାଜଘାଟଠାରେ ଧାରଣା ଦେଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ୟଶ୍‌ଓ୍ବନ୍ତ ସିହ୍ନାଙ୍କୁ ପୋଲିସ ସୋମବାର ଅଟକ ରଖିଛି। ଏହି...

ଆଜି ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳ ପରିଦର୍ଶନରେ ଆସୁଛନ୍ତି କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁକ୍କୁଟ ପ୍ରଜନନ ଓ ଗବେଷଣା କେନ୍ଦ୍ର ଫାର୍ମରେ ବାର୍ଡ ଫ୍ଲୁ ଭୂତାଣୁ ଚିହ୍ନଟ ହେବାପରଠାରୁ...

ସରକାରଙ୍କୁ କଡ଼ା ସମାଲୋଚନା କଲା ଭାଜପା, କାଶୀପୁର ଘଟଣା ମନୁଷ୍ୟକୃତ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁରରେ ଝାଡ଼ାବାନ୍ତି ପ୍ରସଙ୍ଗକୁ ନେଇ ମଙ୍ଗଳବାର ବିଧାନସଭାରେ ହଟ୍ଟଗୋଳ ହୋଇଛି। ଏ ନେଇ ବିରୋଧୀ ଭାଜପା ଓ କଂଗ୍ରେସ ସରକାରଙ୍କୁ ଘେରିଛନ୍ତି।...

୩ ଜଣଙ୍କୁ କଳିଙ୍ଗ ସାହିତ୍ୟ ପୁରସ୍କାର

ଭୁବନେଶ୍ୱର, ୧୬ା୭(ବ୍ୟୁରୋ): ଖ୍ୟାତନାମା ଲେଖକ ପବନ କୁମାର ବର୍ମା, ରାଜେନ୍ଦ୍ର କିଶୋର ପଣ୍ଡା ଓ ପାରୋ ଆନନ୍ଦଙ୍କୁ ଚଳିତବର୍ଷ କଳିଙ୍ଗ ସାହିତ୍ୟ ପୁରସ୍କାର ପ୍ରଦାନ କରାଯିବ।...

କରୋନା ଲକ୍‌ ଡାଉନ୍‌ ଉଜାଗର କଲା ଗରିବୀ ଚିତ୍ର: ପ୍ଳାଷ୍ଟିକ୍‌ ଗୋଟାଇ ପାରୁନାହାନ୍ତି ରାମ, ଖାଇବାକୁ ପାଉନାହାନ୍ତି

ବଲାଙ୍ଗୀର ଅଫିସ, ୩୧ା୩: ଖାଦ୍ୟ ସୁରକ୍ଷା ଯୋଜନା କାର୍ଯ୍ୟକାରୀ କରାଯାଇ ଦେଶର ଭୋକିଲା ଲୋକଙ୍କ କ୍ଷୁଧା ନିବାରଣ କରାଯାଉଥିବା କୁହାଯାଉଥିଲେ ମଧ୍ୟ ମାତ୍ର ୭ ଦିନର...

ବିଦ୍ୟାଭାରତୀଙ୍କ ନାମରେ ୩୦୦ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ, ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୯।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍‌ ସୋମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ ନୂଆ ମୋଡ ନେଉଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ସ୍ତ୍ରୀ ଦିବ୍ୟାଭାରତୀଙ୍କ...

ଲକ୍ଷଣହୀନ ଘରେ ରହି ଚିକିତ୍ସିତ ହୁଅନ୍ତୁ, ୧୦ ଦିନରେ ହେବେ ସୁସ୍ଥ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଲକ୍ଷଣ ନ ଥିବା ରୋଗୀ ନିଜ ଘରେ ରହି ଚିକିତ୍ସିତ ହୁଅନ୍ତୁ। ଗ୍ରାମାଞ୍ଚଳ ଓ ସହରାଞ୍ଚଳ ଲୋକେ ଘରେ ରହି ଚିକିତ୍ସିତ ହୋଇପାରିବେ। ଘରେ...

ଘରେ ଶୋଇଥିବା ବେଳେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ଜଟଣୀ,୧୮ା୧୦(ଡି.ଏନ.ଏ): ଜଟଣୀ ଥାନା ଅଧୀନ ତରାବୋଇ ଗ୍ରାମ ନୂଆସାହିର ବଙ୍କିନା ତାଡ଼ ଦୁଇ ପିଲାଙ୍କୁ ଧରି ଶୋଇଥିବା ବେଳେ ରବିବାର ରାତିରେ କେହି ଦୁର୍ବୃତ୍ତ ତାଙ୍କୁ...

Advertisement
Archives

Model This Week