୧୨୮ ଘର ଭଙ୍ଗାହେଲା

କଟକ ଅଫିସ,୨୩।୭: ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ଏହାର ଚତୁଃପାର୍ଶ୍ୱରୁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଜବରଦଖଲ ଉଚ୍ଛେଦ ଜାରି ରହିଛି। କିଛିଦିନର ବ୍ୟବଧାନ ପରେ ଗୁରୁବାର ଏସ୍‌ସିବି କ୍ୟାମ୍ପସ, ମାଲଗୋଦାମ ବେହେରାସାହି, ହାଡିଆପଠା ଓ ସିଲଭର ସିଟି ବୋଟ୍‌ କ୍ଲବଠାରେ ଥିବା ୧୨୮ ଗୃହ ଭଙ୍ଗାଯାଇଛି। ଉଚ୍ଛେଦ କରାଯାଇଥିବା ବସ୍ତିବାସିନ୍ଦାଙ୍କୁ ବାଲିସାହିଠାରେ ଥଇଥାନ କରାଯାଇଛି। ସେମାନଙ୍କୁ ଗୃହ ନିର୍ମାଣ ପାଇଁ ୧୫ ଫୁଟ ଲମ୍ବ ଓ ୧୫ ଫୁଟ ଓସାରରେ ଜାଗା ଯୋଗାଇ ଦିଆଯିବା ସହ ୫୦ହଜାର ଟଙ୍କା ଚେକ୍‌ ଆକାରରେ ପ୍ରଦାନ କରାଯାଇଛି। ଏଥିସହ ୮ ଦିନ ପର୍ଯ୍ୟନ୍ତ ରନ୍ଧାଖାଦ୍ୟ ପ୍ରଦାନ କରାଯିବ। ସିଲ୍‌ଭର ସିଟି ବୋଟ୍‌ କ୍ଲବ ଯିବା ରାସ୍ତାରେ ଥିବା ଷଣ୍ଢ ଆଶ୍ରମ ନିକଟରୁ ବାଲିଯାତ୍ରା ପଡିଆ ପର୍ଯ୍ୟନ୍ତ ଥିବା ମୁଣ୍ଡାସାହିର ୧୮୦ ପରିବାରକୁ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଉଚ୍ଛେଦ କରାଯିବ ବୋଲି ସିଏମ୍‌ସି ଡେପୁଟି କମିଶନର ଅବିନାଶ ରାଉତ କହିଛନ୍ତି। ତେବେ ଏହି ଉଚ୍ଛେଦ ସମୟରେ ଡେପୁଟି କମିଶନରଙ୍କ ସମେତ ମଙ୍ଗଳାବାଗ ଥାନା ଅଧିକାରୀ ଅମିତାଭ ମହାପାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri