୧୧ବର୍ଷରେ ବିଦ୍ୟୁତ୍‌ ସଂସ୍ପର୍ଶରେ ମରିଛନ୍ତି ୧୧୯ ହାତୀ

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ରାଜ୍ୟରେ ଗତ ୧୧ବର୍ଷରେ ୧୧୯ ହାତୀଙ୍କ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛିିି। ୨୦୦୯-୧୦ଠାରୁ ୨୦୧୯-୨୦ ମଧ୍ୟରେ ଘଟିଥିବା ଏହି ହାତୀ ମୃତ୍ୟୁରେ କେନ୍ଦୁଝର ଜିଲାର ମୋଟ ୧୧ ହାତୀ ମରିଛନ୍ତି। ଏଥିପାଇଁ ୧୪୮ଙ୍କୁ ଦାୟୀ କରାଯାଇ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତନ୍ମଧ୍ୟରେ ୧୩୩ ଜନସାଧାରଣ, ୧୧ ଜଙ୍ଗଲ ବିଭାଗ ଅଧିକାରୀ ଓ ୪ ବିଦ୍ୟୁତ ବିଭାଗ କର୍ମଚାରୀ ରହିଛନ୍ତି ବୋଲି ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି। ମଙ୍ଗଳବାର ବିଧାନସଭାରେ ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ‘ବିଦ୍ୟୁତ୍‌ ସଂସ୍ପର୍ଶରେ ମୃତ ହାତୀଙ୍କ ସଂଖ୍ୟା’ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।


All Right Reserved By Dharitri.Com

ପୋଷା ବିରାଡ଼ିକୁ ଗୁଳିମାଡ଼

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ବିରାଡ଼ିକୁ ଗୁଳିମାଡ଼। ନିର୍ଦ୍ଦୟ ଭାବେ ବିରାଡ଼ିକୁ ଗୁଳି ମାରିବା ପରେ ତା’ର ମୃତ୍ୟୁ ଘଟିଛି। ଏଭଳି ଘଟଣାକୁ ନେଇ ବୁଧବାର ଖାରବେଳ ଥାନାରେ ଅଭିଯୋଗ...

ଅସହାୟ ୨ ଶିଶୁଙ୍କୁ ଉଦ୍ଧାର କଲା ପ୍ରଶାସନମୁକ୍ତ ଆଶ୍ରୟ ସ୍ଥଳରେ ଥଇଥାନ

ନୂଆପଡା ଅଫିସ,୩୧ା୭- ନୂଆପଡା ଜିଲା ସିନାପାଲି ବ୍ଲକ ନୂଆପଡା ଗ୍ରାମପଞ୍ଚାୟତ ସଦର ଗାଁର ମା’ବାପାଙ୍କ ମୃତ୍ୟୁ ପରେ ଅସହାୟ ଭାବେ ଜୀବନ କାଟୁଥିବା ୨ ଶିଶୁଙ୍କୁ...

ଓଡ଼ିଶା ଆସିବେ ଜଗା-କାଳିଆ: ଦିଲ୍ଲୀ ଗଲେ ଦୁଇ ଡାକ୍ତର

କଟକ ଅଫିସ,୫।୯: ଓଡ଼ିଶା ଆସିବେ ଜଗା-କାଳିଆ। ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ। ସେମାନଙ୍କୁ ଆଣିବା...

ନାବାଳିକାଙ୍କୁ ଅପହରଣ ଉଦ୍ୟମ, ଯୁବକ ଗିରଫ

ଭୁବନେଶ୍ୱର,୭ା୧୦:(ବ୍ୟୁରୋ): ନୟାପଲ୍ଲୀ ଥାନାଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଉଦ୍ୟମ କରାଯାଇଛି। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ଶ୍ରୀରାମନଗରରେ ରହୁଥିବା କନ୍ଧମାଳ ଜିଲାର ସିଦ୍ଧାର୍ଥ କୁମାର ପ୍ରଧାନ(୨୫)ଙ୍କୁ...

ଶହୀଦନଗର ଦୁର୍ଗାପୂଜା ସମିତି:ତୋରଣରେ ଲକ୍ଷ୍ନୌ ରାଜପ୍ରାସାଦ

ଭୁବନେଶ୍ୱର,୧୭-୯(ବ୍ୟୁରୋ):ଶାରଦୀୟ ଦୁର୍ଗାପୂଜା ପ୍ରସ୍ତୁତିରେ ନିଜକୁ ସାମିଲ କରିଛି ଭୁବନେଶ୍ୱରର ଅନ୍ୟତମ ପ୍ରମୁଖ ପୂଜାମଣ୍ଡପ ଶହୀଦନଗର। ଶହୀଦନଗର ଦୁର୍ଗାପୂଜା ସମିତି ପକ୍ଷରୁ ଏବେ ସୁଦ୍ଧା ମା’ଙ୍କ ମୃଣ୍ମୟୀ...

ରାଜଧାନୀର ୨୩ ଛକରେ ଟ୍ରାଫିକ ଯାଞ୍ଚ: ଉଲ୍ଲଂଘନକାରୀଙ୍କୁ ଗୋଡ଼ାଇ ଧରିଲା ପୋଲିସ

ଭୁବନେଶ୍ୱର,୨।୧୨(ବ୍ୟୁରୋ): କଡ଼ାକଡ଼ି ହୋଇଛି ନୂଆ ମୋଟର ଯାନ ଆଇନ। ଆର୍‌ଟିଓ ସଂକ୍ରାନ୍ତ କାଗଜପତ୍ରକୁ ଛାଡ଼ି ଦେଲେ ୧୦ ଟ୍ରାଫିକ ନିୟମ ଉଲ୍ଲଂଘନକୁ ଗୁରୁତ୍ୱ ଦିଆଯାଇଛି। ତେବେ...

କଲ୍ୟାଣମଣ୍ଡପ ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ: ମାଲିକ ଆଉ କୋଟିଏ ନ ଦେବାରୁ କରିଥିଲେ ଗୁଳି

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଶହୀଦନଗର ଥାନା ଟଙ୍କପାଣି ରୋଡ୍‌ ସାଇମନ୍ଦିର ନିକଟରେ ଥିବା ଖଟାମିଠା କଲ୍ୟାଣ ମଣ୍ଡପର ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ।...

ନୂତନ ମତଦାତାଙ୍କ ମଧ୍ୟରେ ଉତ୍ସାହ

ଘଣ୍ଟାପଡ଼ା,୧୮ା୪(ଡି.ଏନ୍‌.ଏ) : ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୧ ନଂ ଜିଲାପରିଷଦ ଜୋନ୍‌ର ଅନେକ ସ୍ଥାନରେ ଇଭିଏମ ଅଚଳ ହୋଇପଡ଼ିଥିଲା।  ଫଳରେ ୧ ଘଣ୍ଟା...

Leave a comment

Your email address will not be published. Required fields are marked *