Posted inଫୁରସତ

ଭାରତୀୟ ଘଷି ବିକ୍ରି ହେଉଛି ଆମେରିକାରେ, ପ୍ୟାକେଟ୍‌ର ଦାମ୍‌ ରହିଛି…

ଦୃଢ଼ ଇଚ୍ଛାଶକ୍ତି ଥିଲେ ମଣିଷ ସବୁ ଅସମ୍ଭବକୁ ସମ୍ଭବ କରିପାରେ। ଆମେରିକାର ଜଣେ ବ୍ୟକ୍ତି ଏମିତି କିଛି ଖାସ୍‌ କରି ଦେଖାଇଛନ୍ତି, ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଭାରତରୁ ଗୋବର ନେଇ ଏହି ବ୍ୟକ୍ତିଜଣକ ଆମେରିକାରେ ଘଷି କରି ଦୋକାନରେ ବିକୁଛନ୍ତି। ସମର ହର୍ଲନକାର ନାମକ ଜଣେ ବ୍ୟକ୍ତି ଏପରି ଭିନ୍ନ ଧରଣର କାମ କରି ଦେଖାଇଛନ୍ତି। ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଆମେରିକାର ଜର୍ସିରେ ଏକ ଗ୍ରୋସରୀ ଦୋକାନରେ ଏହା ଥିବା ସମରଙ୍କ ଜଣେ ସମ୍ପର୍କୀୟ ଟୁଇଟ୍‌ କରି ଲେଖିଛନ୍ତି। ଏହି ପ୍ୟାକେଟ୍‌ରେ ଦାମ୍‌ ମଧ୍ୟ ଲେଖାଯାଇଛି ୨.୯୯ ଆମେରକୀୟ ଡଲାର ଅର୍ଥାତ୍‌ ଭାରତୀୟ ମୁଦ୍ରାରେ ୨୦୦ ଟଙ୍କା। ଏଥିସହିତ ଏହା ଭାରତର ଉତ୍ପାଦ ବୋଲି ଲେଖାଯାଇଛି। ଏହା କେବଳ ଧାର୍ମିକ କାର୍ଯ୍ୟ ପାଇଁ ଖାଇବା ପାଇଁ ନୁହେଁ ବୋଲି ପ୍ୟାକେଟ୍‌ ଉପରେ ଲେଖାଯାଇଛି।


All Right Reserved By Dharitri.Com

ଏହି ହୋଟେଲରେ ରାତିଟିଏ ରହିଲେ ଦେବାକୁ ପଡ଼େ ୮୬ ଟଙ୍କା, ଜାଣନ୍ତୁ କ’ଣ ରହିଛି ସର୍ତ୍ତ

ଆଜିକାଲି ସମୟରେ ହୋଟେଲର ଚାକଚକ୍ୟ ଅନୁଯାୟୀ ବହୁ ଅର୍ଥ ଦେବାକୁ ପଡ଼ିଥାଏ। କିନ୍ତୁ ଆଜିର ମହଙ୍ଗା ଯୁଗରେ ଏମିତି ଏକ ହୋଟେଲ ଅଛି, ଯେଉଁଠି ୧୦୦...

ଯାହା ମଣିଷ ପାରୁନି, ପ୍ରୟାସ କରୁଛି ମାଙ୍କଡ଼, ଭିଡିଓ ଭାଇରାଲ

ମଣିଷକୁ ଭଗବାନ ବୁଦ୍ଧି ବିବେକ ସବୁ ଦେଇଛନ୍ତି ମାତ୍ର କିଛି ଲୋକ ଏହାକୁ କାମରେ ଲଗାଇ ନ ଥାନ୍ତି। ମଣିଷ ସିନା ସଚେତନ ନୁହନ୍ତି, କିନ୍ତୁ...

ମିନି ରୋବଟ

ରୋବଟ୍‌ର ଚାହିଦା ଦିନକୁ ଦିନ ବଢ଼ି ଚାଲିଛି। ବିଭିନ୍ନ କ୍ଷେତ୍ରରେ ଏହାକୁ ବ୍ୟବହାର କରାଯାଇ ସେଥିରୁ ସଫଳତା ମିଳିବାର ନଜୀର ମଧ୍ୟ ରହିଛି। ନିକଟରେ ଇଂଲଣ୍ଡର...

ଟିନି ଏୟାରଫ୍ରିଜ୍‌

ସ୍ବିଡେନ୍‌ର ଦୁଇ ଜଣ ଇଞ୍ଜିନିୟର ବିକାଶ କରିଥିବା ଏକ ଛୋଟ ଏୟାରଫ୍ରିଜ୍‌ ଆପଣଙ୍କୁ ଭୀଷଣ ଗରମରୁ ରକ୍ଷା କରିବ। ୨୦୧୯ରେ ବିକାଶ କରାଯାଇଥିବା ଅନେକ ଗେଜେଟ୍‌...

ରେଷ୍ଟୁରାଣ୍ଟରେ ଦିଆଯାଏ ଟଏଲେଟ ପାଣି

ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ବ୍ୟବସାୟୀ ବିଭିନ୍ନ ପନ୍ଥା ଆପଣେଇଥାଆନ୍ତି। ତନ୍ମଧ୍ୟରୁ କିଛି ହୋଇଥାଏ ବେଶ୍‌ ଅଜବ। ଯେମିତିକି ବେଲ୍‌ଜିୟମ, କୁନେରେ ଥିବା ଏକ ରେଷ୍ଟୁରାଣ୍ଟରେ...

ଏହି ରେଷ୍ଟୁରାଣ୍ଟରେ ମିଳେନାହିଁ ଆମିଷ ବା କ୍ଷୀରରେ ତିଆରି ଖାଦ୍ୟ

ସ୍ବିଜରଲାଣ୍ଡର ଜ୍ୟୁରିଖରେ ରହିଛି ଏମିତି ଏକ ରେଷ୍ଟୁରାଣ୍ଟ ଯେଉଁଠି ଶହେ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ଆମିଷ ଅବା କ୍ଷୀରରେ ତିଆରି ଖାଦ୍ୟ ପରସା ଯାଇନାହିଁ।...

ଏଆଇ ଧରିବ କରୋନା

ବେଜିଂ: କରୋନା ଆତଙ୍କରେ ଥରହର ହେଉଛି ସାରା ବିଶ୍ୱ। ଦିନକୁ ଦିନ ଏହି ଭୂତାଣୁ ଗୋଟିଏ ପରେ ଗୋଟିଏ ଦେଶରେ କାୟା ମେଲାଇ ଚାଲିଛି। ଏହି...

ଲୋକଙ୍କୁ ଆକର୍ଷିତ କରୁଛି ଏହି କୁକୁର

ଏବେ ସୋସିଆଲ ମିଡିଆରେ ଏକ କୁକୁରର ଭିଡିଓ ଭାଇରାଲ ହେବାରେ ଲାଗିଛି। ତେବେ କୁକୁରଟି ନିଜ ଆଡକୁ ଲୋକଙ୍କୁ ଆକର୍ଷିତ କରୁଥିବାରୁ ଭିଡିଓଟି ଭାଇରାଲ ହେଉଛି।...

Leave a comment

Your email address will not be published. Required fields are marked *