ଭାରସାମ୍ୟ ହରାଇ ଗଛରେ ପିଟିହେଲା ବସ୍‌: ୫ ଗୁରୁତର,୧୫ ଆହତ

ସଜନାଗଡ଼,୨୦।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଥାନା ଅଧୀନ ପିଡବ୍ଲୁ ରଜ୍ୟ ରାଜପଥ ପାର୍ଶ୍ୱ ତେଲିପାଳ ଆଶ୍ରମ ସ୍କୁଲ ନିକଟରେ ବୁଧବାର ପୂର୍ବାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏଥିରେ ୫ ଗୁରୁତର ହୋଇଥିବା ବେଳେ ୧୫ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ବରହମପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ କିଛି ସମୟ ଉତ୍ତେଜନା ଲାଗିରହିଥିବା ବେଳେ ବରହମପୁର ପୋଲିସ ପହଞ୍ଚି ପରିସ୍ଥିତିକୁ ଆୟତ୍ତ କରିଛି।
ପ୍ରକାଶ ଯେ, ବାଲେଶ୍ୱରରୁ ଉଦଳା ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ (ଓଡି ୦୧ଏଲ୍‌- ୪୪୪୫) ବିପରୀତ ଦିଗରୁ ଆସୁଥିବା ମାଲବାହୀ ଟ୍ରକ୍‌ (ଓଆର୍‌ ୦୧ଆର୍‌ ୦୯୪୫)କୁ ଅତିକ୍ରମ କରୁଥିବା ବେଳେ ଟ୍ରକ୍‌ର ଡାଲା ବାଜି ଭାରସାମ୍ୟ ହରାଇ ବସ୍‌ଟି ଏକ ଗଛରେ ପିଟି ହୋଇଯାଇଥିଲା। ଏଥିରେ ବସ୍‌ର ୫ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୧୫ ଆହତ ହୋଇଛନ୍ତି।


All Right Reserved By Dharitri.Com

ନୂତନ ଶ୍ରମ ଆଇନକୁ ଆଇଏନ୍‌ଟିୟୁସିର ବିରୋଧ

ଫୁଲବାଣୀ ଅଫିସ,୨୩ା୫- କେନ୍ଦ୍ର ସରକାରଙ୍କ ଶ୍ରମ ଆଇନ ପରିବର୍ତ୍ତନ ନିଷ୍ପତ୍ତିକୁ ବିରୋଧ କରି ଶୁକ୍ରବାର ସାରା ଦେଶରେ ଆଇଏନ୍‌ଟିୟୁସି ପକ୍ଷରୁ ପ୍ରତିବାଦ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।...

ହାଟଡିହୀରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଗ୍ରାମ ସିଲ୍‌ କଲା ପ୍ରଶାସନ

ହାଟଡିହୀ,୩ା୫(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଞ୍ଚୁଗୋଛିଆ ପଞ୍ଚାୟତ ହୀରାପୁର ଗ୍ରାମରେ ରବିବାର ଜଣେ କରୋନା ଆକ୍ରାନ୍ତ ଚି଼ହ୍ନଟ ପରେ ପ୍ରଶାସନ ପକ୍ଷରୁ ଗ୍ରାମକୁ...

ବନ୍ଧରେ ବୁଡି ୨ ଶିଶୁ କନ୍ୟା ମୃତ

ସୋନପୁର,୧୨।୧୨(ନି.ପ୍ର.) :ସୁବର୍ଣ୍ଣପୁର ଜିଲା ସୋନପୁର ଥାନା ମିକମୁଣ୍ଡା ଗ୍ରାମ ପୁଟକି ବନ୍ଧରେ ବୁଡି ୨ ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ଗୁରୁବାର ମଧ୍ୟାହ୍ନରେ ଏହି ଘଟଣା...

ଜିଲାପାଳଙ୍କ ଜନଶୁଣାଣି ଶିବିରରେ ଅଭିଯୋଗ: ୭ ବର୍ଷ ପରେ ସମାଧାନ ନିର୍ଦ୍ଦେଶ

ରାଜନଗର, ୧।୧୦ (ଡି.ଏନ୍‌.ଏ.): ତ୍ୱରିତ ନ୍ୟାୟ ପ୍ରଦାନ ଓ ସବୁବର୍ଗର ଲୋକଙ୍କୁ ସରକାରୀ ସୁବିଧା ସୁଯୋଗ ଦେବା ପାଇଁ ପ୍ରତି ମାସରେ ସବୁ ବ୍ଲକ ଓ...

ଜିଲା ପୋଲିସ ମୁଖ୍ୟାଳୟକୁ ବଡ଼ସାହି ଥାନା ଅଧିକାରୀଙ୍କ ବଦଳି

ବାରିପଦା ଅଫିସ,୧୨।୧୧: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧିକାରୀ ବିଶ୍ୱଜ କୁମାର ରାଉତରାୟଙ୍କୁ ସୋମବାର ରାତିରେ ଜିଲା ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ବଡ଼ସାହି ଥାନାର...

ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ପରୀକ୍ଷାଫଳ ପ୍ରକାଶ : ପାସ୍‌ ହାର ୯୦ ପ୍ରତିଶତ

ବ୍ରହ୍ମପୁର ଅଫିସ୍‌,୯ା୬-ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଅଧୀନ ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ, ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଏବଂ ଗୋପାଳପୁର ଡିଗ୍ରୀ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ...

ଫେରିବାଲାଙ୍କଠୁ ମିଳିଲା ୪୫କେଜି ଗଞ୍ଜେଇ: ଷ୍ଟେଶନରୁ ୩ ଗିରଫ, ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା

ଦାମନଯୋଡି, ୯।୭(ଡି.ଏନ୍‌.ଏ.)- ଗଞ୍ଜେଇ ଚାଲାଣ ଅଭିଯୋଗରେ କୋରାପୁଟ ସିଆର୍‌ପିଏଫ୍‌ ମଙ୍ଗଳବାର ଦାମନଯୋଡି ଷ୍ଟେସନରୁ ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପଡୋଶୀ...

ରିପୋର୍ଟ ଦେଲେ ଶିଶୁ ଅଧିକାର ସୁରକ୍ଷା ଆୟୋଗ ସଦସ୍ୟା: ଅନ୍ତେବାସୀଙ୍କ ସହ କଲେ ମଧ୍ୟାହ୍ନ ଭୋଜନ

ଅନୁଗୋଳ ଅଫିସ, ୨୦।୧୨-ଦୁଇ ଦିନିଆ ଅନୁଗୋଳ ଜିଲା ଗସ୍ତରେ ଆସିଥିବା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ସଦସ୍ୟା ଦିବ୍ୟା ଶାଶ୍ୱତୀ ବୁଧବାର ତାଙ୍କ ଗସ୍ତ...

Leave a comment

Your email address will not be published. Required fields are marked *