ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର

ଖଲିକୋଟ,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ବ୍ଲକ ଅନ୍ତର୍ଗତ ନାଇକାଣୀପଲ୍ଲୀ ଗ୍ରାମରେ ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ବସନ୍ତ ସ୍ବାଇଁଙ୍କ ବଡ଼ପୁଅ ରାଜେଶ ସ୍ବାଇଁ(୧୩) ଏବଂ ସାନପୁଅ ଆକାଶ ସ୍ବାଇଁ(୧୦)।

ସୂଚନାନୁଯାୟୀ, ରାଜେଶ ଏବଂ ଆକାଶ ନିଜ ଘରେ ମୋବାଇଲ ବ୍ୟାଟେରୀରେ ଖେଳୁଥିବା ବେଳେ କୌଣସି କାରଣରୁ ବ୍ୟାଟେରୀଟି ଫାଟି ଯାଇଥିଲା। ଫଳରେ ଉଭୟଙ୍କ ହାତ, ଗୋଡ଼ ଓ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ଦୁହିଁଙ୍କୁ ପ୍ରଥମେ ଖଲିକୋଟ ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବ୍ରହ୍ମପୁର ପଠାଯାଇଛି।


All Right Reserved By Dharitri.Com

୨୦୦ ବସ୍ତା ବେଆଇନ ବିସ୍ଫୋରକ ସାମଗ୍ରୀ ଜବତ: ୨ ଅଟକ

ଜୟପୁର,୨।୩(ଡି.ଏନ୍‌.ଏ.): ହାଇଦ୍ରାବାଦରୁ ଏକ କ୍ୟାଣ୍ଟନରରେ ୨୦୦ ବସ୍ତା ବେଆଇନ ବିସ୍ଫୋରକ ସାମଗ୍ରୀ ମାଲକାନଗିରି ଜିଲାର କୋରୁକୋଣ୍ଡା ବ୍ଲକ ଅଞ୍ଚଳକୁ ଚାଲାଣ ବେଳେ ସୋମବାର ଭୋର୍‌ରୁ ଜୟପୁର...

ହାଣ୍ଡି ମାଠିଆ ଧରି ରାସ୍ତାରେ ବସିଲେ ମହିଳା

ପୁରୁଷୋତ୍ତମପୁର,୧୫।୭(ଡି.ଏନ୍‌.ଏ.)-ପୁରୁଷୋତ୍ତମପୁର ବ୍ଲକ ବଡ ବରଗାଁରେ ଦୀର୍ଘଦିନ ହେଲା ପାନୀୟ ଜଳର ସଙ୍କଟ ଦେଖାଦେଇଛି। ଲୋକେ ପୋଖରୀ ପାଣିପିଇ ରୋଗାକ୍ରାନ୍ତ ହେଉଛନ୍ତି। ସମସ୍ୟା ସମାଧାନ ପାଇଁ ବ୍ଲକ...

କାର୍ଯ୍ୟାଳୟ ଘେରିଲେ ଭୂମିହୀନ ଆଦିବାସୀ

ଭଦ୍ରକ ଅଫିସ,୨୦ା୬ – ଘରଡିହ ପଟ୍ଟା ତୁରନ୍ତ ଯୋଗାଇ ଦେବା ଦାବିରେ ଶତାଧିକ ଭୂମିହୀନ ଆଦିବାସୀ ପରିବାର ବୁଧବାର ଭଦ୍ରକ ତହସିଲ ଅଧୀନ ରାନ୍ଦିଆ ରାଜସ୍ବ...

ବାଞ୍ଛାକଳ୍ପ ସଂସ୍କୃତ ବିଦ୍ୟାପୀଠ ହଷ୍ଟେଲରେ ଭୂତ ଭୟ: ହଷ୍ଟେଲ ଛାଡ଼ିଲେ ୫ ଛାତ୍ର

ଉଦଳା,୨୨।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଖଇରା ଥାନା ବାଞ୍ଛାକଳ୍ପ ସଂସ୍କୃତ ବିଦ୍ୟାପୀଠ ହଷ୍ଟେଲର ୫ ଜଣ ଛାତ୍ର ରବିବାର ଭୋରରେ ହଷ୍ଟେଲ ଛାଡି ଚାଲି ଯାଇଛନ୍ତି।...

ଧଉରାଗୋଠ ଜଳସେଚନ ପ୍ରକଳ୍ପକୁ ବିରୋଧ: ମରିଯିବୁ ପଛେ ଜାଗା ଦେବୁନି

ବଇଣ୍ଡା,୩୦।୧୧(ଡି.ଏନ୍‌.ଏ.) – ସଂସାରକୁ ଚଳାଉଥିବା ଭିଟାମାଟିକୁ ଛଡ଼ାଇ ନେଇ ଧଉରାଗୋଠ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ଯୋଜନା କରାଯାଉଛି। ହେଲେ ଦାନା ଦେଉଥିବା ଜମିରୁ ଇଞ୍ଚେ...

ଏଟିଏମ୍‌ ତାଡ଼ି ଟଙ୍କା ଲୁଟ୍‌

ଛେଣ୍ଡିପଦା,୧ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅନ୍ତର୍ଗତ କୋଶଳା ଲକ୍ଷ୍ମୀ ବଜାରଠାରେ ଥିବା ଆକ୍ସିସ ବ୍ୟାଙ୍କ ଏଟିଏମ ତାଡ଼ି ଶନିବାର ରାତିରେ ଦୁର୍ବୃତ୍ତମାନେ ଟଙ୍କା ଲୁଟ୍‌...

ନିରୀକ୍ଷଣରେ ୨୮ ସନ୍ଦିଗ୍ଧ

କେନ୍ଦୁଝର, ୨୩।୩(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାରେ ବିଦେଶ ଫେରନ୍ତା ୩୪ଜଣଙ୍କ ସମେତ ରାଜ୍ୟ ବାହାରୁ ଆସିଥିବା ମୋଟ ୭୯୯ ଜଣଙ୍କ ନାମ ସ୍ବାସ୍ଥ୍ୟ ବିଭାଗରେ ପଞ୍ଜୀକରଣ କରାଯାଇଛି। ଏମାନଙ୍କ...

ଛାତ୍ରୀ ଅଶ୍ଳୀଳ ଭିଡ଼ିଓ ଶୁଟିଂ ଘଟଣା: ତାଳସାରୀରେ ମହିଳା, ପୁରୁଷଙ୍କ ମେଳି

ଭୋଗରାଇ, ୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଶାରୀରିକ ନିର୍ଯାତନା, ଅଶ୍ଳୀଳ ଭିଡ଼ିଓ ଶୁଟିଂ ଓ ବ୍ଲାକମେଲିଂ ଘଟଣାରେ ମାସେ ବିତିଥିଲେ...

Leave a comment

Your email address will not be published. Required fields are marked *