ସଂକ୍ରମଣରେ ଲାଗୁନି ବ୍ରେକ୍‌: ଆଜି ଚିହ୍ନଟ ହେଲେ ୧୨,୮୫୨ ଆକ୍ରାନ୍ତ; ଖୋର୍ଦ୍ଧା-କଟକରୁ ସର୍ବାଧିକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ସତ୍ତ୍ୱେ ବେଲଗାମ ସ୍ଥିତିରେ କରୋନା। ଦୈନିକ ସଂକ୍ରମଣ ୧୦ ହଜାରରୁ କମିବାର ନା ନେଉନାହିଁ। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨,୮୫୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୧୯୫ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୫୬୫୭ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୯୨୩୮୨କୁ ବୃଦ୍ଧି ପାଇଛି।

ରବିବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନାନୁଯାୟୀ, ଖୋର୍ଦ୍ଧାରୁ ସର୍ବାଧିକ ୧୯୦୯, କଟକରୁ ୧୦୭୩, ଅନୁଗୋଳରୁ ୮୭୪, ବାଲେଶ୍ୱରରୁ ୫୦୮, ବରଗଡ଼ରୁ ୪୬୧, ଭଦ୍ରକରୁ ୧୫୧, ବଲାଙ୍ଗୀରରୁ ୨୭୪, ବୌଦ୍ଧରୁ ୩୪୭, ଦେବଗଡ଼ରୁ ୧୦୫, ଢ଼େଙ୍କାନାଳରୁ ୪୮୨, ଗଜପତିରୁ ୭୭, ଗଞ୍ଜାମରୁ ୩୪୦,ଜଗତସିଂହପୁରରୁ ୩୦୦, ଯାଜପୁରରୁ ୩୩୭, ଝାରସୁୁଗୁଡ଼ାରୁ ୩୯୯, କଳାହାଣ୍ଡିରୁ ୬୬୮, କନ୍ଧମାଳରୁ ୧୦୪, କେନ୍ଦ୍ରାପଡ଼ାରୁ ୨୮୫, କେନ୍ଦୁଝରରୁ ୧୮୦, କୋରାପୁଟରୁ ୨୭୨, ମାଲକାନଗିରିରୁ ୧୧୪, ମୟୂରଭଞ୍ଜରୁ ୫୮୬, ନବରଙ୍ଗପୁରରୁ ୩୪୪, ନୟାଗଡ଼ରୁ ୩୩୧, ନୂଆପଡ଼ାରୁ ୭୦, ପୁରୀରୁ ୪୭୨, ରାୟଗଡ଼ାରୁ ୧୯୮, ସମ୍ବଲପୁରରୁ ୩୫୫, ସୋନପୁରରୁ ୫୫, ସୁନ୍ଦରଗଡ଼ରୁ ୮୪୮ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୩୩୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରୁ ୧୧୧୮୬୨ ଆକ୍ଟିଭ୍‌ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri