ରାଜ୍ୟରେ ୧୨,୮୮,୨୧୦ ଛୁଇଁଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯ା୫(ବ୍ୟୁରୋ): ରାଜ୍ୟରୁ ସୋମବାର ୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୨୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର, କନ୍ଧମାଳ, ମୟୂରଭଞ୍ଜ ଏବଂ ନୂଆପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୨୧୦ରେ ପହଞ୍ଚିଥିବା ବେଳେ ୧୨,୭୮,୮୭୦ ଜଣ ସୁସ୍ଥ ହୋଇଛନ୍ତି। ୧୬୧ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri