Posted inଜାତୀୟ

ସରକାର ଗଠନ ପାଇଁ ଅଣ୍ଟାଭିଡ଼ା: ଶୁକ୍ରବାର ଶିବସେନା-ଏନ୍‌ସିପି-କଂଗ୍ରେସ ବୈଠକ

ମୁମ୍ବାଇ,୨୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଅଣ୍ଟା ଭିଡ଼ିଛନ୍ତି ଶିବସେନା, ଏନ୍‌ସିପି ଏବଂ କଂଗ୍ରେସ। ଏନେଇ ଶୁକ୍ରବାର ଏହି ତିନି ଦଳଙ୍କ ମଧ୍ୟରେ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୩୦ରେ ମାତୋଶ୍ରୀରେ ସମସ୍ତ ବିଧାୟକ ବୈଠକରେ ଯୋଗଦେବେ। ସେହିପରି ଅପରାହ୍ନ ୪ଟାରେ କଂଗ୍ରେସ ବିଧାୟକ ଦଳର ନେତା ଚୟନ କରାଯିବ।


All Right Reserved By Dharitri.Com

ଭାଜପାକୁ କେଜରିଓ୍ବାଲଙ୍କ ଖୋଲା ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି(ଏଏପି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ କଡା ଟକ୍କର ହେବ ବୋଲି କୁହାଯାଉଛି। ମଙ୍ଗଳବାର ଏଏପି...

ମହାରାଷ୍ଟ୍ରରେ ବର୍ଷା ବିତ୍ପାତ: ୨୨ ଫୁଟ ଉଚ୍ଚ କାନ୍ଥ ତଳେ ଚାପି ହେଲେ ୧୭ ଲୋକ

ପୁଣେ,୨୯।୬: ପ୍ରବଳ ବର୍ଷା ଯୋଗୁ ମହାରାଷ୍ଟ୍ରରେ ସୃଷ୍ଟି ହୋଇଛି ଅଭାବନୀୟ ସ୍ଥିତି। ପୁଣେର କୋଣ୍ଡଓ୍ବାସ୍ଥିତ ତାଲାବ୍‌ ମସଜିଦ୍‌ ଅଞ୍ଚଳରେ ଏକ ୨୨ପୁଟ ଉଚ୍ଚ କାନ୍ଥ ପ୍ରବଳ...

୯ଘଣ୍ଟା ଶୋଇବାକୁ ଏହି କମ୍ପାନୀ ଦେଉଛି ଲକ୍ଷେ ଟଙ୍କା ଦରମା

ବେଙ୍ଗାଲୁରୁ: କର୍ମଚାରୀଙ୍କ କାର୍ଯ୍ୟରେ ଖୁସି ହୋଇ କମ୍ପାନୀ କର୍ତ୍ତୃପକ୍ଷ ଦରମା ବଢ଼ାଇବା ସହ ଇନ୍‌ସେଟିଭ୍‌ ଦେଉଥିବା କଥା ବହୁ ଥର ଶୁଣିଥିବେ ବା ଜାଣିଥିବେ। ହେଲେ...

ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟ ବନ୍ଦ ପାଇଁ ରାଜ୍ୟ ସଭାରେ ଦାବି

ନୂଆଦିଲ୍ଲୀ,୨୭ା୭(ପି.ଟି.): ଓଡିଶାର ଆଦିବାସୀ ଓ ସେମାନଙ୍କ ଜମିର ସୁରକ୍ଷା ପାଇଁ ଆନ୍ଧ୍ରପ୍ରଦେଶରେ ପୋଲାଭରମ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ଶୁକ୍ରବାର ବିଜେଡି ଏମ୍‌ପି ସସ୍ମିତ...

ଓମାର, ମେହବୁବାଙ୍କ ବିରୋଧରେ ପିଏସ୍‌ଏ

ଶ୍ରୀନଗର,୭-୨:ଅଗଷ୍ଟ ୫ରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରଠୁ ଅଟକ ଥିବା ଜମ୍ମୁ-କଶ୍ମୀରର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବ୍‌ଦୁଲ୍ଲା ଓ ମେହବୁବା ମୁଫ୍‌ତିଙ୍କ ବିରୋଧରେ ପ୍ରଶାସନ...

ଗଣେଶ ପୂଜାରେ ବାଣ ଫୁଟାଇଲେ ଅବା ଚାନ୍ଦା ମାଗିଲେ ହୋଇପାରେ କଡ଼ା କାର୍ଯ୍ୟାନୁଷ୍ଠାନ

ହାଇଦ୍ରାବାଦ,୨୦।୮: ପାଖେଇ ଆସିଲାଣି ଗଣେଶ ପୂଜା। ଏବେଠାରୁ ଏହାପାଇଁ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଗଲାଣି। ହେଲେ ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ସାରିବାକୁ ପୋଲିସ ମଧ୍ୟ...

ଅନୁଚ୍ଛେଦ ୩୭୦କୁ ନେଇ ମୁହଁ ଖୋଲିଲେ ମମତା

କୋଲକାତା,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ସେ ସମର୍ଥନ ଜଣାଉ ନାହାଁନ୍ତି। ତାଙ୍କ ଦଳ ଏଥିପାଇଁ ମତ ମଧ୍ୟ ଦେଇ...

୩ ବର୍ଷରେ ୫ ରାଜ୍ୟରେ ଭାଜପା ପାଇଁ ଗେମ୍‌ ଚେଞ୍ଜର୍‌ ହୋଇଛନ୍ତି ରାଜ୍ୟପାଳ

ନୂଆଦିଲ୍ଲୀ,୨୪।୧୧: ଗତ ୩ ବର୍ଷ ମଧ୍ୟରେ ୫ ରାଜ୍ୟରେ ଦେଖାଦେଇଥିବା ରାଜନୈତିକ ସଙ୍କଟରେ ରାଜ୍ୟପାଳ ଗେମ୍‌ ଚେଞ୍ଜର୍‌ ସାବ୍ୟସ୍ତ ହୋଇଛନ୍ତି। ପ୍ରତିଟି କ୍ଷେତ୍ରରେ ରାଜ୍ୟପାଳଙ୍କ ପଦକ୍ଷେପ...

Leave a comment

Your email address will not be published. Required fields are marked *