Posted inଜାତୀୟ

କଂଗ୍ରେସର ଗୋଡ଼ ଟାଣୁଛନ୍ତି ନିରୁପମ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରରେ ଶିବସେନା ଏବେ ଏନ୍‌ସିପି ଓ କଂଗ୍ରେସ ସହ ମେଣ୍ଟ କରି ସରକାର ଗଠନ କରିବାକୁ ପ୍ରସ୍ତୁତ ହେଉଛି। ଏତିକି ବେଳେ କିନ୍ତୁ କଂଗ୍ରେସର ଗୋଡ଼ ଟାଣୁଛନ୍ତି ଦଳର ନେତା ସଞ୍ଜୟ ନିରୁପମ। ଗୋଟିଏ ଦିନ ପୂର୍ବରୁ ଏହାକୁ ନେଇ ନିରୁପମ କହିଥିଲେ କଂଗ୍ରେସ ଭୁଲ୍‌ କରୁଛି। ଶୁକ୍ରବାର ମଧ୍ୟ ସେ ଟୁଇଟ୍‌ କରି କଂଗ୍ରେସକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି କଂଗ୍ରେସ ଶିବସେନା ସହ ମେଣ୍ଟ କରିବା ଭାଜପା ପାଇଁ ଲାଭଦାୟକ ହେବ। କାରଣ ଏହି ମେଣ୍ଟ ସରକାର ବେଶିଦିନ ତିଷ୍ଠି ନ ରହିବାରୁ ପୁଣିଥରେ ଏହାର ଫାଇଦା ଉଠାଇବ ଭାଜପା। ହୁଏତ ଭାଜପାରୁ କେହି ମୁଖ୍ୟମନ୍ତ୍ରୀ ହେବେ ଅଥବା ପୁଣିଥରେ ନିର୍ବାଚନ ହେବ। ଯେଉଁଥିରେ ପୁଣି ଭାଜପା ବାଜି ମାରିବ। ଆଉ କଂଗ୍ରେସ କେଉଁ କୂଳର ହେବ ନାହିଁ ବୋଲି ସେ କହିଛନ୍ତି। ସଞ୍ଜୟଙ୍କ ଏହି ଟୁଇଟ୍‌ ପରେ ସେ କଂଗ୍ରେସର ଗୋଡ ଟାଣୁଛନ୍ତି ବୋଲି ରାଜନୈତୀକ ମହଲରେ ଚର୍ଚ୍ଚା ହେଉଛି।


All Right Reserved By Dharitri.Com

ଲ୍ୟାଣ୍ଡିଂ ସମୟରେ ବିମାନ ଦୁର୍ଘଟଣାଗ୍ରସ୍ତ

ଲକ୍ଷ୍ନୌ,୨୭।୮: ଉତ୍ତରପ୍ରଦେଶର ଅଲୀଗଡ଼ରେ ଚାର୍ଟଡ କମ୍ପାନୀର ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ଧନୀପୁର ବିମାନ ବନ୍ଦରରେ ଲ୍ୟାଣ୍ଡିଂ କରୁଥିବା ସମୟରେ ଏକ ବିଦ୍ୟୁତ୍‌...

ଜେଲରେ ଥିବା ଇନ୍ଦ୍ରାଣୀ ମୁଖାର୍ଜୀ ଏବଂ ପିଟର ମୁଖାର୍ଜୀଙ୍କ ମଧ୍ୟରେ ଛାଡ଼ପତ୍ର

ନୂଆଦିଲ୍ଲୀ,୪।୧୦: ଶୀନା ବୋରା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଇନ୍ଦ୍ରାଣୀ ମୁଖାର୍ଜୀ ଏବଂ ପିଟର ମୁଖାର୍ଜୀଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଛି। ଉଭୟ ଏବେ ଜେଲରେ ବନ୍ଦୀ...

କୂଟନୈତିକ ସମ୍ପର୍କ ବୃଦ୍ଧିକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୭ା୬: ଆମେରିକା ପରରାଷ୍ଟ୍ର ସଚିବ ମାଇକ୍‌ ପମ୍ପିଓ ବୁଧବାର ଭାରତ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ସାକ୍ଷାତ...

ଅନ୍‌ଲାଇନ୍‌ରେ ପିଆଜ କିଲୋ ୧୫୦, ଆଳୁ ୧୦୦

ଲକ୍ଷ୍ନୌ,୩୦।୯: ସମଗ୍ର ଦେଶରେ ଏବେ ପିଆଜ ଦର ବୃଦ୍ଧି ପାଇଛି। ଏହାର ବର୍ଦ୍ଧିତ ଦର ସାଧାରଣ ଲୋକଙ୍କ ପକେଟ୍‌କୁ ସିଧା ମାଡ଼ କରୁଛି। କେଉଁଠି ପିଆଜ...

କୁଳଭୂଷଣଙ୍କୁ କୂଟନୈତିକ ସହଯୋଗ ମାମଲା: ସର୍ତ୍ତକୁ ନେଇ ବଢୁଛି ଅଡ଼ୁଆ

ଇସ୍‌ଲାମାବାଦ,୪ା୮(ପି.ଟି.): ପାକିସ୍ତାନ ସେନା ଅଦାଲତରେ ମୃତ୍ୟୁ ଦଣ୍ଡାଦେଶ ପାଇ ବନ୍ଦିଥିବା ଭାରତର ପୂର୍ବତନ ସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ କୂଟନୈତିକ ସହାୟତା ଯୋଗାଇ ଦେବା ଲାଗି...

ବିଲ୍‌ ନ ଦେଲେ ଖାଇବା ମାଗଣା

ଚଣ୍ଡିଗଡ଼,୯।୯: ହରିୟାଣା-ପଞ୍ଜାବ ସମେତ ଅମ୍ବାଲାର ସବୁ ରେଳ ଷ୍ଟେଶନର ଦୋକାନୀମାନଙ୍କ ପାଇଁ ନୂଆ ନିୟମ ଲାଗୁ କରାଯାଇଛି। ଏବେ ଗ୍ରାହକଙ୍କୁ ଦୋକାନୀମାନେ ଉଚ୍ଚା ଦରରେ ଆଉ...

ମହିଳାଙ୍କ ପାଇଁ ରାଜଧାନୀ ଦିଲ୍ଲୀ ବି ନୁହେଁ ସୁରକ୍ଷିତ: ୨ ହଜାର ଅନ୍ଧାରୀ ଇଲାକାରେ ଆଖିପିଛୁଳାକେ ଘଟୁଛି ଅପରାଧ

ନୂଆଦିଲ୍ଲୀ,୧୦।୬: ରାଜଧାନୀ ଦିଲ୍ଲୀରେ ମଧ୍ୟ ମହିଳାଙ୍କୁ ସୁରକ୍ଷା ମିଳିପାରୁ ନାହିଁ। ଏନେଇ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଦିଲ୍ଲୀରେ ଅତିସମ୍ବେଦନଶୀଳ ୨ ହଜାର ଅନ୍ଧାରୀ ଇଲାକା(ଡାର୍କ...

ସୋମବାର ଲୋକସଭାରେ ଆଗତ ହୋଇପାରେ ନାଗରିକତା ସଂଶୋଧନ ବିଲ୍‌

ନୂଆଦିଲ୍ଲୀ,୮।୧୨: ନାଗରିକତା ସଂଶୋଧନ ବିଲ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ଗତ ସପ୍ତାହରେ ମଞ୍ଜୁରୀ ଦେଇଛି। ଏବେ ଏହା ସଂସଦର ଉଭୟ ଗୃହରେ ଉପସ୍ଥାପିତ ହେବ।...

Leave a comment

Your email address will not be published. Required fields are marked *