ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ରାୟଗଡ଼ା ଅଫିସ,୨୨।୧୧: ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି l କେନ୍ଦ୍ରର ଭାଜପା ଏବଂ ରାଜ୍ୟ ସରକାରଙ୍କ ଜନମାରଣ ତଥା ଶ୍ରମିକମାରଣ ନୀତି, ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଅହେତୁକ ମୂଲ୍ୟ ବୃଦ୍ଧି, ଉତ୍କଟ ବେକାରୀ ସମସ୍ୟା ଓ ଆର୍ଥିକ ମାନ୍ଦାବସ୍ଥା ବିରୋଧରେ ପ୍ରତିବାଦ କରାଯାଇଛି l ଏଥିରେ ଜିଲା କଂଗ୍ରେସ କମିଟି ସଭାପତି ଦୁର୍ଗାପ୍ରସାଦ ପଣ୍ଡା, ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟି ରତ୍ନମଣି ଉଲାକା, ରାଜ୍ୟ ସାଧାରଣ ସମ୍ପାଦକ ଆପଲ ସ୍ବାମୀ କାଡ଼ରକାଙ୍କ ସମେତ ବହୁ ଦଳୀୟ କର୍ମୀ ସାମିଲ ଥିଲେ।


All Right Reserved By Dharitri.Com

ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଠିକା କର୍ମଚାରୀଙ୍କ ଧାରଣା: ପୁରୀ ମେଡିକାଲରେ ଅଚଳାବସ୍ଥା ଜାରି

ପୁରୀ ଅଫିସ,୨୭।୧୧: ୮ ମାସର ବକେୟା ଦରମା ପ୍ରଦାନ ଦାବିରେ ମେଡିକାଲ ଠିକା କର୍ମଚାରୀ ସଂଘ ପକ୍ଷରୁ ବୁଧବାର ମେଡିକାଲ ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି...

ଯତରାର ଦ୍ୱିତୀୟ ସନ୍ଧ୍ୟା :ରାଜସ୍ଥାନର ଭବାଇ ନୃତ୍ୟ, ପିପିଲିର ପଲ୍ଲୀନୃତ୍ୟ ମନମୋହିଲା

ସୁନ୍ଦରଗଡ଼,୨୯।୧ (ଡି.ଏନ୍‌.ଏ) -ସ୍ଥାନୀୟ ଭବାନୀ ଭବନ ପଡିଆରେ ଚାଲିଥିବା ଜିଲା ସାଂସ୍କୃତିକ ମହୋତ୍ସବ ଯତରା -୨୦୨୦ର ଦ୍ୱିତୀୟ ସନ୍ଧ୍ୟାରେ ମୁକ୍ତାକାଶ ରଙ୍ଗମଞ୍ଚରେ ରାଜ୍ୟ ତଥା ରାଜ୍ୟ...

ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଦିବାକର ପ୍ରଥମ

କେନ୍ଦ୍ରାପଡ଼ା ଅଫିସ୍‌, ୩।୧୨: କେନ୍ଦ୍ରାପଡ଼ା ବ୍ଲକ ଗରାପୁର ଗ୍ରାମର ଦିବାକର ଗୋଚ୍ଛାୟତ ବେଙ୍ଗାଲୁର ସେଣ୍ଟ୍ରାଲ କଲେଜର ଜ୍ଞାନଜ୍ୟୋତି ଅଡିଟୋରିୟମ ହଲ୍‌ରେ ଇତିମଧ୍ୟରେ ଆୟୋଜିତ ଏସିଆ ପାସିଫିକ...

ପରିବା ଗୋଦାମ ପୋଡ଼ିଦେଲେ ଦୁର୍ବୃତ୍ତ

ଫୁଲବାଣୀ ଅଫିସ, ୧୫ା୧୧ -ସ୍ଥାନୀୟ ହାଟପଦା ହାଟରେ ଥିବା ଏକ ପରିବା ଗୋଦାମ ଗୃହକୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଏଥିରେ ଲକ୍ଷାଧିକ...

୨ ପେସାଦାର ଲୁଟେରା ଗିରଫ: ୧୫ ଭରି ସୁନା ଗହଣା, ଟଙ୍କା, ଗାଡ଼ି ଜବତ

ବ୍ରହ୍ମପୁର ଅଫିସ,୨୧ା୩: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଏକ ଲୁଟ୍‌ ଘଟଣାର ମାଷ୍ଟରମାଇଣ୍ଡ୍‌ଙ୍କ ସମେତ ୨ ଜଣ ପେସାଦାର ଲୁଟେରାଙ୍କୁ ଗିରଫ କରିଛି। ସେମାନେ...

ଦୁର୍ଘଟଣା ରୋକିବା ପାଇଁ ନୂଆ ପ୍ରୟାସ, ଜାତୀୟ ରାଜପଥ କଡ଼ରେ ଲୋକଙ୍କ ପୂଜାର୍ଚ୍ଚନା

ବ୍ରହ୍ମପୁର ଅଫିସ,୩୧ା୧- ସଡକ ଦୁର୍ଘଟଣା ଜନିତ ମୃତ୍ୟୁହାର କମାଇବା ପାଇଁ ସରକାର ଅନେକ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି। ଏପରିକି ଦ୍ରୁତ ଗାଡି ଚାଳକଙ୍କୁ ସାବାଡ଼ କରିବା...

ନିରାଶ୍ରୟଙ୍କୁ ବଣ୍ଟାଗଲା ଖାଦ୍ୟ

ଢେଙ୍କାନାଳ ଅଫିସ, ୨୯।୩ – ଲକ୍‌ଡାଉନ କଟକଣା ଲାଗୁ କରାଯିବା ପରେ ସବୁଠାରୁ ବେଶି ପ୍ରଭାବିତ ହୋଇଛନ୍ତି ଗରିବ ଏବଂ ଅସହାୟ। ମୂଲ ମଜୁରି କରି...

ବାଇକ୍‌ରୁ ପଡ଼ି ୨ ଜଣଙ୍କ ଜୀବନ ଗଲା

କପ୍ତିପଦା,୧୬ା୩(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ନେଦାମ ନିକଟରେ ସୋମବାର ଅପରାହ୍ନ ୪ଟାରେ ଏକ ବାଇକ୍‌ରୁ ପଡ଼ି ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ...

Leave a comment

Your email address will not be published. Required fields are marked *