Posted inଖେଳ

ଗାଙ୍ଗୁଲିଙ୍କ ସେଲ୍‌ଫି ଦର୍ଶକମୟ

କୋଲକାତା,୨୨।୧୧- ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଚାଲିଥିବା ଐତିହାସିକ ଦିବରାତ୍ର ଟେଷ୍ଟ ଅବସରରେ ସେଲ୍‌ଫି ନେବାକୁ ଭୁଲି ନାହାନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ମ୍ୟାଚ୍‌ ଆରମ୍ଭ ହେବା ଆଗରୁ ପୂର୍ବତନ ଭାରତୀୟ ଅଧିନାୟକ ଷ୍ଟାଡିୟମର ଉପର ଫ୍ଲୋରରେ ଛିଡ଼ା ହୋଇ ଉପସ୍ଥିତ ଦର୍ଶକଙ୍କ ସହ ସେଲ୍‌ଫି ନେଇଥିଲେ। ଏହାକୁ ସେ ଟୁଇଟରରେ ଶେୟାର କରି କ୍ୟାପଶନରେ ଲେଖିଛନ୍ତି, ପିଙ୍କ ବଲ ଟେଷ୍ଟ ପାଇଁ ଇଡେନରେ ଚମତ୍କାର ପରିବେଶ ସୃଷ୍ଟି ହୋଇଛି।


All Right Reserved By Dharitri.Com

Posted inଖେଳ View All

ପୁନିଆ ‘ଜୁନିୟର ଫ୍ରିଷ୍ଟାଇଲ ରେସ୍‌ଲର ଅଫ୍‌ ଦି ଇୟର’

ନୂଆଦିଲ୍ଲୀ, ୧୭ା୧୨(ପି.ଟି.)- ଉଭୟ ଜୁନିୟର ଏବଂ ସିନିୟର ବିଭାଗରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ବିଜେତା ଦୀପକ ପୁନିଆ ୟୁନାଇଟେଡ ଓ୍ବାଲର୍‌ଡ ରେସ୍‌ଲିଂ...

ଏମ୍‌ଏସ୍‌ ଧୋନୀ କ୍ରିକେଟ ଏକାଡେମୀ: ନିମପୁରରେ ଆରମ୍ଭ ହେଲା କୋଚିଂ କ୍ଲିନିକ୍‌

କଟକ ଅଫିସ,୨୬ା୫- ଏମ୍‌ଏସ୍‌ ଧୋନୀ କ୍ରିକେଟ ଏକାଡେମୀ ଆନୁକୂଲ୍ୟରେ ସ୍ଥାନୀୟ ନିମପୁର କ୍ରିକେଟ ଗ୍ରାଉଣ୍ଡରେ ଶନିବାର ଠାରୁ ଆରମ୍ଭ ହୋଇଛି କ୍ରିକେଟ କୋଚିଂ କ୍ଲିନିକ ।...

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୧୫୦୦ ମିଟର: ଶ୍ରେଷ୍ଠ ପ୍ରଦର୍ଶନ ସତ୍ତ୍ୱେ ଚିତ୍ରା ବାଦ୍‌

ଦୋହା, ୩।୧୦(ପି.ଟି.)- ଏଠାରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୫୦୦ ମିଟର ରେସ୍‌ର ହିଟ୍‌ରେ ଭାରତର ପି.ୟୁ. ଚିତ୍ରା ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ...

କୋହଲିଙ୍କ ଅପେକ୍ଷାରେ ସ୍ବତନ୍ତ୍ର ମାଇଲଷ୍ଟୋନ

ଥିରୁଭାନନ୍ତପୁରମ,୮।୧୨- ଭାରତୀୟ ଅଧିନାୟକ ବିରାଟ କୋହଲି ଏକ ସ୍ବତନ୍ତ୍ର ମାଇଲଷ୍ଟୋନ ଅଧିକାରୀ ହେବାକୁ ଯାଉଛନ୍ତି। ଦେଶରେ ଖେଳାଯାଇଥିବା ଟି୨୦ ଫର୍ମାଟରେ ସେ ଏପର୍ଯ୍ୟନ୍ତ ୯୭୫ ରନ୍‌...

ଡ୍ରାଭିଡ୍‌ଙ୍କ ସହ ସମୟ ବିତାଇଲା ଟିମ୍‌ ଇଣ୍ଡିଆ

ବେଙ୍ଗାଲୁରୁ,୨୦।୯: ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି୨୦ ସିରିଜ୍‌ର ଅନ୍ତିମ ତଥା ୩ୟ ମ୍ୟାଚ୍‌ ଖେଳାଯିବ। ବିରାଟ...

ଭାରତ ଏ’ ଦଳରେ ଋତୁରାଜ, ଅନମୋଲପ୍ରୀତ, ଇଶାନ

ନୂଆଦିଲ୍ଲୀ,୪।୭(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଭାରତ ଏ’ ଦଳ ଘୋଷଣା କରିଛି। ଏହି ଦଳରେ କେତୋଟି ପରିବର୍ତ୍ତନ କରାଯାଇଛି। ଆଗାମୀ ଓ୍ବେଷ୍ଟଇଣ୍ଡିଜ ଏ’...

ଭାରତୀୟ ସେନାରେ ଯୋଗଦେଲେ ଧୋନୀ, କରିବେ ଏହି କାମ

ଶ୍ରୀନଗର, ୨୫।୭: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଖୁବ୍‌ଶୀଘ୍ର ଭାରତୀୟ ସେନା ସହ ଯୋଗ ଦେବାକୁ ଯାଉଛନ୍ତି। ଜୁଲାଇ ୩୧ରେ...

ଇମ୍ରାନ, ସଚିନଙ୍କୁ ନେଇ ଦ୍ୱନ୍ଦ୍ୱରେ ପାକ୍‌ ପ୍ରଧାନମନ୍ତ୍ରୀଙ୍କ ସହଯୋଗୀ

ନୂଆଦିଲ୍ଲୀ,୨୩ା୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଜଣେ ସହଯୋଗୀ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ନେଇ ଦ୍ୱନ୍ଦ୍ୱରେ ଥିବା ଜଣାପଡ଼ିଛି। ପାକିସ୍ତାନ ପିଏମ୍‌ଙ୍କ ସ୍ପେଶାଲ...

Leave a comment

Your email address will not be published. Required fields are marked *