Posted inଜାତୀୟ

ଗ୍ୟାସ୍‌ ଫାଟି ବିଧାୟକ ଏବଂ ତାଙ୍କ ସ୍ତ୍ରୀ ଗୁରୁତର

ପାଟନା, ୨୮।୫: ରୋଷେଇ ଗ୍ୟାସ୍‌ ଫାଟି ବିହାରର ଜଣେ ବିଧାୟକ ଏବଂ ତାଙ୍କ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ଦୁହିଁଙ୍କୁ ପାଟନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ,ଜେଡିୟୁ ବିଧାୟକ ମେଭାଲାଲ ଚୌଧୁରୀ ତାରାପୁରର କମରଗାମା ଗ୍ରାମରେ ଥିବା ପୈତୃକ ବାସଭବନରେ ଥିବାବେଳେ ହଠାତ୍‌ ଗ୍ୟାସ୍‌ ଟାଙ୍କିରେ ନିଆଁ ଲାଗିଯାଇଥିଲା। ଫଳରେ ମେଭାଲାଲଙ୍କ ସ୍ତ୍ରୀ ନିଆଁରେ ଫଶି ଯାଇଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ମେଭାଲାଲ ନିଆଁ ଭିତକୁ ପଶିଯାଇ ଗୁରୁତର ଆହତ ହୋଇଥିଲେ।


All Right Reserved By

ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ପ୍ରୟାଗରାଜ,୧୬।୭: ଗୁରୁପୂର୍ଣ୍ଣିମା ଅବସରରେ ମଙ୍ଗଳବାର ସକାଳୁ ଲକ୍ଷାଧିକ ଭକ୍ତ ‘ତ୍ରିବେଣୀ ସଙ୍ଗମ’ରେ ବୁଡ଼ ପକାଇ ପୂଜାର୍ଚ୍ଚନା କରିଛନ୍ତି। ଏହିଦିନ ‘ତ୍ରିବେଣୀ ସଙ୍ଗମ’ରେ ବୁଡ ପକାଇଲେ ପୂର୍ଣ୍ଣ୍ୟ...

ତ୍ରିଶଂକୁ ଫଳାଫଳ ହେଲେ ସରକାର ଗଠନ ପାଇଁ ତୁରନ୍ତ ରାଷ୍ଟ୍ରପତିଙ୍କ ନିକଟରେ ଆବେଦନ କରିବ କଂଗ୍ରେସ

ନୂଆଦିଲ୍ଲୀ,୨୩।୫: ତ୍ରିଶଂକୁ ଫଳାଫଳ ହେଲେ ସରକାର ଗଠନ ଲାଗି ପ୍ରଥମେ ରାଷ୍ଟ୍ରପତିଙ୍କ ନିକଟରେ କଂଗ୍ରେସ ଆବେଦନ କରିବ ବୋଲି ସୂଚନା ମିଳିଛି। ଏନ୍‌ଡିଏକୁ ଯଦି ବହୁମତ...

ସପ୍ତାହେ ମଧ୍ୟରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବେ ୟେଦୁରପ୍ପା

ବେଙ୍ଗାଲୁରୁ,୨୬।୭: କର୍ନାଟକର ୨୫ତମ ମୁଖ୍ୟମନ୍ତ୍ରୀ ଭାବେ ବିଏସ୍‌ ୟେଦୁରପ୍ପା ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। କଂଗ୍ରେସ ଜେଡିଏସ୍‌ ମେଣ୍ଟ ସରକାର ଭାଙ୍ଗିବାର ମାତ୍ର ୩ ଦିନ...

ବିଗ୍‌ବସ୍‌ରେ ଭାଗ ନେବାକୁ ଚାହାଁନ୍ତି ହଳଦିଆ ଶାଢି ପିନ୍ଧା ପୋଲିଂ ଅଧିକାରୀ

ଲକ୍ଷ୍ନୌ,୧୭।୫: ଲୋକ ସଭା ନିର୍ବାଚନ ୨୦୧୯ ଅବସରରେ ଏବେ ଉତ୍ତର ପ୍ରଦେଶ ଲକ୍ଷ୍ନୌର ଜଣେ ମହିଳା ପୋଲିଂ ଅଧିକାରୀଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା...

ଭାଜପା ୧୬୫ ଏବଂ କଂଗ୍ରେସ ୮୬ରେ ଆଗୁଆ

ନୂଆଦିଲ୍ଲୀ, ୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ସକାଳ ୮ଟା ୪୫ ସୁଦ୍ଧା ଭାଜପା ୧୬୫...

ଏନ୍‌ଆର୍‌ସିରୁ ଆଉ ଲକ୍ଷେ ବାଦ୍‌ ପଡ଼ିଲେ

ଗୁଆହାଟୀ,୨୭ା୬(ପି.ଟି.) :ଆସାମ ସରକାରଙ୍କ ପକ୍ଷରୁ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ପ୍ରକାଶ ପାଇଛି। ଏଥିରୁ ଆଉ ଲକ୍ଷାଧିକ ଲୋକ ବାଦ୍‌ ପଡ଼ିଛନ୍ତି। ଗତବର୍ଷ ଜୁଲାଇ ୩୦ରେ...

ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବି କଲା କଂଗ୍ରେସ

ଶ୍ରୀନଗର/ନୂଆଦିଲ୍ଲୀ, ୪ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ଅତିରିକ୍ତ ସେନା ପ୍ରେରଣ ନେଇ ରାଜ୍ୟବାସୀ ଆଶଙ୍କା ମଧ୍ୟରେ ରହିଛନ୍ତି। କେନ୍ଦ୍ର ସରକାର ରାଜ୍ୟରେ ଆତଙ୍କର ବାତାବରଣ ସୃଷ୍ଟି କରିଥିବା ବିରୋଧୀ...

୩ ବର୍ଷରେ ନିର୍ବାଚନରେ ଖର୍ଚ୍ଚ ହୋଇଛି ୯ ହଜାର କୋଟି; ୬୦ ପ୍ରତିଶତ କେବଳ ଇଭିଏମ୍‌ରେ

ନୂଆଦିଲ୍ଲୀ,୭।୭: ଗତ ୩ ବର୍ଷ ମଧ୍ୟରେ ୯ ହଜାର କୋଟି ଟଙ୍କା ଲୋକ ସଭା ନିର୍ବାଚନରେ ଖର୍ଚ୍ଚ ହୋଇଛି। ସେଥିମଧ୍ୟରୁ ୬୦ ପ୍ରତିଶତ କେବଳ ଇଭିଏମ୍‌ରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *