ସିବିଓଆଇର ୧୧୨ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୩।୧୨:ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ସିବିଓଆଇ) ର କ୍ଷେତ୍ରୀୟ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ବ୍ୟାଙ୍କର ୧୧୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ଅନାଦି ବିଶ୍ୱାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବ୍ୟାଙ୍କର ପ୍ରତିଷ୍ଠାତା ସୋରାବଜୀ ପଚଖନଓ୍ବାଲାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କର ପୂର୍ବତନ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ବିରୁପାକ୍ଷ ମିଶ୍ର, ପୂର୍ବତନ ମହାପ୍ରବନ୍ଧକ ଦେବଦତ୍ତ ନାୟକ, ପୂର୍ବତନ କ୍ଷେତ୍ରୀୟ ମୁଖ୍ୟ ପି.କେ. ମହାନ୍ତି ଏବଂ ଅବସରପ୍ରାପ୍ତ ଅଧିକାରୀ ସଂଘର ସାଧାରଣ ସମ୍ପାଦକ ଦାମୋଦର ନନ୍ଦଙ୍କ ସମେତ ବ୍ୟାଙ୍କର ବହୁ ବରିଷ୍ଠ ଅଧିକାରୀ, କର୍ମଚାରୀ ଓ ପୂର୍ବତନ କର୍ମଚାରୀମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଏକ ଗ୍ରାହକ ସମ୍ମିଳନୀର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଋଣ ସୁଧ କମାଇଲା ଏସ୍‌ବିଆଇ

ନୂଆଦିଲ୍ଲୀ,୮।୭ : ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ମାର୍ଜିନାଲ କଷ୍ଟ ଅଫ୍‌ ଫଣ୍ଡସ ବେସ୍‌ଡ ଲେଣ୍ଡିଂ ରେଟ୍‌ (ଏମ୍‌ସିଏଲ୍‌ଆର୍‌) ବା ଋଣ ଉପରେ ସୁଧହାର...

ମଜଭୁତ ଷ୍ଟାର୍ଟଅପ ଇକୋସିଷ୍ଟମକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୧୭।୧: ବେଦାନ୍ତ ଆଲୁମିନିୟମର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଜାତୀୟ ଷ୍ଟାର୍ଟଅପ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କମ୍ପାନୀ ଦେଶର ସମୃଦ୍ଧ ଷ୍ଟାର୍ଟଅପ ଇକୋସିଷ୍ଟମ ଓ...

ଘର କ୍ରେତାଙ୍କ ସମସ୍ୟା ଦୂରକରିବ ରେରା:ମୋଦି

ଲକ୍ଷ୍ନୌ : ବିଲ୍ଡର ଏବଂ ଘର କିଣୁଥିବା ବ୍ୟକ୍ତିବିଶେଷଙ୍କ ମଧ୍ୟରେ ବିଶ୍ୱାସ କ୍ଷେତ୍ରରେ ବିଭିନ୍ନ ସମସ୍ୟା ରହିଛି। ଏଭଳି ବିଭିନ୍ନ ଆନୁଷଙ୍ଗିକ ସମସ୍ୟା ଦୂରକରିବା ଲାଗି...

୧୨ ଦିନ ହେବ ତୈଳଦର ସ୍ଥିର

ନୂଆଦିଲ୍ଲୀ,୧୨।୪: ତୈଳ ଦର ବୃଦ୍ଧିକୁ ନେଇ ସାଧାରଣ ଖାଉଟିଙ୍କ ଠାରୁ ଆରମ୍ଭ କରି ସଂସଦ ପର୍ଯ୍ୟନ୍ତ ବିଭିନ୍ନ ବର୍ଗର ଲୋକ ସରକାରକୁ ବିରୋଧ କରିବା ସହ ଅସନ୍ତୋଷ...

ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୬-୪: ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ଏହାର କଲିକତାସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ୧୫୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ବ୍ୟାଙ୍କର ଏମ୍‌ଡି ତଥା ସିଇଓ ସିଏଚ୍‌ ଏସ୍‌.ଏସ୍‌....

ସିଜିୟୁରେ ‘ସ୍ମାର୍ଟ ଇଣ୍ଡିଆ ହ୍ୟାକଥନ’

ଭୁବନେଶ୍ୱର,୨୬।୭:ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଟାନ ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ) ପରିସରରେ ‘ସ୍ମାର୍ଟ ଇଣ୍ଡିଆ ହ୍ୟାକଥନ-୨୦୨୨ ସଫ୍ଟୱେର ବର୍ଗର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହୋଇଯାଇଛି। ଏହି...

ଆଇଏମ୍‌ଏଫ୍‌ର ଫାଷ୍ଟ ଡେପୁଟି ମ୍ୟାନେଜିଂ ଡାଇରେକ୍ଟର ହେବେ ଗୀତା ଗୋପିନାଥ

ନୂଆଦିଲ୍ଲୀ,୩ ।୧୨: ଅନ୍ତରାଷ୍ଟ୍ରୀୟ ମୁଦ୍ରା କୋଷ(ଆଇଏମ୍‌ଏଫ୍‌)ର ପ୍ରଥମ ଡେପୁଟି ମ୍ୟାନେଜିଂ ଡାଇରେକ୍ଟର(ଏଫ୍‌ଡିଏମ୍‌ଡି) ଜିୟୋଫ୍ରୋ ଓକାମୋଟୋ ଆସନ୍ତା ବର୍ଷ ଆରମ୍ଭରେ ନିଜ ପଦରୁ ଇସ୍ତଫା ଦେବାକୁ ଘୋଷଣା...

‘ସ୍ଥାୟୀ ଜୀବିକା ସହ ଗୋପାଳନ ଉଦ୍ୟୋଗ ସୃଷ୍ଟି ମୂଳ ଲକ୍ଷ୍ୟ’

ଭୁବନେଶ୍ୱର,୧୯।୧୨: ରାଜ୍ୟରେ ପ୍ରଥମ ଥର ପାଇଁ ଏକ ଦୁଇ ଦିନିଆ ଗୋପାଳନ ସମ୍ମିଳନୀ ଚଳିତ ମାସ ୨୧ ଓ ୨୨ ତାରିଖ ଓଡ଼ିଶାର ବଲାଙ୍ଗୀରଠାରେ ହେବାକୁ...

Advertisement
Archives

Model This Week