୧୨ରୁ ୪୩ତମ ରିଜିଓନାଲ କଷ୍ଟ୍‌ କନ୍‌ଫରେନ୍ସ

ଭୁବନେଶ୍ୱର,୧୨।୧:(ଅନୁରାଧା ମହାରଣା): ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କଷ୍ଟ ଆକାଉଣ୍ଟସ୍‌ ଅଫ୍‌ ଇଣ୍ଡିଆ(ଆଇସିଏମ୍‌ଏଆଇ)- ଇଷ୍ଟର୍ନ ଇଣ୍ଡିଆ ରିଜିଓନାଲ କାଉନସିଲ୍‌ ଏବଂ ଭୁବନେଶ୍ୱର ଚାପ୍ଟର ପକ୍ଷରୁ ୪୩ତମ ରିଜିଓନାଲ କଷ୍ଟ୍‌ କନ୍‌ଫରେନ୍ସ ଆୟୋଜିତ ହେବାକୁ ଯାଉଛି। ପୁରୀ ଜିଲା ବଳିଆପଣ୍ଡାସ୍ଥିତ ଏକ ରିସୋର୍ଟରେ ଜାନୁଆରୀ ୧୨ରୁ ୧୪ଯାଏଁ ଏହି କାର୍ଯ୍ୟକ୍ରମ ଚାଲିବ।

‘ରୂପାନ୍ତର: ନୂତନ ଭାରତ-ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ- ଆହ୍ବାନ ଏବଂ ସୁଯୋଗ’ ଶୀର୍ଷକ ରଖାଯାଇଛି। ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିବା ଯୋଜନା ରହିଛି। ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସିଏମ୍‌ଏ ସୂର୍ଯ୍ୟନାରାୟଣ ତ୍ରିପାଠୀ ଏନେଇ ସୂଚନା ଦେଇଛନ୍ତି। ସମ୍ମିଳନୀରେ ବିଭିନ୍ନ ଦେଶରୁ ପ୍ରାୟ ୫୦୦ର ଅଧିକ ପ୍ରତିନିଧି,ବ୍ୟବସାୟୀ, ଶିଳ୍ପ ଉଦ୍ୟୋଗୀମାନେ ଉପସ୍ଥିତ ରହିବେ।

ଆଇଆର୍‌ଇଡିଏ ସିଏମ୍‌ଡି ସିଏମଏ ପ୍ରଦୀପ କୁମାର ଦାସ, ଏମ୍‌ଜିଏମ ମିନେରାଲ୍ସ ଲିଃ ସିଏମ୍‌ଡି ପଙ୍କଜଲୋଚନ ମହାନ୍ତି, ଗ୍ରୀଡ୍‌କୋ ଫାଇନ୍ନ୍ସ ଏବଂ କର୍ପୋରେଟ ଆଫାୟର୍ସର ନିର୍ଦ୍ଦେଶକ ସିଏମ୍‌ଏ ଗଗନ ବିହାରୀ ସ୍ବାଇଁ, ଇଷ୍ଟର୍ନ କୋଲ୍‌ ଫିଲ୍ଡ ନିର୍ଦ୍ଦେଶକ ଆହୁତି ସ୍ବାଇଁ, ଆଇସିଏମ୍‌ଆଇର ଉପାଧ୍ୟକ୍ଷ ସିଏମ୍‌ଏ ବିଭୂତି ଭୂଷଣ ନାୟକ, କାଉନସିଲ ସଦସ୍ୟ ଡ. ଭି. ମୁରଲୀ, କାଉନସିଲ ସଦସ୍ୟ ସିଏମ୍‌ଏ ଅଭିଜିତ ଗୋସ୍ବାମୀଙ୍କ ସମେତ ଅନ୍ୟ ପରିଚାଳନା ସଦସ୍ୟମାନେ ଯୋଗଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଏମଏସ ଧୋନିଙ୍କ ମେରିଲର ଭାପି କ୍ୟାମ୍ପସକୁ ପ୍ରଥମ ଗସ୍ତ, ଏକ ଉତ୍ସର୍ଗୀକୃତ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ପଦକ୍ଷେପ ସହିତ 'ଟ୍ରିଟମେଣ୍ଟ ଜରୁରୀ ହୈ' ଆନ୍ଦୋଳନକୁ ସୁଦୃଢ଼ କରେ।

“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ

ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri