Posted inଜାତୀୟ

୫ ବର୍ଷରେ ୧୩.୫ କୋଟି ଦାରିଦ୍ର୍ୟରୁ ମୁକ୍ତ ହୋଇଛନ୍ତି

ନୂଆଦିଲ୍ଲୀ,୧୮ା୭(ପି.ଟି.): ୨୦୨୧ ମାର୍ଚ୍ଚରେ ଶେଷ ହେଉଥିବା ୫ ବର୍ଷ ମଧ୍ୟରେ ଭାରତର ୧୩.୫ କୋଟି ଲୋକ ବହୁବିଧ ଦାରିଦ୍ର୍ୟରୁ ମୁକ୍ତ ହୋଇଥିବା ନୀତି ଆୟୋଗ ରିପୋର୍ଟରେ କୁହାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟ, ଶିକ୍ଷା ଓ ଜୀବନ ଧାରଣ ମାନରେ ଉନ୍ନତି ହୋଇଥିବା ଜଣାପଡ଼ିଛି। ଉତ୍ତରପ୍ରଦେଶ, ବିହାର ଏବଂ ମଧ୍ୟପ୍ରଦେଶରେ ଦାରିଦ୍ର୍ୟରେ ଦ୍ରୁତ ହ୍ରାସ ଘଟିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୧୫-୧୬ରେ ଭାରତରେ ବହୁବିଧ ଦାରିଦ୍ର୍ୟ ହାର ୨୪.୮୫ ପ୍ରତିଶତ ଥିବାବେଳେ ୨୦୧୯-୨୧ରେ ତାହା ୧୪.୯୬ ପ୍ରତିଶତକୁ ହ୍ରାସ ପାଇଛି। ଅର୍ଥାତ୍‌ ୫ ବର୍ଷ ମଧ୍ୟରେ ଦାରିଦ୍ର୍ୟ ହାର ୯.୮୯ ପ୍ରତିଶତ କମିଥିବା ଜାତୀୟ ବହୁବିଧ ଦାରିଦ୍ର୍ୟ ସୂଚକାଙ୍କର ଦ୍ୱିତୀୟ ସଂସ୍କରଣରୁ ଜଣାପଡ଼ିଛି। ସହରାଞ୍ଚଳ ଅପେକ୍ଷା ଗ୍ରାମାଞ୍ଚଳରେ ଦାରିଦ୍ର୍ୟର ଦ୍ରୁତ ହ୍ରାସ ଘଟୁଛି। ଗ୍ରାମାଞ୍ଚଳରେ ଦାରିଦ୍ର୍ୟ ୩୨.୫୯ ପ୍ରତିଶତରୁ ୧୯.୨୮ ପ୍ରତିଶତକୁ ହ୍ରାସ ପାଇଥିବାବେଳେ ସହରାଞ୍ଚଳ ଦାରିଦ୍ର୍ୟ ୮.୬୫ ପ୍ରତିଶତରୁ ୫.୨୭ ପ୍ରତିଶତକୁ କମିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri