Advertisement

ଏମ୍ସରେ ୧୩ ଦଲାଲଙ୍କୁ ଗିରଫ କଲା ପୋଲିସ ,ଚଢା ଦରରେ ବିକୁଥିଲେ ଟିକେଟ୍‌

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଭୁବନେଶ୍ୱର ଏମ୍ସରେ ପୋଲିସ ଶୁକ୍ରବାର ଚଢାଉ କରିଛି। ଏଥିରେ ୧୩ ଜଣ ଦଲାଲଙ୍କୁ ଗିରଫ କରିଛି। ଏହି ଦଲାଲମାନେ ରୋଗୀଙ୍କୁ ସହାୟତା ଦେବା ନାଁରେ ଟଙ୍କା ଲୁଟୁଥିଲେ। ଟିକେଟ୍‌ କାଉଣ୍ଟରରୁ ବିନା ମୂଲ୍ୟରେ ସଂଗ୍ରହ କରୁଥିବା ଟିକେଟକୁ ରୋଗୀଙ୍କ ସମ୍ପର୍କୀୟଙ୍କୁ ଚଢା ଦରରେ ବିକ୍ରି କରୁଥିଲେ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଥିଲା। ଏନେଇ ଥାନାରେ ଅଭିଯୋଗ ହେବା ପରେ ଖଣ୍ଡଗିରି ପୋଲିସ ଆଜି ଚଢାଉ କରି ୧୩ ଜଣଙ୍କୁ ଗିରଫ କରିଥିବା ବେଳେ ଆହୁରି ବହୁ ଦଲାଲ ଫେରାର ହୋଇ ଯାଇଥିବା ଜଣାପଡିଛି। ଏହି ଘଟଣାକୁ ନେଇ ପୋଲିସ ଖୋଳତାଡ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୮୩୧ ପଡ଼ାଗ୍ରାମକୁ ନାହିଁ ବିଦ୍ୟୁତ ସଂଯୋଗ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟର ୮୩୧ ପଡ଼ାଗ୍ରାମ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ଆଲୁଅରୁ ବଞ୍ଚତ୍ତ । ସାଉଥ୍‌କୋ ଅଧୀନସ୍ଥ ଗଜପତି ଜିଲାର ୪୪୭ଟି ଗ୍ରାମ ଏବେ ବି ଅନ୍ଧାରରେ ଥିବାବେଳେ...

‘ଗବେଷଣାକୁ ପ୍ରାଥମିକତା ଦିଅ’

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ ରାଜ୍ୟର ୬ ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିଙ୍କ ସହିତ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟରେ...

ରଜ ରେକର୍ଡ: ୭ଲକ୍ଷ ଟପିଲା ପିଠା ବିକ୍ରି

ଭୁବନେଶ୍ୱର,୧୭ା୬(ବ୍ୟୁରୋ) : ପୁଣିଥରେ ରଜ ପିଠାକୁ ନେଇ ଚର୍ଚ୍ଚାକୁ ଆସିଛି ପାନ୍ଥନିବାସ। ମାତ୍ର ୪ଦିନ ମଧ୍ୟରେ ୭ ଲକ୍ଷରୁ ଅଧିକ ଟଙ୍କାର ପିଠା ବିକ୍ରି କରିବାର...

ପ୍ରବଳ ଗାଳିବ ବର୍ଷା: ୭ ଜିଲାକୁ ରେଡ୍‌ ଓ୍ବର୍ନିଂ

ଭୁବନେଶ୍ବର,୧୨।୯: ପୂର୍ବକେନ୍ଦ୍ରୀୟ ଓ ଉତ୍ତରପୂର୍ବ ବଙ୍ଗୋବସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଛତିଶଗଡ଼...

ତଦନ୍ତ ପରିସରକୁ ଆସିବେ ଡିଏଫ୍‌ଓ

ପାରଳାଖେମୁଣ୍ଡି,୨୧।୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଡିଏଫଓଙ୍କୁ ପଚରାଉଚରା କରାଯିବା ନେଇ ଗଜପତି ଏସପ କହିଛନ୍ତି।...

ପଠନ ଅଭ୍ୟାସ ମଣିଷକୁ ସାକାରାତ୍ମକ କରେ

ସୋନପୁର,୨୪।୧(ନି.ପ୍ର.) ସୋନପୁର ରୟାଲ ପଡିଆଠାରେ ଗତ ୧୭ ତାରିଖରୁ ଆରମ୍ଭ ହୋଇଥିବା ଚତୁର୍ଥ ସୁବର୍ଣ୍ଣପୁର ଜିଲା ପୁସ୍ତକ ଓ ସାହିତ୍ୟ ଉତ୍ସବ ଇଙ୍କ୍‌ଫେଷ୍ଟ-୨୦୨୦ ଗୁରୁବାର ରାତିରେ...

ଅର୍ଚ୍ଚନାଙ୍କ ସ୍ବାମୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁଙ୍କୁ ଗିରଫ କଲା ପୋଲିସ। ଶୁକ୍ରବାର ଭୁବନେଶ୍ୱରର ସତ୍ୟବିହାର ଘରୁ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଜଗବନ୍ଧୁଙ୍କୁ...

ବିଜେଡି ହାତରେ ବାଲେଶ୍ୱର, ତିର୍ତ୍ତୋଲ

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ବିଜେଡି ବାଜିମାତ୍‌ କରିଛି। ଉଭୟ ଆସନରେ ବିଜୟୀ ହୋଇ ଦଳ ନିଜର ପ୍ରତିିପତ୍ତି ପୁଣି ଜାହିର କରିଛି।...

Advertisement
Archives

Model This Week