ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ମୟୂରଭଞ୍ଜରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀରୁ ୩, ଭୁବନେଶ୍ୱର ୨, ବାଲେଶ୍ୱର-ଅନୁଗୋଳ-ନୂଆପଡ଼ା-ବଲାଙ୍ଗୀରରୁ ଜଣେ ଲେଖାଏଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri