ଆଜି ରାଜ୍ୟରୁ ୧୩ ପଜିଟିଭ୍‌ ଚିହ୍ନଟ, ୧୨,୮୮,୫୧୭ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୬ା୬(ବ୍ୟୁରୋ): ରାଜ୍ୟରୁ ସୋମବାର ୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୫୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୮ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ଜଣେ ଶିଶୁ ବି ରହିଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩ ଏବଂ କଳାହାଣ୍ଡି, ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୫୧୭ରେ ପହଞ୍ଚିଥିବା ବେଳେ ୧୨,୭୯,୨୪୫ ଜଣ ସୁସ୍ଥ ହୋଇଛନ୍ତି। ୯୩ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟନାରେ ପଶିଲା ନୂଆ ଭାରିଆଣ୍ଟ ବିଏ-୧୨

ନୂଆଦିଲ୍ଲୀ,୨୮।୪: ବିହାରର ପାଟନାରୁ ଗୁରୁବାର କୋଭିଡ୍‌-୧୯ର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ମୋଟ ୧୩ଟି ନମୁନା ପରୀକ୍ଷା ହୋଇଥିବା ବେଳେ ସେଥିରୁ ଗୋଟିଏ ବିଏ-୧୨ ଷ୍ଟ୍ରେନ୍‌...

୪ରୁ ମିଳିବ ମାଟ୍ରିକ ସାର୍ଟିଫିକେଟ

କଟକ ଅଫିସ, ୨।୧୦: ଆସନ୍ତା ୪ ତାରିଖଠାରୁ ଛାତ୍ରୀଛାତ୍ରଙ୍କୁ ମିଳିବ ମାଟ୍ରିକ ସାର୍ଟିଫିକେଟ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ରାଜ୍ୟରେ ୩୦ଟି କେନ୍ଦ୍ର...

ମେଗା ବଦଳରେ ମିନି ଷ୍ଟିଲ୍‌ ପ୍ଲାଣ୍ଟ

କେନ୍ଦୁଝର, ୧୧।୭(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲାର ବଡବିଲ ତହସିଲ ଅନ୍ତର୍ଗତ କାରାଖେଣ୍ଡରାଠାରେ ଥିବା ରୁଙ୍ଗ୍‌ଟା ମାଇନ୍ସର ପୁର୍ବରୁ ଅବସ୍ଥିତ ଏକ ସ୍ପଞ୍ଜ ଆଇରନ କାରଖାନାକୁ ଷ୍ଟିଲ୍‌ ପ୍ଲାଣ୍ଟରେ...

ଗୋତି ଶ୍ରମିକ ମୁକ୍ତି ମାମଲା: ସଂଶୋଧିତ ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ

କଟକ ଅଫିସ,୨୨ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳର ୧୪ ଜଣ ଗୋତି ଶ୍ରମିକଙ୍କ ମୁକ୍ତି ପାଇଁ ଆଣ୍ଟି ସ୍ଲାଭେରୀ ଇଣ୍ଡିଆ ସଂସ୍ଥାର ମୁଖ୍ୟ ତଥା ମାନବାଧିକାର...

ନେଟ୍‌ଓ୍ବର୍କ ନାହିଁ, କେମିତି ହେବ ‘ଡିଜିଟାଲ ପ୍ରଚାର’

ବିଷମକଟକ, ୨୧।୧(ଡି.ଏନ୍‌.ଏ.): ଅବିଭକ୍ତ କୋରାପୁଟ ଜିଲାକୁ ୧୯୯୨ରେ ବିଭାଜନ କରାଯାଇ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲା ହୋଇଥିଲା। ହେଲେ ଏବେବି ୪ ଜିଲାର...

୩ ଶୀର୍ଷ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ବିଭାଗ ବଣ୍ଟନ: ମୁଖ୍ୟ ଶାସନ ସଚିବଙ୍କୁ ୨୦, ଉନ୍ନୟନ କମିଶନର ୧୫ ଏବଂ ଏପିସିଙ୍କୁ ୫ ବିଭାଗ ଦାୟିତ୍ୱ

ଭୁବନେଶ୍ୱର,୩୦-୮(ବ୍ୟୁରୋ):ରାଜ୍ୟ ପ୍ରଶାସନର ଶୀର୍ଷସ୍ତରରେ ସରକାରୀ କାର୍ଯ୍ୟକୁ ଉତ୍ତମ ରୂପେ ତର୍ଜମା କରାଯିବ। ବିଭାଗୀୟ ଅନୁଶୀଳନ ପରେ ଜଣେ ମୁଖ୍ୟ ଶାସନ ସଚିବ ପାହ୍ୟାର ଅଧିକାରୀ ଫାଇଲଗୁଡିକ...

ଶ୍ରୀମନ୍ଦିର ରୋଷ ଘରେ ଚୁଲି ଭଙ୍ଗିବା ଘଟଣା: ଥାନାକୁ ଗଲା ମାମଲା

ପୁରୀ ଅଫିସ,୪।୪ : ଶ୍ରୀମନ୍ଦିର ରୋଷ ଘରେ ୮୦ରୁ ଅଧିକ ଚୁଲି ଭଙ୍ଗାରୁଜା ଘଟଣାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନାରେ ମାମଲା ରୁଜୁ ହୋଇଛି।...

୨ ଦିନ ହେଲାଣି ୧୫ ପରିବାରଙ୍କୁ ମିଳିନି ରିଲିଫ୍‌

ଆରଡ଼ି,୨୭।୫: ବାତ୍ୟା ୟାସ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁର ଗାଁରେ ପାଣି ମାଡିଯାଇଛି। ଫଳରେ ସାଳନ୍ଦୀ ନଦୀ କୂଳ...

Advertisement
Archives

Model This Week