ପିସିସି ସଭାପତି ରେସରେ ୧୩ ଆଶାୟୀ: ସୁର

ଭୁବନେଶ୍ୱର,୧୨।୭(ବ୍ୟୁରୋ)-ଓଡିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ବଦଳିବେ। ରାଜ୍ୟରେ ନୂଆ ସଭାପତି ଖୁବ୍‌ଶୀଘ୍ର ଚୟନ କରାଯିବ ବୋଲି ଚର୍ଚ୍ଚା ଜୋର୍‌ ଧରିଥିବା ବେଳେ ଏହି ରେସ୍‌ରେ ୧୩ଜଣ ନେତା ରହିଥିବା ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି। ସୁର କହିଛନ୍ତି ଯେ, ଖୁବ୍‌ଶୀଘ୍ର ପିସିସି ସଭାପତି ପଦରେ ପରିବର୍ତ୍ତନ ହୋଇପାରେ। ଉଭୟ ଏଆଇସିସି ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଯାହାକୁ ଚାହିଁବେ ସିଏ ସଭାପତି ହେବେ। ଦଳର ହାଇକମାଣ୍ଡ ଦେଶବ୍ୟାପୀ ପିସିସି ପରିବର୍ତ୍ତନ ନେଇ ବିଚାର କରୁଛନ୍ତି। ଓଡିଶାରେ ଏହି ପଦ ପାଇଁ ବହୁ ପ୍ରମୁଖ ଦାବିଦାର ଅଛନ୍ତି। ସେମାନଙ୍କ ମଧ୍ୟରେ ଶରତ ରାଉତ, ଶରତ ପଟ୍ଟନାୟକ, ଭକ୍ତ ଦାସ, ପ୍ରସାଦ ହରିଚନ୍ଦନ, ନରସିଂହ ମିଶ୍ର, ଚିରଞ୍ଜୀବ ବିଶ୍ୱାଳ ଓ ଜୟଦେବ ଜେନା ପ୍ରମୁଖ ଅଛନ୍ତି। କିନ୍ତୁ ଯୁବ ଗୋଷ୍ଠୀ ଉପରେ ବିଶେଷ ଦାୟିତ୍ୱ ଦିଆଯିବା ଉପରେ ପ୍ରାଧାନ୍ୟ ଦିଆଯିବ। ଏହି ଦୌଡରେ ସେ ନିଜେ ନ ଥିବା କହିଥିବା ବେଳେ ଯିଏ ସଭାପତି ହେବେ ତାଙ୍କ ଅଧିନରେ କାମ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହୁଚର୍ଚ୍ଚିତ ମା’ଝିଅ ଡବଲ ମର୍ଡର ଘଟଣା: ଅନୁପଙ୍କ ଡ୍ରାଇଭର ଗିରଫ

ଝାରସୁଗୁଡ଼ା ଅଫିସ,୧୫।୨: ବହୁଚର୍ଚ୍ଚିତ ମା’ଝିଅ ଡବଲ ମର୍ଡର ଘଟଣାର ଅଭିଯୁକ୍ତ ଅନୁପ ସାଏଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ପୋଲିସ ଗିରଫ କରିଛି। ଶୁକ୍ରବାର ବିଳମ୍ବିତ ରାତିରେ...

ଶ୍ରୀନହରକୁ ବିଜେ ହେଲା ଖଡ଼ିପ୍ରସାଦ: ମହାପ୍ରଭୁଙ୍କର ହେଲା ବନକଲାଗି

ପୁରୀ ଅଫିସ, ୨ା୭: ଶ୍ରୀନହରକୁ ମଙ୍ଗଳବାର ଖଡ଼ି ପ୍ରସାଦ ବିଜେ କରାଯାଇଛି। ପୂର୍ବାହ୍ନରେ ଦତ୍ତମହାପାତ୍ର ସେବକ ଏବଂ ଦଇତାପତି ସେବକମାନେ ଶ୍ରୀନହରକୁ ଖଡ଼ି ପ୍ରସାଦ ବିଜେ...

ବାଇପାସ୍‌ ରାସ୍ତାରେ ହୋଲ୍‌ସେଲ ପରିବା ମାର୍କେଟ

ପୁରୀ ଅଫିସ,୯ା୪: ପୁରୀ ଜିଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଅଧିକ ସତର୍କ ହୋଇଯାଇଛି ଜିଲା ପ୍ରଶାସନ। ଆଗକୁ ଯେପରି ଏହି ସଂଖ୍ୟା ବୃଦ୍ଧି...

କଟକରେ ରଜ କଟକଣା: ଭିଡ଼ ଜଗିବ ୩ଟି ଟିମ୍‌

କଟକ ଅଫିସ,୧୩।୬: ଆସନ୍ତା ସୋମବାର ଏବଂ ମଙ୍ଗଳବାର ରଜ ଯୋଗୁ ବଜାର ଭିଡ଼ ରହିବାର ସମ୍ଭାବନା ରହିଛି। ଅନେକ ସ୍ଥାନରେ ରଜ ଖେଳିବା ପାଇଁ ପ୍ରସ୍ତୁତି...

ଫେବୃୟାରୀ ପ୍ରଥମ ସପ୍ତାହରେ ବିଧାନସଭା

ଭୁବନେଶ୍ୱର,୪ା୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରୁ ୨୦୨୦ର ପ୍ରଥମ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏ ନେଇ ସଂସଦୀୟ ବିଭାଗ ପକ୍ଷରୁ ସମସ୍ତ...

ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: ଘଟଣାରୁ ନଜର ହଟାଇବାକୁ ନିର୍ବାହୀ ଯନ୍ତ୍ରୀ ନିଲମ୍ବିତ

ପାଟଣାଗଡ,୯।୫ (ଡି.ଏନ.ଏ.): ଗତ ଏପ୍ରିଲ ୨୯ ତାରିଖରେ ପାଟଣାଗଡ ବ୍ଲକ ତମିଆ ମୁଦଲସର ସୁକତେଲ ସେତୁରେ ମରାମତି କାମ ଚାଲିଥିବା ବେଳେ ପୋଲ ଭୁଷଡି ୨...

ରାଜ୍ୟରେ ୨୮୫୧ ଡାକ୍ତର ପଦବୀ ଖାଲି

ଭୁବନେଶ୍ୱର, ୨।୭(ବ୍ୟୁରୋ)- ରାଜ୍ୟରେ ବର୍ତ୍ତମାନ ୨୮୫୧ ଡାକ୍ତର ପଦବୀ ଖାଲି ପଡ଼ିଛି। ଏଥିମଧ୍ୟରୁ ମୟୂରଭଞ୍ଜ ଜିଲାରେ ସର୍ବାଧିକ ୧୯୯ଟି ପଦବୀ ରହିଛି। ସେହିଭଳି ଗଞ୍ଜାମରେ ୧୮୯...

ବ୍ରହ୍ମପୁରରେ ଲକ୍‌ଡାଉନ, ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ: ପ୍ରଶାସନ ପକ୍ଷରୁ ଗଣେଶ ମାର୍କେଟ ସିଲ୍‌

ବ୍ରହ୍ମପୁର ଅଫିସ,୧୫।୬: କରୋନା ସଂକ୍ରମଣକୁ ଏଡ଼ାଇବା ନେଇ ଗଞ୍ଜାମ ଜିଲାରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ପୁଣି ଲକ୍‌ଡାଉନ ଘୋଷଣା କରାଯାଇଛି। ତେବେ ଏହା ଘୋଷଣା...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *