ନାଇଟ୍‌ କ୍ଲବ୍‌ରେ ବଡ଼ ଧରଣର ଅଗ୍ନିକାଣ୍ଡ: ଚାଲିଗଲା ୪୦ ଜୀବନ

ବ୍ୟାଙ୍କକ୍‌,୫।୮: ଥାଇଲ୍ୟାଣ୍ଡର ଏକ ନାଇଟ କ୍ଲବରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକର ଦକ୍ଷିଣ ପୂର୍ବରେ ଚୋନୁବୁରୀ ପ୍ରଦେଶର ସଟ୍ଟାହିପ୍‌ ଜିଲାରେ ଏହି ଅଗ୍ନିକାଣ୍ଡ ଘଟଣା ଘଟିଛି। ପୋଲିସ କର୍ନେଲ ୱାଟିପୋଙ୍ଗ ସୋମଜାଇଙ୍କ କହିବାନୁସାରେ, ଗତକାଲି ରାତି ପ୍ରାୟ ୧ଟା ସମୟରେ ମାଉଣ୍ଟେନ ବି ନାଇଟ କ୍ଲବରେ ନିଆଁ ଲାଗିଥିଲା। ନିଆଁ ଲାଗିବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?