କରୋନାକୁ ହରାଇଲେ ୧୩ ମାସର ଶିଶୁ

କୋରୁକୋଣ୍ଡା,୬ା୮(ଡି.ଏନ.ଏ)-ମାଲକାନଗିରି ଜିଲାରେ କରୋନା ତାର କାୟା ବିସ୍ତାର କରି ଚାଲିଛି। ତେବେ ପ୍ରଥମ କରି ଏକ ୧୩ ମାସର ଛୁଆ କରୋନାରୁ ସୁସ୍ଥ ହୋଇଥିବା ଖବର ପହଞ୍ଚତ୍ଛି। ଏହି ଛୋଟ ଶିଶୁ କାଲିମେଳା ବ୍ଲକ ଅନ୍ତର୍ଗତ ଏମ୍‌ଭି-୪୫ ଗ୍ରାମର। ଶିଶୁ ଓ ତାଙ୍କ ମାଆ ଚେନ୍ନାଇରୁ ଫେରି ଏମଭି-୭୨ ସଙ୍ଗରୋଧ କେନ୍ଦ୍ରରେ ଥିଲେ। ସେମାନଙ୍କ ସ୍ବାବ୍‌ ପରୀକ୍ଷା କରିବାରୁ ମାଆ ଓ ଶିଶୁ ଉଭୟେ କରୋନା ସଂକ୍ରମିତ ହୋଇଥିବା ଜଣାପଡିଥିଲା। ସେମାନଙ୍କୁ ମାଲକାନଗିରି କୋଭିଡ୍‌ ହସ୍ପିଟାଲକୁ ନିଆଯାଇଥିଲା। ପରେ ସେଠାରୁ ଭୁବନେଶ୍ୱର ଏମ୍ସ ଡାକ୍ତରଖାନାକୁ ପଠାଯାଇଥିଲା। ସେଠାରେ ମା ଏବଂ ଛୁଆ ଉଭୟ ଚିକିତ୍ସିତ ହେଉଥିଲେ। ୧୧ ଦିନ ପରେ ଉଭୟେ ସୁସ୍ଥ ହୋଇ କୋରୁକୋଣ୍ଡା ବ୍ଲକ ତର୍ଲାକୋଟ ପଞ୍ଚାୟତର ଏମ୍‌ଭି-୩୭ ଗ୍ରାମସ୍ଥିତ ଘରକୁ ଫେରିଛନ୍ତି। ଶିଶୁଟି ସମ୍ପୂର୍ଣ୍ଣ ଭାବେ ପୂର୍ବପରି ଖେଳାଖେଳି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?