ରାୟଗଡ଼ାରେ ୧୩ କରୋନା ପଜିଟିଭ ଚିହ୍ନଟ: ଅଛନ୍ତି ୩ ମହିଳା, ୧୦ ପୁରୁଷ

ରାୟଗଡ଼ା ଅଫିସ,୬।୭: ରାୟଗଡ଼ା ଜିଲାରୁ ସୋମବାର ପୁଣି ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩ ଜଣ ମହିଳା ଥିବାବେଳେ ୧୦ ପୁରୁଷ ରହିଛନ୍ତି। ୫ଜଣ ଗୁଣୁପୁର ବ୍ଲକ ଶିରିଝୋଲା ପଞ୍ଚାୟତ ବିଜୟପୁର ଗ୍ରାମର ହୋଇଥିବା ବେଳେ ରାୟଗଡ଼ା ସହର ଅରବାନ୍‌ ଅଞ୍ଚଳର ୪ ଏବଂ କୋଲନରା ବ୍ଲକେରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟ ସିବିରରୁ ୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନ୍ୟଜଣେ ଥେରୁବାଲି ହୋମ ୍‌କ୍ୱାରାଣ୍ଟାଇନ୍‌ରୁ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ଖାଇରେ ଡାହୁକା ଡ୍ୟାମରେ ମାଛ ଧରିବାକୁ ନାହିଁ କଟକଣା

ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ଡାହୁକା ଡ୍ୟାମରେ ବୁଧବାର ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ମାଛ ଧରିବା ପାଇଁ ଲୋକଙ୍କ ଭିଡ଼...

ଅଦରକାରୀ ସାମଗ୍ରୀରେ କୃଷି ଯନ୍ତ୍ରପାତି

ଛେଣ୍ଡିପଦା,୨୪।୮(ଅଜିତ ଧଳ) ଅର୍ଥ ଅଭାବ ଚାଷ କାର୍ଯ୍ୟରେ ବାଧକ ସାଜୁଥିଲା। ଜମି ଚଷିବାକୁ ବଳଦ ନ ଥିଲା। ଟଙ୍କା ଦେଇ ଟ୍ରାକ୍ଟରରେ ହଳ କରିବା ତାଙ୍କ...

ଜି.ଉଦୟଗିରି ନିର୍ବାଚନମଣ୍ଡଳୀରେ ବିଜେଡିର ସାଲୁଗା ବିଜୟୀ

ଦାରିଙ୍ଗବାଡ଼ି,୨୪।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ବିଜୟୀ ହୋଇଛନ୍ତି। ସାଲୁଗା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଶ୍ୟାମଘନ...

‘ଜଙ୍ଗଲରୁ ଆଦିବାସୀଙ୍କୁ ତଡ଼ିବାକୁ ଷଡ଼ଯନ୍ତ୍ର ଚାଲିଛି’

ବ୍ରହ୍ମପୁର ଅଫିସ୍‌, ୧୨ା୯-ଦେଶର ୧୧ ଲକ୍ଷରୁ ଊର୍ଦ୍ଧ୍ୱ ଆଦିବାସୀ ଓ ବନଜୀବୀଙ୍କୁ ଜଙ୍ଗଲ ଜମିରୁ ଉଚ୍ଛେଦର ଉଦ୍ୟମ ତଥା ଭାରତୀୟ ଜଙ୍ଗଲ ଆଇନ -୧୯୨୭ରେ ପ୍ରସ୍ତାବିତ...

ଝାରସୁଗୁଡ଼ା କୋଭିଡ୍‌ ହସ୍ପିଟାଲରେ ଆକ୍ରାନ୍ତଙ୍କ ମୃତ୍ୟୁ: ଟଙ୍କା ପାଇଁ ହତ୍ୟା ଅଭିଯୋଗ କରି ପ୍ରଧାନମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ମୃତକଙ୍କ ପୁଅ

ଝାରସୁଗୁଡ଼ା ଅଫିସ,୧।୫ ଝାରସୁଗୁଡ଼ା କୋଭିଡ୍‌ ହସ୍ପିିଟାଲ୍‌ରେ କନକତୋରା ଗ୍ରାମର ନନ୍ଦଲାଲ୍‌ ବିଶ୍ୱାଳ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ମୃତ୍ୟୁବରଣ କରିଛନ୍ତି। ତାଙ୍କର ସ୍ବାଭାବିକ...

‘ଖବରକାଗଜ ଦ୍ୱାରା କରୋନା ବ୍ୟାପେନି’

ଜେନିଭା, ୨୪ା୩: ଖବରକାଗଜ ଦ୍ୱାରା ଜଣେ ବ୍ୟକ୍ତିଠାରୁ ଅନ୍ୟ ଜଣକୁ କରୋନା ଭାଇରସ୍‌ ବ୍ୟାପେ ନାହିଁ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଏହା ସ୍ପଷ୍ଟ...

କରୋନା ଯାଞ୍ଚ ପାଇଁ ଯାଇଥିବା ଡାକ୍ତର, ପୋଲିସ ଉପରେ ପଥରମାଡ଼

ମୁରାଦାବାଦ,୧୫ା୪: ଉତ୍ତରପ୍ରଦେଶର ମୁରାଦାବାଦ ଜିଲାରେ ଡାକ୍ତରୀ ଦଳର ଏକ୍‌ ଟିମ୍‌କୁ ଆକ୍ରମଣ ହୋଇଥିବା ଖବର ସାମ୍ନାକୁ ଆସିଛି। ବୁଧବାର ମୁରାଦାବାଦର ନାଗଫଣୀ ଥାନା ଅନ୍ତର୍ଗତ ହାଜି...

ସାର୍ଥକ ହୋଇଛି ଶ୍ରମ

କାମାକ୍ଷାନଗର, ୧।୧୧: ଧଳା ଘୁଷୁରି ଚାଷରେ ଲାଭ ଅଧିକ। ହେଲେ ଏଭଳି ଚାଷ ଏବଂ ମାଂସ ବ୍ୟବସାୟକୁ ନେଇ ଲୋକଙ୍କ ମନରେ ଏବେ ବି ରହିଛି...

Advertisement
Archives

Model This Week