୯ ଜେଲ୍‌ରୁ ୧୩ କଏଦୀ ଫେରାର

ଭୁବନେଶ୍ୱର,୧।୧୨: ଗତବର୍ଷ ଜୁଲାଇରୁ ଏଯାବତ୍‌ ୯ଟି ଜେଲ୍‌ରୁ ୧୩ କଏଦୀ ଫେରାର ହୋଇଛନ୍ତିି। ଫେରାର କଏଦୀଙ୍କ ମଧ୍ୟରୁ ୬ ଜଣଙ୍କୁ ଧରିପାରିଛି ପୋଲିସ। ବର୍ଷକରେ ୩୧ ଜଣ ବିଚାରାଧୀନ କଏଦୀଙ୍କ ଜେଲ୍‌ରେ ମୃତ୍ୟୁ ହୋଇଛି। ୮ ଜଣ ଆତ୍ମହତ୍ୟା କରିଛନ୍ତି, ୩୯ ଅଭିଯୁକ୍ତ ପୋଲିସ ହେପାଜତରୁ ଚମ୍ପଟ ମାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝି ଗୃହରେ ଲିଖିତ ଉତ୍ତର ରଖିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗଳା ନିର୍ବାଚନର ସବୁଠାରୁ ଭାଗ୍ୟବାନ ପ୍ରାର୍ଥୀ: SIRରେ କଟିଯାଇଥିଲା ନାଁ, ଏବେ ହେଲେ ବିଧାୟକ

କୋଲକାତା,୬।୫: ଚଳିତ ବର୍ଷ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଅନେକ ରେକର୍ଡ ସୃଷ୍ଟି କରିଛି। ପ୍ରଥମ ଥର ପାଇଁ, ଭାଜପା ରାଜ୍ୟରେ ସରକାର ଗଠନ କରିବାକୁ ପ୍ରସ୍ତୁତ। ମମତା…

କେନ୍ଦୁଝର ଜିଲା କାର୍ଯ୍ୟକାରୀ ସଭାପତି ହେଲେ ପ୍ରମୋଦ ପଟ୍ଟନାୟକ: ସବୁଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ

କେନ୍ଦୁଝର,୬।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜେଡିର କାର୍ଯ୍ୟକାରୀ ସଭାପତି ଭାବେ ବରିଷ୍ଠ ବିଜେଡି ନେତା ପ୍ରମୋଦ ପଟ୍ଟନାୟକଙ୍କ ନାମ ଘୋଷଣା ହୋଇଛି। ବିଜେଡି ସୁପ୍ରିମୋ ନବୀନ…

ଯଦି ମମତା ବାନାର୍ଜୀ ଇସ୍ତଫା ନ ଦିଅନ୍ତି, ତେବେ ପୋଲିସ ପଠାଇ… ଆଇନଗତ ରାସ୍ତା କହିଲେ ସୁପ୍ରିମକୋର୍ଟର ଓକିଲ

ନୂଆଦିଲ୍ଲୀ,୬।୫: ବିଧାନସଭା ନିର୍ବାଚନରେ ପରାଜୟ ସତ୍ତ୍ୱେ, ମମତା ବାନାର୍ଜୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିଦେଇଛନ୍ତି, ଯାହା ରାଜ୍ୟରେ ଏକ ସାମ୍ବିଧାନିକ ସଙ୍କଟ ସୃଷ୍ଟି…

ବିରଳ ସାମୁଦ୍ରିକ କଇଁଛ ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ: ସମୁଦ୍ର ମୁହାଁ ହଜାର ହଜାର ଛୁଆ କଇଁଛ

ଗଞ୍ଜାମ,୬।୫:(ବିଦ୍ୟାଧର ସାହୁ ): ସାମୁଦ୍ରିକ କଇଁଛଙ୍କ ଏନ୍ତୁଡିଶାଳ ଭାବେ ପରିଚିତ ଗଞ୍ଜାମ ଜିଲା ଋଷିକୂଲ୍ୟା ମୁହାଣ ବେଳାଭୂମିରୁ ସକାଳ ଓ ସନ୍ଧ୍ୟାରେ ଥଣ୍ଡା ପରିବେଶରେ ବିସ୍ତୃତ ବାଲୁକା…

ଡବଲ ଚାଲ୍‌ ଚଲାଇଲେ ବିଜୟ, ସରକାର ଗଠନ କରିବା ପାଇଁ ଟିଭିକେର ଦୁଇ ହାତରେ ଲଡ଼ୁ, ପରଦା ପଛରେ ଘଟୁଛି…

ଚେନ୍ନାଇ,୬।୫: ତାମିଲନାଡୁ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏବେ ସରକାର ଗଠନ ପାଇଁ ପ୍ରକ୍ରିୟା ଚାଲିଛି। ହେଲେ ବିଧାନସଭା ଫଳାଫଳ ତାମିଲନାଡୁରେ ସରକାର ଗଠନ ପ୍ରକ୍ରିୟାକୁ ବାଧା…

ବଢୁଛି ମୋହନଙ୍କ ପତିଆରା: ଗୋଟିଏ ପରେ ଗୋଟିଏ ଗୁରୁଦାୟିତ୍ୱ ଦେଉଛି ଭାଜପା

ଭୁବନେଶ୍ୱର,୬ା୫(ସୁନିତ୍‌ ମିଶ୍ର):ପଶ୍ଚିମବଙ୍ଗରେ ଭାଜପା ଏକାକୀ ସରକାର ଗଠନ କରିବାକୁ ଯାଉଛି। ଭାଜପା ବିଧାୟକ ଦଳ ନେତା ବାଛିବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ…

ବଙ୍ଗଳା ଜିତିବା ପରେ ମଧ୍ୟ ଭାଜପାକୁ ମିଳିବନି ରାଜ୍ୟ ସଭାର ଫାଇଦା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୬।୫: ପଶ୍ଚିମବଙ୍ଗରେ ପ୍ରଥମ ଥର ପାଇଁ କ୍ଷମତା ଦଖଲ କରି ଭାଜପା ଦ୍ୱିଶତକ ହାସଲ କରି ଇତିହାସ ସୃଷ୍ଟି କରିଥିବା ବେଳେ, କିନ୍ତୁ ରାଜ୍ୟ ସଭାର ଗଣିତ…

ଇମୋଶନାଲ୍‌ ହୋଇ ଏ କ’ଣ କହିଦେଲେ ଥଲାପତି ବିଜୟ: ଚାରିଆଡେ ହେଉଛି ଚର୍ଚ୍ଚା

ଚେନ୍ନାଇ,୬।୫: ତାମିଲନାଡୁ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇଛି। ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଏକ ବିବୃତ୍ତି ଜାରି କରି ରାଜ୍ୟବାସୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri