Posted inଜାତୀୟ

୭୦ ଫୁଟ୍‌ ଗଭୀର କୂଅରେ ଖସି ପଡ଼ିଲା ନାବଳକ, ତାପରେ…

ଜୟପୁର, ୩।୬: ରାଜସ୍ଥାନର ଏକ କୂଅରେ ଖସିପଡ଼ିଥିବା ଜଣେ ନାବାଳକକୁ ଉଦ୍ଧାର କରିବା ପାଇଁ ୫୦ ଘଣ୍ଟାଧରି ଅପରେସନ୍‌ ଜାରି ରହିଛି। କିନ୍ତୁ ଏପର୍ଯ୍ୟନ୍ତ ନାବାଳକକୁ ଉଦ୍ଧାର କରାଯାଇ ପାରିନାହିଁ। ମିଳିଥିବା ସୂଚନା ଅନୁସାରେ ରାଜସମନ୍ଦ ଜିଲାରେ ୧୩ ବର୍ଷର ଜଣେ ନାବଳକ ୭୦ ଫୁଟର କୂଅରେ ପଡ଼ିଯାଇଥିଲା। ଏସ୍‌ଡିଆର୍‌ଏଫ୍‌ ଟିମ୍‌ କୂଅ ଭିତରୁ ନାବାଳକକୁ ଉଦ୍ଧାର କରିବାକୁ ପ୍ରୟାସ ଚଳାଇଛି। କୂଅରୁ ପମ୍ପ ଯୋଗେ ପାଣି ବାହାର କରାଯାଉଛି। କିନ୍ତୁ କୂଅରେ ବାରମ଼୍ବର ପାଣି ଫୁଲ୍‌ ହେଇଯାଉଥିବାରୁ ପାଣି ଶୁଖିବାରେ ସମସ୍ୟା ହେଉଛି।
କୂଅରେ ଖସିପଡ଼ିଥିବା ନାବଳକର ନାମ ଲଳିତ ସିଂ ହୋଇଥିବା ବେଳେ ସେ ପଲରା ଗ୍ରାମର ବୋଲି ଜଣାପଡ଼ିଛି। ଲଳିତ ଛେଳି ଚରାଇବାକୁ ଯାଇଥିବା ବେଳେ ଅଜାଣତ ବଶତଃ ଏକ କୂଅରେ ଗଳିପଡ଼ିଥିଲା। ଲଳିତ ସହିତ ଯାଇଥିବା ଅନ୍ୟଜଣେ ବାଳକ ଏନେଇ ଲଳିତର ମାମୁଁଙ୍କୁ ଜଣାଇଥିଲା। ପରେ ଏନେଇ ପୋଲିସକୁ ସୂଚନା ଦିଆଯାଇଥିଲା। ତେବେ ଏନେଇ ଉପରିସ୍ଥ ପୋଲିସ୍‌ ଅଧିକାରୀ ଭବାନୀ ଶଙ୍କର କହିଛନ୍ତି ଯେ, କୂଅରେ ପଡ଼ିଯିବା ପରେ ଲଳିତର ମୃତ୍ୟୁ ହୋଇଯାଇଛି। ଏସ୍‌ଡିଆରଏଫ୍‌ ଟିମ୍‌ ଉଦ୍ଧାର ପାଇଁ ଅପରେସନ୍‌ ଜାରି ରଖିଛନ୍ତି। କିନ୍ତୁ କୂଅରୁ ପାଣି ଶୁଖୁ ନଥିବା କରାଣରୁ ଉଦ୍ଧାର କରିବାରେ ସମସ୍ୟା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri