Posted inଜାତୀୟ

କାର୍‌ରେ ନାବାଳିକାଙ୍କୁ ଗଣବଳାତ୍କାର

କୋକ୍‌ରାଝର,୧୮।୫: ଆସାମ କୋକ୍‌ରାଝର ଜିଲାରେ ଚଳନ୍ତା କାର୍‌ରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରିଛି।

ମିଳିଥିବା ସୂଚନା ମୁତାବକ, ମଙ୍ଗଳବାର ସନ୍ଧ୍ୟାରେ ନାବାଳିକାଙ୍କୁ ଏକ କାରରେ ଟେକି ନେଇ ଅଭିଯୁକ୍ତମାନେ ବଳାତ୍କାର କରିଥିବା ଜଣେ ପୋଲିସ ଅଧିକାରୀ କହିଛନ୍ତି। ଅଭିଯୁକ୍ତମାନଙ୍କୁ କୋର୍ଟରେ ହାଜର କରିବା ପରେ ପୋଲିସ ୩ ଦିନିଆ ରିମାଣ୍ଡରେ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri