ଆଜି ରାଜ୍ୟରୁ ୧୩୦ ପଜିଟିଭ୍‌ ଚିହ୍ନଟ, ଜଣେ ଆକ୍ରାନ୍ତ ଆଖି ବୁଜିଲେ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ସେମବାର ରାଜ୍ୟରେ ୧୩୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୪୩୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୬ ଜଣ ଚିହ୍ନଟ ହୋଇଥିବା ବେଳେ ୫୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୪ ଏବଂ ଝାରସୁଗୁଡ଼ାରୁ ୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୩, ବାଲେଶ୍ୱର ୬, ବରଗଡ଼ ୩, ଭଦ୍ରକ ୧, ବଲାଙ୍ଗୀର ୩, କଟକ ୭, ଦେବଗଡ଼ ୩, ଗଜପତି ୩, ଜଗତସିଂହପୁର ୪, ଯାଜପୁର ୩, କଳାହାଣ୍ଡି ୫, କନ୍ଧମାଳ ୧, କେନ୍ଦ୍ରାପଡ଼ା ୨, କେନ୍ଦୁଝର ୨, ଖୋର୍ଦ୍ଧା ୪, ମୟୂରଭଞ୍ଜ ୬, ନବରଙ୍ଗପୁର ୩, ନୂଆପଡ଼ା ୬, ପୁରୀ ୭, ରାୟଗଡ଼ା ୧ ଏବଂ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୧।

ସେହିପରି ଆଜି ସୁନ୍ଦରଗଡ଼ରୁ ଜଣେ ୪୭ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ଡାଇବେଟିସ୍‌ ଏବଂ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪, ୪୩୦ରେ ପହଞ୍ଚିଥିବା ବେଳେ ୩,୩୧,୧୪୪ ଜଣ ସୁସ୍ଥ ହୋଇଛନ୍ତି। ୧୩୨୭ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri