ବାଇଡେନଙ୍କ ସରକାରରେ ୧୩୦ ପଦବୀରେ ଭାରତୀୟ…

ଓ୍ବାଶିଂଟନ, ୧୫।୯ : ଆମେରିକା ସରକାର ଭାରତୀୟମାନଙ୍କର ବୌଦ୍ଧିକ ଏବଂ ପ୍ରଶାସନିକ ଦକ୍ଷତାକୁ ଭଲ ଭାବେ ବୁଝିଛନ୍ତି। ସେଥିପାଇଁ ରାଷ୍ଟ୍ରପତି ଜୋ ବାଇଡେନ ଏପର୍ଯ୍ୟନ୍ତ ତାଙ୍କ ଶାସନରେ ୧୩୦ ଜଣ ଭାରତୀୟଙ୍କୁ ନିଯୁକ୍ତ କରିଛନ୍ତି। ଭାରତୀୟ ମୂଳ ଜନସଂଖ୍ୟା ଆମେରିକୀୟ ଜନସଂଖ୍ୟାର ମାତ୍ର ଏକ ପ୍ରତିଶତ, କିନ୍ତୁ ଆମେରିକୀୟ ପ୍ରଶାସନରେ ସେମାନଙ୍କର ପ୍ରତିନିଧିତ୍ୱ ଏବଂ ହସ୍ତକ୍ଷେପ ଗୁରୁତ୍ୱପୂର୍ଣ୍ଣ ରହିଛି।

ଆମେରିକାର କ୍ୟାପିଟୋଲରେ ଆଜାଦି କା ଅମୃତ ମହୋତ୍ସବ ଅନ୍ତର୍ଗତ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବାଇଡେନ ପ୍ରଶାସନର ପ୍ରତିନିଧିତ୍ୱ କରି ରାଜ ପଞ୍ଜାବୀ ଭାରତୀୟମାନଙ୍କୁ ସମ୍ବୋଧିତ କରିବାବେଳେ ଏହା କହିଥିଲେ। ରାଜ ପଞ୍ଜାବୀ ହ୍ବଇଟ ହାଉସର ଜାତୀୟ ସୁରକ୍ଷା ପରିଷଦରେ ଗ୍ଲୋବାଲ ହେଲଥ ସିକ୍ୟୁରିଟି ଏବଂ ବାୟୋଡିଫେନ୍ସର ବରିଷ୍ଠ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରନ୍ତି। ଏହି ଅବସରରେ ସେ ଆମେରିକା ସରକାରଙ୍କ ଶୀର୍ଷ ପଦବୀରେ ନିଯୁକ୍ତ ଭାରତୀୟ-ଆମେରିକୀୟଙ୍କ ତାଲିକା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ପଞ୍ଜାବୀ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ବାଇଡେନ ତାଙ୍କ ପ୍ରଶାସନରେ ୧୩୦ ଜଣ ଭାରତୀୟ-ଆମେରିକୀୟଙ୍କୁ ନିଯୁକ୍ତ କରିଛନ୍ତି। ଏହା ଗର୍ବର ବିଷୟ ।


Enter your email to get our daily news in your inbox.

All Right Reserved By Dharitri.Com

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ...

ଦୁବଇରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଦେଖୁ ଦେଖୁ ଆକାଶ ହୋଇଗଲା ସବୁଜ, ଦେଖନ୍ତୁ ଭିଡିଓ

ଦୁବଇ,୧୮।୪: ଗତ କିଛି ଦିନ ହେବ ଦୁବଇର ପାଗରେ ଅନେକ ପରିବର୍ତ୍ତନ ଦେଖାଯାଉଛି । ଯେଉଁଠାରେ ୭୫ ବର୍ଷ ମଧ୍ୟରେ ପ୍ରବଳ ବର୍ଷା ସହରକୁ ବୁଡ଼ାଇ...

ପ୍ରତିଦିନ ଚୋରି ହେଉଛି ୬ ଲକ୍ଷ ଲିଟର ପାଣି

ମେକ୍ସିକୋ ସିଟି,୧୮।୪: ଚୋରମାନଙ୍କ ଦ୍ୱାରା ଜଳର କଳାବଜାରି ଯୋଗୁଁ ମେକ୍ସିକୋରେ ହ୍ରଦ ଶୁଖିଯାଉଛି। ଚୋରମାନେ ସମଗ୍ର ହ୍ରଦକୁ ନିଷ୍କାସନ କରି ଦିନକୁ ପ୍ରାୟ ୬ଲକ୍ଷ ଲିଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri