ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ୧୩୦ MOU

ଭୁବନେଶ୍ୱର, ୨୯।୧: ବୁଧବାର ଉତ୍କର୍ଷ ଓଡ଼ିଶାର ଦ୍ୱିତୀୟ ତଥା ଶେଷ ଦିନ। ଏହି ଦୁଇଦିନବ୍ୟାପି କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କୁ ଅଦ୍ଭୂତପୂର୍ବ ସଫଳତା ମିଳିଛି। ଦୁଇ ଦିନରେ ବିଭିନ୍ନ କମ୍ପାନୀ ମାନଙ୍କ ସହିତ ସରକାର ୧୩୦ ଟି ବୁଝାମଣା ପତ୍ର(MOU) ସ୍ଵାକ୍ଷର କରିଛନ୍ତି।

ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ପୁଞ୍ଜିନିବେଶ ପାଇଁ ଆଗ୍ରହୀ ଥିବା ଇସ୍ପାତ, ଗ୍ରୀନ ଏନର୍ଜି, ଗ୍ରୀନ ଅମୋନିଆ, ଗ୍ରୀନ ହାଇଡ୍ରୋଜେନ, ଅକ୍ଷୟ ଶକ୍ତି, କେମିକାଲ୍ସ, ସେମିକଣ୍ଡକ୍ଟର, ଆଇଟି, ସିମେଣ୍ଟ ଭଳି କ୍ଷେତ୍ରର ପ୍ରାୟ ୧୦୦ରୁ ଉର୍ଦ୍ଧ୍ବ ପ୍ରତିଷ୍ଠିତ କମ୍ପାନୀର ସିଇଓମାନେ ଅଂଶଗ୍ରହଣ କରିଥିଲେ। ପ୍ରଥମ ଦିନରେ ୪.୩୩ ଲକ୍ଷ କୋଟି ଟଙ୍କାର ନିବେଶ ପାଇଁ ବିଶ୍ବର ଅଗ୍ରଣୀ ଶିଳ୍ପପତିଙ୍କ ଇଚ୍ଛା ପ୍ରକାଶ କରିଥିବା ଜଣାପଡିଛି।

ଶିଳ୍ପ ସଚିବ ହେମନ୍ତ ଶର୍ମା ସୂଚନା ଦେଇଛନ୍ତି ଯେ, ଦୁଇଦିନ ବ୍ୟାପି କାର୍ଯ୍ୟକ୍ରମରେ ୫ ଶହରୁ ଅଧିକ ଇଣ୍ଟେଣ୍ଟ ଆସିଥିଲା। ଆମ ପଲିସିକୁ ସୁହାଇଲା ଭଳି MOU ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri