ଗୋଟିଏ ପଦ ପାଇଁ ୧୩,୦୦୦ ଆଶାୟୀ, ଆବେଦନ କଲେ ଏକାଧିକ PhD ହୋଲଡର, ଇଞ୍ଜିନିୟର

ନୂଆଦିଲ୍ଲୀ,୭।୧୦: ମଧ୍ୟପ୍ରଦେଶରେ ପୋଲିସ କନେଷ୍ଟେବଳ ପଦ ପାଇଁ ନିଯୁକ୍ତି ଘୋଷଣା ପରେ ଚାକିରି ଆଶାୟୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖାଦେଇଛି। ମଧ୍ୟପ୍ରଦେଶ ଷ୍ଟାଫ ସିଲେକ୍ସନ ବୋର୍ଡ ଅନୁଯାୟୀ, ମାତ୍ର ୭,୫୦୦ କନେଷ୍ଟେବଳ ପଦ ପାଇଁ ୯.୭୬ ଲକ୍ଷ ଆବେଦନ ପ୍ରାପ୍ତ ହୋଇଛି, ଅର୍ଥାତ୍ ଗୋଟିଏ ପଦ ପାଇଁ ପ୍ରାୟ ୧୩,୦୦୦ ପ୍ରାର୍ଥୀ ପ୍ରତିଯୋଗିତା କରୁଛନ୍ତି।

ଏହି ପଦ ପାଇଁ ନ୍ୟୂନତମ ଯୋଗ୍ୟତା ହେଉଛି ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ, କିନ୍ତୁ ଆବେଦନକାରୀଙ୍କ ମଧ୍ୟରେ ୪୨ ଜଣ ପିଏଚଡି ହୋଲଡର, ୧୨,୦୦୦ରୁ ଅଧିକ ଇଞ୍ଜିନିୟର, ପୋଷ୍ଟଗ୍ରାଜୁଏଟ ଓ ଡିପ୍ଲୋମା ଇଞ୍ଜିନିୟର ଅଛନ୍ତି। ଏହି ପଦର ମାସିକ ଦରମା ୧୯,୫୦୦ରୁ ୬୨,୦୦୦ ଟଙ୍କା ମଧ୍ୟରେ ରହିଛି।

ଅନଲାଇନ ଆବେଦନ ପ୍ରକ୍ରିୟା ୧୫ ସେପ୍ଟେମ୍ବରରୁ ଆରମ୍ଭ ହୋଇ ୨୯ ସେପ୍ଟେମ୍ବରରେ ଶେଷ ହେବାର ଥିଲା, କିନ୍ତୁ ବିପୁଳ ଆବେଦନ ହେତୁ ଏହା ୬ ଅକ୍ଟୋବର ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା। ଅଧିକାରୀଙ୍କ କହିବା ଅନୁଯାୟୀ, ଲିଖିତ ପରୀକ୍ଷା ୩୦ ଅକ୍ଟୋବରରୁ ଆରମ୍ଭ ହେବ, ଏହାପରେ ମଧ୍ୟପ୍ରଦେଶ ପୋଲିସ ଦ୍ୱାରା ଶାରୀରିକ ପରୀକ୍ଷା ହେବ। ଯଦି ସମୟସୂଚୀ ଅନୁଯାୟୀ ଚାଲେ, ତେବେ ଆଗାମୀ ମେ କିମ୍ବା ଜୁନ ୨୦୨୬ ସୁଦ୍ଧା ୭,୫୦୦ ନୂତନ କନେଷ୍ଟେବଳ ନିଯୁକ୍ତ ହେବେ।

 

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri