ଆସନ୍ତା ମାର୍ଚ୍ଚ ସୁଦ୍ଧା ବିଦ୍ୟାଳୟରେ ପହଞ୍ଚିବ ବହି: ମନ୍ତ୍ରୀ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ଏଣିକି ଶିକ୍ଷାବର୍ଷ ଆରମ୍ଭରୁ ବିଦ୍ୟାଳୟରେ ପହଞ୍ଚିବ ମାଗଣା ପାଠ୍ୟପୁସ୍ତକ। ଆସନ୍ତା ଏପ୍ରିଲରୁ ୨୦୨୦-୨୧ ଶିକ୍ଷାବର୍ଷ ଆରମ୍ଭ ହେବ। ଏଥିପାଇଁ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ମାଗଣା ପାଠ୍ୟପୁସ୍ତକ ପହଞ୍ଚିବ। ତେବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ଯେପରି ବାଧାସୃଷ୍ଟି ନ ହୁଏ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି ବୋଲି ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଏପରିକି ମନ୍ତ୍ରୀ ପାଠ୍ୟପୁସ୍ତକ ନିର୍ଦ୍ଦେଶାଳୟରେ ପୁସ୍ତକ ବିତରଣର ଶୁଭାରମ୍ଭ କରିଛନ୍ତି।


All Right Reserved By Dharitri.Com

ନେମାଳୋ ପୀଠର ହେବ ବିକାଶ

ଭୁବନେଶ୍ୱର,୧୨।୩(ବ୍ୟୁରୋ): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ମହାପୁରୁଷ ଅଚ୍ୟୁତାନନ୍ଦ ଦାସଙ୍କ ପୀଠସ୍ଥଳୀ ତଥା ପ୍ରସିଦ୍ଧ ନେମାଳୋ ପୀଠର ବିକାଶ କରାଯିବ। ଏନେଇ ପଞ୍ଚାୟତିରାଜ, ପାନୀୟଜଳ,...

ଜୁନ୍‌ ୨୫ରୁ ବିଧାନସଭା, ୨୮ରେ ବଜେଟ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ୨୫ରୁ ଆରମ୍ଭ ହେବ। ଏ ନେଇ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ବିରୋଧୀ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଜଗତସିଂହପୁର ଜିଲା ନୂଆଗାଁ ଅଞ୍ଚଳର ଏକ ଗ୍ରାମରେ ଜଣେ ଅନୁସୂଚିତ ଜାତି ଝିଅକୁ ଗଣବଳାତ୍କାର ହୋଇଥିବା ଖବର ଚର୍ଚ୍ଚାର କାରଣ ହୋଇଛି। ସୋମବାର...

ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ବୁଧବାର ପବିତ୍ର ମକର ସଂକ୍ରାନ୍ତି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ମକର...

ଲାଞ୍ଚନେଇ କ୍ୟାଶିୟର ଗିରଫ

ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ଗ୍ରାମ୍ୟ ଉନ୍ନୟନ ଡିଭିଜନ କାର୍ଯ୍ୟାଳୟର କ୍ୟାଶିୟର ଅଜୟ କୁମାର ସେଜପଡା ଲାଞ୍ଚ ନେବା ବେଳେ ବୁଧବାର ଭିଜିଲାନ୍ସ ବିଭାଗ...

ବିଳମ୍ବରେ ପହଞ୍ଚୁଥିବା କର୍ମଚାରୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦।୮(ବ୍ୟୁରୋ) : ରାଜ୍ୟ ସରକାର କର୍ମଚାରୀଙ୍କ ପାଇଁ କାର୍ଯ୍ୟାଳୟରେ ପହଞ୍ଚିବା ଲାଗି ସକାଳ ୧୦ଟା ଏବଂ ଫେରିବା ସମୟ ଅପରାହ୍ନ ୫ଟା ୩୦ ମିନିଟ ଧାର୍ଯ୍ୟ...

ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ କରିବାକୁ ଓଏଫ୍‌ଡିସିର ନିର୍ଦ୍ଦେଶ

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ସିନେମା ହଲ୍‌ଗୁଡିକୁ ବନ୍ଦ କରି ଦିଆଯାଇଛି। ଏହାସହିତ ଫିଲ୍ମ ଶୁଟିଂକୁ ମଧ୍ୟ...

୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ପୂର୍ବ ଉତ୍ତରପ୍ରଦେଶରୁ ଓଡ଼ିଶା ଦେଇ ଉତ୍ତର ତାମିଲନାଡ଼ୁକୁ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ...

Leave a comment

Your email address will not be published. Required fields are marked *