ରଥଯାତ୍ରା ପୂର୍ବରୁ ସୁରକ୍ଷା ନେଇ ଡିଜିଙ୍କ ସମୀକ୍ଷା ବୈଠକ: ପୁରୀରେ ଲାଗିବ ସିସିଟିଭି

ପୁରୀ ଅଫିସ, ୨୮।୫: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାର ସୁରକ୍ଷା ନେଇ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ରଥଯାତ୍ରା ମାସକ ପୂର୍ବରୁ ମଙ୍ଗଳବାର ସିପି ଅଫିସରେ ପୋଲିସ ମହାନିର୍ଦ୍ଦେଶକ ରାଜେନ୍ଦ୍ର ପ୍ରସାଦ ଶର୍ମା ପ୍ରସ୍ତୁତି ବୈଠକ କରିଛନ୍ତି। ବୈଠକ ପରେ ଡିଜିପି କହିଛନ୍ତି ଯେ, ବାତ୍ୟା ‘ଫନୀ’ ପ୍ରଭାବରେ ପୁରୀ ଅଧିକ ପ୍ରଭାବିତ ହୋଇଛି। ବିଶେଷ କରି ବହୁ ସିସିଟିଭି ନଷ୍ଟ ହୋଇଛି। ତେଣୁ ସୁରକ୍ଷା ପାଇଁ ବଡ ଚ୍ୟାଲେଞ୍ଜ ହେବ। ଏଥିପାଇଁ ଅସ୍ଥାୟୀ ସିସିଟିଭି ଲାଗିବ। କଣ୍ଟ୍ରୋଲ ରୁମ୍‌ରୁ ସିଧାସଳଖ ଭାବେ ସିସିଟିଭି ମନିଟରିଂ କରି ସୁରକ୍ଷା ବ୍ୟବସ୍ଥା ସୁଦୃଢ଼ କରାଯିବ। ସେହିପରି ଅଘଟଣ ରୋକିବା ପାଇଁ ବ୍ୟାପକ ଫୋର୍ସ ସଜାଗ ରହିବେ। ରେଳ ଯାତ୍ରୀଙ୍କ ସୁରକ୍ଷା, ଅଘଟଣ ଏଡ଼ାଇବାକୁ ବ୍ୟବସ୍ଥା କରାଯିବ। ଖୁବ୍‌ଶୀଘ୍ର ବିଏସ୍‌ଏଫ୍‌, ସିଆର୍‌ପିଏପ୍‌, କୋଷ୍ଟଗାର୍ଡଙ୍କୁ ନେଇ ସମନ୍ବୟ ବୈଠକ ହେବ ବୋଲି ସେ କହିଛନ୍ତି।


All Right Reserved By Dharitri.Com

‘ସୋସିଆଲ ମିଡିଆରେ ବୁଲୁଛି କୋଣାର୍କ ମନ୍ଦିରର ଭ୍ରମାତ୍ମକ ଫଟୋ’

ଭୁବନେଶ୍ୱର,୧୨।୨ବ୍ୟୁରୋ):ବିଶ୍ୱ ଐତିହ୍ୟସ୍ଥଳୀ କୋଣାର୍କ ସୂର୍ଯ୍ୟ ମନ୍ଦିରର ମରାମତି ନାମରେ କାରୁକାର୍ଯ୍ୟପୂର୍ଣ୍ଣ ପଥରକୁ କାଢ଼ି ସାଦା ପଥର ଲଗାଇବା ଅଭିଯୋଗକୁ ଖଣ୍ଡନ କରିଛି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ...

ହାତୀ ପାଇଁ ହାତ ଟେକିଦେଲେ

ଢେଙ୍କାନାଳ ଜିଲାରେ ହାତୀ-ମଣିଷ ସଂଘର୍ଷ ଚରମ ସୀମାରେ ପହଞ୍ଚତ୍ଛି। ସଂରକ୍ଷିତ ଜଙ୍ଗଲରେ ଖାଦ୍ୟାଭାବ, ଶିକାରୀ ଭୟ ଏବେ ହାତୀ ଭଳି ବିଶାଳକାୟ ଜନ୍ତୁକୁ ଜନବସତିମୁହଁା କରାଉଛି।...

ଓଡ଼ିଆ ବିଶ୍ୱବିଦ୍ୟାଳୟ ଶିଳାନ୍ୟାସକୁ ବର୍ଷେ ପୂରିଲା: ଇଟା ଖଣ୍ଡିଏ ଯୋଡ଼ା ହେଲାନି

ପୁରୀ ଅଫିସ/ସାକ୍ଷୀଗୋପାଳ, (ଡି.ଏନ.ଏ.)୧୦ା୧୦: ପଞ୍ଚସଖା ଓଡ଼ିଆ ନବଜାଗରଣର ଯେଉଁ ସ୍ବପ୍ନ ଦେଖୁଥିଲେ ଓଡ଼ିଆ ବିଶ୍ୱବିଦ୍ୟାଳୟ ତାହାକୁ ଆହୁରି ଆଗକୁ ନେବ। ଓଡ଼ିଆ ଭାଷା, ସାହିତ୍ୟ ଓ...

ଲୋକ ସଭାରେ ଉଠିଲା ଓଡ଼ିଶା ପିଏମ୍‌ଏଓ୍ବାଇ ଦୁର୍ନୀତି ପ୍ରସଙ୍ଗ

ଭୁବନେଶ୍ୱର,୪ା୧୨(ବ୍ୟୁରୋ):ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ ଦୁର୍ନୀତି ହୋଇଥିବା ନେଇ ଲୋକ ସଭାରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ପ୍ରଶ୍ନ ଉଠାଇଛନ୍ତି। ଅପରାଜିତା ନିଜ ନିର୍ବାଚନମଣ୍ଡଳୀ...

ବାଲି ମାଫିଆଙ୍କ ଆତଙ୍କରାଜ୍‌ ଆର୍‌ଆଇ, ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ

ଭଣ୍ଡାରିପୋଖରୀ, ୪ା୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବନ୍ଦାଳୋ ମଢ଼ିଆଳୀ ପଞ୍ଚାୟତ ବିରିଡ଼ିସ୍ଥିତ ବୈତରଣୀ ନଦୀପଠାରୁ ବାଲି ମାଫିଆମାନେ ବେଆଇନ ଭାବେ ବାଲି ଚାଲାଣ...

ଜମିବାଡ଼ିକୁ କେନ୍ଦ୍ରକରି ୨ ଭାଇଙ୍କ ମଧ୍ୟରେ ବିବାଦ: ସାନ ଭାଇ ଆକ୍ରମଣରେ ବଡ଼ ମୃତ

ପୁରୀ ଅଫିସ,୧୪।୬: ପୁରୀ ଜିଲା ଟାଉନ ଥାନା ଅଧୀନ ଚୁଡ଼ଙ୍ଗ ସାହି ଖୁଣ୍ଟିଆ ବଗିଚାରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ...

ମହିଳାଙ୍କୁ ଅସଦାଚରଣ, ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୨୮ା୧୨: ଜଣେ ମହିଳାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଅଭିଯୁକ୍ତ ଯୁବକଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଗେଟବଜାର ପଞ୍ଚାନନ ନଗରର...

ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୬।୧: ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ୭ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ...

Leave a comment

Your email address will not be published. Required fields are marked *