Posted inଜାତୀୟ

ଏନ୍‌ସିପି ବିଧାୟକ ନିଖୋଜ

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଭାଜପାରୁ ଦେବେନ୍ଦ୍ର ଫଡନବିସ ଦ୍ୱିତୀୟ ଥର ଲାଗି ଶପଥ ଗ୍ରହଣ କଲେ ସତ। ହେଲେ ଏପର୍ଯ୍ୟନ୍ତ ସଂଖ୍ୟା ଗରିଷ୍ଠତାକୁ ନେଇ ତାଙ୍କ ମନରୁ ଭୟ ଦୂର ହୋଇନାହିଁ। ଏବେ ତା’ର ମୁଖ୍ୟ ସହଯୋଗୀ ଏନ୍‌ସିପି ଉପରେ ସମସ୍ତଙ୍କ ନଜର ଥିବା ବେଳେ ଏନ୍‌ସିପି ନିଜ ଦଳର ସମସ୍ତ ବିଧାୟକଙ୍କ ଉପରେ କଡା ନଜର ରଖିଛି। କାଳେ କୋଉଠି ଘୋଡା ବେପାର ହେବ ତାକୁ ନେଇ ଏନ୍‌ସିପି ଓ କଂଗ୍ରେସ ସତର୍କ ରହିଛନ୍ତି। ଏତେ ସତର୍କତା ପରେ ମଧ୍ୟ ଏନ୍‌ସିପିର ଜଣେ ବିଧାୟକ ନିଖୋଜ ହୋଇଥିବା ଖବର ମିଳିଛି। ଏନେଇ ତାଙ୍କ ପୁଅ ପୋଲିସରେ ଲିଖିତ ଅଭିଯୋଗ ମଧ୍ୟ ଦେଇଥିବା ସୂଚନା ମିଳିଛି। କୁହାଯାଉଛି କି ଶାହପୁରର ଏନ୍‌ସିପି ବିଧାୟକ ଦୌଲତ ଦରୋଡା ସକାଳେ ରାଜଭବନ ପହଞ୍ଚିବା ପରେ ନିଖୋଜ ହୋଇଯାଇଛନ୍ତି।


All Right Reserved By Dharitri.Com

ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଡୋର ଧରିବ ଶିବସେନା: ଉଦ୍ଧବ ଠାକ୍‌ରେ

ମୁମ୍ବାଇ,୭।୧୦: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଡୋର ଶିବସେନା ଧରିବ। ଜଣେ ଶିବସୈନିକ ହିଁ ମୁଖ୍ୟମନ୍ତ୍ରୀ ଆସନରେ ବସିବେ। ଏନେଇ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସୂଚନା ଦେଇଛନ୍ତି।...

ଏନ୍‌ବିଟିର ଷ୍ଟେହୋମ୍‌ ଇଣ୍ଡିଆ ଉଇଥ୍‌ ବୁକ୍‌ସ ଟ୍ରେଣ୍ଡ

ନୂଆଦିଲ୍ଲୀ, ୨୬।୩- ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରୁଥିବା କରୋନା ଭାଇରସ୍‌ ସଂକ୍ରମଣ ରୋକିବା ସକାଶେ ବିଭିନ୍ନ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଶିକ୍ଷାନୁଷ୍ଠାନ, ବ୍ୟବସାୟିକ...

ମହିଳା ଡାକ୍ତରଙ୍କ ଅଢେଇ ବର୍ଷର ଶିଶୁ କରୋନା ପଜିଟିଭ

ଲକ୍ଷ୍ନୌ,୬ ।୪: ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଏମିତି ଏକ ଖବର ଆସିଛି ଯାହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି...

ପବ୍ଲିକ ହେଲ୍‌ଥରେ ଅଧିକ ନିବେଶ ହେବ

ନୂଆଦିଲ୍ଲୀ,୧୮।୫: ପବ୍ଲିକ୍‌ ହେଲ୍‌ଥ ସିଷ୍ଟମରେ ସରକାର ଅଧିକ ପୁଞ୍ଜି ଖର୍ଚ୍ଚ କରିବାକୁ ଯୋଜନା ରଖିଛନ୍ତି। ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଥିବା ସ୍ବାସ୍ଥ୍ୟସେବା ଯୋଗାଣ କରୁଥିବା ଅନୁଷ୍ଠାନଗୁଡିକରେ...

ସେନା ମୁତୟନ ପାଇଁ ବାଧ୍ୟ କରନି: ଅଜିତ୍‌

ମୁମ୍ବାଇ,୨୭ା୩: ମହାରାଷ୍ଟ୍ରରେ କରୋନା ଭୂତାଣୁ ସଂକ୍ରମଣ ବଢ଼ିବାରେ ଲାଗିଥିବାରୁ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କଟକଣା ଜାରି ହେବା ସତ୍ତ୍ୱେ ଲୋକେ ରାସ୍ତାଘାଟରେ...

ଇକୋ ଫ୍ରେଣ୍ଡ୍‌ଲି ସାନିଟାରି ନାପ୍‌କିନ

କୋଏମ୍ବାଟୁର: ବଜାରରେ ବିକ୍ରି ହେଉଥିବା ସାଧାରଣ ସାନିଟାରି ନାପ୍‌କିନ ସମସ୍ୟା ସୃଷ୍ଟି କରୁଥିବାବେଳେ ଏଥିରୁ ମୁକ୍ତିପାଇବା ଲାଗି କୋଏମ୍ବାଟୁରର ଯୁବତୀ ଇଶାନା(୧୮) ପରିବେଶ ଉପଯୋଗୀ ଓ...

ବନ୍ୟାଞ୍ଚଳରେ ସେଲ୍‌ଫି ନେଇ ବିବାଦରେ ମନ୍ତ୍ରୀ

ମୁମ୍ବାଇ,୯।୮: ମହାରାଷ୍ଟ୍ରରେ ଏବେ ବନ୍ୟା ପରିସ୍ଥିତି ସାଧାରଣ ଜୀବନ ଉପରେ ଖୁବ୍‌ ପ୍ରଭାବ ପକାଇଛି। ସାଂଗଲି ଓ କୋଲ୍ଲାପୁର ଜିଲା ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା...

ନାରାୟଣ ସାଇଙ୍କ ନୂଆ ଠିକଣା: ବାରାକ୍‌ ନମ୍ବର-୬;କଏଦୀ ନମ୍ବର ୧୭୫୦

ସୁରଟ,୨।୫: ସୁରଟ ସେସନ୍‌ କୋର୍ଟଙ୍କ ଦଣ୍ଡାଦେଶ ପରେ ନାରାୟଣ ସାଇଙ୍କ ଠିକଣା ଏବେ ବଦଳି ଯାଇଛି। ୨ ଭଉଣୀଙ୍କୁ ବଳାତ୍କାର ଅଭିଯୋଗରେ ସେସନ କୋର୍ଟ ନାରାୟଣଙ୍କୁ...

Leave a comment

Your email address will not be published. Required fields are marked *