ଖଣିଜ ସାମ୍ପଲିଂ କାର୍ଯ୍ୟାଳୟରୁ ଚୋରି ଅଭିଯୋଗ

ଯୋଡ଼ା,୨୪।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର କମାରଯୋଡ଼ାଠାରେ ଥିବା ଏସ୍‌ଜିଏସ୍‌ ଖଣିଜ ସାମ୍ପଲିଂ କାରଖାନା କାର୍ଯ୍ୟାଳୟ ପରିସରରୁ ଶୁକ୍ରବାର ଚୋରି ହୋଇଥିବା ଯୋଡ଼ା ଥାନାରେ ଲିଖିତ ଅଭିଯୋଗ ହୋଇଛି ।
ସୂଚନାନୁଯାୟୀ, ଉକ୍ତ କାର୍ଯ୍ୟାଳୟ ପରିସରରେ ରଖାଯାଇଥିବା ୩୦ଟି ଟାଟା ଆଜ୍‌ବେଷ୍ଟସ୍‌ ସିଟ୍‌ ଶୁକ୍ରବାର ରାତ୍ରି ସମୟରେ ଚୋରି ହୋଇଯାଇଥିବା ପରଦିନ ସକାଳ ସମୟରେ କମ୍ପାନୀ କର୍ମଚାରୀମାନେ ଦେଖିବାକୁ ପାଇଥିଲେ। ଏନେଇ କମ୍ପାନୀ ପକ୍ଷରୁ ଶନିବାର ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ସେଦିନ ରାତ୍ରିରେ ଦୁଇଜଣ ଘରୋଇ ସୁରକ୍ଷା କର୍ମୀ କାର୍ଯ୍ୟାଳୟରେ ନିୟୋଜିତ ଥିବା ବେଳେ ଏହି ଚୋରି କେମିତି ହେଲା, ସେ ନେଇ ପୋଲିସ ସମ୍ପୃକ୍ତ ସୁରକ୍ଷାକର୍ମୀଙ୍କୁ ଥାନାକୁ ଡାକି ପଚରାଉଚରା କରୁଥିବା ଜଣାପଡ଼ିଛି।


All Right Reserved By Dharitri.Com

ଛତ୍ରପୁର,ପୁରୁଷୋତ୍ତମପୁର ଉପଖଣ୍ଡର ଅପରାଧ ସମୀକ୍ଷା

ଛତ୍ରପୁର,୧୧ା୧୦(ଡି.ଏନ.ଏ.)- ଗଞ୍ଜାମ ପୋଲିସ ଜିଲା ଅଧୀନ ଛତ୍ରପୁର ଓ ପୁରୁଷୋତ୍ତମପୁର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଥାନା ଅଞ୍ଚଳର ଅପରାଧ ସମୀକ୍ଷା ବୈଠକ ଏସ୍‌ପିଙ୍କ ସମ୍ମିଳନୀ ଗୃହରେ...

ପୂର୍ତ୍ତ ରାସ୍ତାରେ ଏନ୍‌ଟିପିସି ଆଶ୍‌ପଣ୍ଡ ପାଣି

କଣିହାଁ,୧୩।୮(ଡି.ଏନ.ଏ.) କଣିହାଁ ବ୍ଲକ ସ୍ଥିତ ଏନଟିପିସି ବିଦ୍ୟୁତ୍‌ ପ୍ରକଳ୍ପର ଆଶପଣ୍ଡ ପାଣି ସାମାନ୍ୟ ବର୍ଷାରେ ରାସ୍ତାରେ ପ୍ରବାହିତ ହେଉଛି। ଏଥିଯୋଗୁ ପିଚୁ ରାସ୍ତା କ୍ଷୟକ୍ଷତି ହୋଇ...

ମନ୍ଥର ଗତିରେ ଚାଲିଛି ବୁଢ଼ାବଳଙ୍ଗ ପୋଲ ନିର୍ମାଣ କାର୍ଯ୍ୟ : ନିମ୍ନମାନର ଅଭିଯୋଗ, ବିଭାଗୀୟ ଯନ୍ତ୍ରୀଙ୍କ ଅବହେଳା

ବାରିପଦା ଅଫିସ, ୧୫ା୫ : ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ବାରିପଦା ସହର ବୁଢ଼ାବଳଙ୍ଗ ନଦୀରେ ନୂତନ ପୋଲ ନିର୍ମାଣ କାର୍ଯ୍ୟ ଚାଲିଛି।  ଗତ...

ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ, ପରିଚୟ ଅସ୍ପଷ୍ଟ

କେନ୍ଦୁଝର, ୧୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଆଳୁଘାଟି ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜନୈକ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିଚୟ...

ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

କୋଟଗଡ଼,୧୮ା୮ (ଡି.ଏନ୍‌.ଏ): ଏକ ହତ୍ୟା ମାମଲାର ବିଚାର କରି ବାଲିଗୁଡ଼ା ଅତିରିକ୍ତ ଦୌରାଜଜ୍‌ ଅରବିନ୍ଦ ପଟ୍ଟନାୟକ ଶନିବାର ଅଭିଯୁକ୍ତ ଗାଗାରୀନ ନାୟକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ...

ମାଓବାଦୀ ନେତା ସବ୍ୟସାଚୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ, ୧୮।୫: ୨୦୧୪ ଜୁଲାଇ ୧୭ ତାରିଖ ବିଳମ୍ବିତ ରାତିରେ ବଡ଼ବଜ଼ାର ଥାନା ଅନ୍ତର୍ଗତ ମଙ୍ଗଲବରମ ପେଟାସାହିର ଏ. ଚନ୍ଦ୍ରା ରାଓଙ୍କ ଘରୁ ମାଓବାଦୀ...

୩ ଦିନିଆ ଫୁଟବଲ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ:ଭାଗନେଲେ ୪ ଶହ ପ୍ରଶିକ୍ଷାର୍ଥୀ

ଡୁବୁରୀ/କଳିଙ୍ଗନଗର,୩୦-୮(ଡି.ଏନ୍‌.ଏ.)- ତୃଣମୂଳ ସ୍ତରରୁ ପ୍ରତିଭା ଅନ୍ବେଷଣ କରିବା ଲକ୍ଷ୍ୟରେ ଟାଟା ଷ୍ଟିଲ ପକ୍ଷରୁ ଦାନଗଦୀ ନଡିଆଭଙ୍ଗା ପଞ୍ଚାୟତର ଶାଳିଜଙ୍ଗାଠାରେ ୩ ଦିନିଆ ଫୁଟବଲ ପ୍ରଶିକ୍ଷଣ ଶିବିର...

୫୦ ଫୁଟ ବ୍ରିଜ୍‌ ତଳକୁ ଖସିଲା ରୋଲର ବୋଝେଇ ଟ୍ରେଲର: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ଦାରିଙ୍ଗବାଡ଼ି,୭।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗାଠାରେ ୫୦ ଫୁଟ ପୋଲ ତଳକୁ ସୋମବାର ଏକ ରୋଲର ବୋଝେଇ ଟ୍ରେଲର ଖସି ପଡିଛି ା ଏଥିରେ...

Leave a comment

Your email address will not be published. Required fields are marked *