ଜୁଆ ଆଡ୍ଡାରେ ଚଢାଉ: ୮ କୋର୍ଟଚାଲାଣ

ସୁନ୍ଦରଗଡ଼,୨୪।୧୧(ଡି.ଏନ୍‌ଏ.): ସୁନ୍ଦରଗଡ଼ ଜିଲା ସଦର ଥାନା ଅନ୍ତର୍ଗତ ସୁବଲିଆ ଚକ୍ରାମାଲ ଗ୍ରାମରେ ଏକ ଜୁଆ ଆଡ୍ଡା ଉପରେ ଶୁକ୍ରବାର ଚଢାଉ କରଛି। ଏଥିରେ ସମ୍ପୃକ୍ତ ୮ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଏଥିସହିତ ନଗଦ ୨୪ ହଜାର ୫୦୦ ଟଙ୍କା, ୨ଟି ବାଇକ୍‌ ଓ ୬ଟି ମୋବାଇଲ ଜବତ କରାଯାଇଛି। ଅଭିଯୁକ୍ତମାନେ ହେଲେ ଶିଶିର ମହାରଣା, ଅଶୋକ ପାଣ୍ଡବ, ଦିଶାନ୍ତ କୁମାର ପଟେଲ, ରାଜୁ ମୁଣ୍ଡା, ମୌସମ ପଟେଲ, ନରୋତ୍ତମ ପଟେଲ, ସିଜୁ ମୁଣ୍ଡା ଓ ଜଗଦୀଶ ମୁଣ୍ଡା। ଏ ନେଇ ସଦର ଥାନାରେ ପୋଲିସ କେସ୍‌ ନଂ. ୨୪୯/୧୯ ରେ ଏକ ମାମଲା ରୁଜୁ କରିଥିଲା।


All Right Reserved By Dharitri.Com

ବାଇକ୍‌ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଓଲଟିଲା ଯାତ୍ରାପାର୍ଟି ଟ୍ରକ୍‌: ଜଣେ ଗୁରତର, ୧୫ରୁ ଊର୍ଦ୍ଧ୍ୱ ଆହତ

ଆଠଗଡ଼,୨୯।୧୧(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ଥାନା ଅଧୀନ ପୁରୁଣା କଟକ- ସମ୍ବଲପୁର ରାସ୍ତାରେ ଶୁକ୍ରବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏକ ଯାତ୍ରାପାର୍ଟି ଟ୍ରକ୍‌ ସମ୍ମୁଖକୁ...

ଟ୍ରେନ୍‌ରୁ ପଡି ଯୁବକ ଗୁରୁତର

ଯାଜପୁର ରୋଡ,୧୪ା୧୦(ନି.ପ୍ର.):  ଯାଜପୁର ରୋଡ ଷ୍ଟେଶନ ନିକଟରେ ରବିବାର ଜଣେ ଯୁବକ ଟ୍ରେନ୍‌ରୁ ଖସି ପଡି ଗୁୁରୁତର ହୋଇଛନ୍ତି। ଯୁବକ ଜଣଙ୍କ ବିହାର ରାଜ୍ୟର ଶୁମନ୍ତ...

ବନ୍ଧୁକ ମୁନରେ ଲୁଟି ନେଲେ ୩୬ହଜାର, ବାଇକ୍‌

ଜମନକିରା, ୨୬। ୭ (ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଭୋଜପୁର ପଞ୍ଚାୟତ ରେଙ୍ଗାଲବେଡ଼ା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସହଯୋଗ ଗ୍ରାହକ ସେବା...

୧୭ରୁ ଆଲୁମିନିୟମ ନଗରୀରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା: ୭ ଦିନ ଧରି ଚାଲିବ, ପଡ଼ିବ ୨୪୦ ଷ୍ଟଲ

ଅନୁଗୋଳ ଅଫିସ, ୧୩।୯-ଆସନ୍ତା ୧୭ ତାରିଖ ବିଶ୍ୱକର୍ମା ପୂଜା ଅବସରରେ ଅନୁଗୋଳ ଜିଲାର ଆଲୁମିନିୟମ ନଗରୀରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳାର ଆୟୋଜନ କରାଯିବ। ୨୩ ତାରିଖ...

ଜୟପୁରରେ ରବି ନନ୍ଦ ଆଗୁଆ

ଜୟପୁର,୨୩ା୫(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ବିଧାନସଭା ଆସନରେ ଦ୍ୱିତୀୟ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ରବିନାରାୟଣ ନନ୍ଦ ୭୮ ଭୋଟ୍‌ରେ ଆଗୁଆ ରହିଛନ୍ତି। ଦ୍ୱିତୀୟ ରାଉଣ୍ଡରେ କଂଗ୍ରେସର ତାରାପ୍ରସାଦ...

ଗୋକୁଳାନନ୍ଦଜୀଉଙ୍କ ଚିତାଲାଗି

ଖଣ୍ଡପଡ଼ା,୧ା୮(ସ୍ବ.ପ୍ର.): ସିଧାମୂଳାସ୍ଥିତ ଗୋକୁଳାନନ୍ଦ ଜୀଉଙ୍କ ପବିତ୍ର ଚିତାଲାଗି ଅମାବାସ୍ୟା ଅବସରରେ ଶ୍ରୀଜୀଉଙ୍କୁ ସୁବର୍ଣ୍ଣର ଚିତାଲାଗି କରାଯାଇଥିଲା । ବୁଧବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ଶ୍ରୀଜୀଉଙ୍କ...

ଅଂଶୁଘାତରେ ଚାଷୀଙ୍କ ପ୍ରାଣ ଗଲା

ଝୁମ୍ପୁରା, ୨୬।୫ (ଡି.ଏନ.ଏ.)- କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ନହବେଡା ଗ୍ରାମରେ ୨୩ ତାରିଖ ମଧ୍ୟାହ୍ନ ସମୟରେ ଅଂଶୁଘାତରେ ଆକ୍ରାନ୍ତ ହୋଇଥିବା ଜଣେ ଚାଷୀଙ୍କ...

ସର୍ଭେରେ ଭୁଲଭଟକା: ଆବାସ ଯୋଜନାରୁ ବଁଚିତ୍‌ ୪୦ ପରିବାର

ଲାଠୋର,୧୨।୮((ଡି.ଏନ୍‌.ଏ.):  ୨୦୧୧ରେ କେନ୍ଦ୍ର ସରକାର ସାମାଜିକ, ଅର୍ଥନୈତିକ ଆର ଜାତିଗତ ଜନଗଣନା କରିଥିଲେ। ସେ ଜନଗଣନା ଅନ୍‌ସାରେ ବାସହୀନ ଗରିବ ପରିବାରମାନକୁ ସରକାରୀ ଯୋଜନାରେ ଘର...

Leave a comment

Your email address will not be published. Required fields are marked *